-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ରୋତ ରେ ଆଗଲପୁର ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ

19-Nov-2025



ସାଲେଭଟା, ବଲାଙ୍ଗୀର ଜିଲ୍ଲା ରୋତ୍  ରେ ପଞ୍ଚାୟତ ହାଇସ୍କୁଲ ପରିସର ଆଗଲପୁର ବ୍ଲକ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି ।ଏଥିରେ  ପ୍ରଥମ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ଜୟଲ।ଲ ସିନ୍ଦୂର , ସମିତି ସଭ୍ୟ କମଳ ଲୋଚନ ସେ ଟ , ଏସ ଏମ ସି ଚେୟାରମେନ ସଚି କାନ୍ତ ପଟେଲ , ଆଲୁମିନି ସଭାପତି ରମେଶ ପଟେଲ , ଡ୍ ବିରସେନ୍ ସାହୁ,  ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମମତା ସେଠୀ , କନଭେନର ବାଲକୃଷ୍ଣ ମହାନନ୍ଦ , କୀର୍ତ୍ତି ରାଉତ ମଞ୍ଚ।ସୀନ ଅତିଥି ଭାବେ ଯୋଗ ଦେଇ ଥିଲେ ।ଏହି ମେଳାରେ ସ୍କୁଲ ର ବରିଷ୍ଟ ଶିକ୍ଷକ ଉମାକାନ୍ତ ପୁଟେଲ ମଞ୍ଚ ପରିଚାଳନା କରିଥିଲେ ।ଏଥିରେ ୮୦ ରୁ ଉର୍ଦ୍ଧ ବିଦ୍ୟାଳୟରୁ ମୋଟ ୧୬ଟି ପ୍ରକଳ୍ପ ଛାତ୍ରଛାତ୍ରୀ ମାନେ ପ୍ରଦର୍ଶନୀ କରିଥିଲେ ।ଏହି ପରି ଉଦଯାପନୀ ଉତ୍ସବରେ ଅତିଥି ମାନେ ପ୍ରକଳ୍ପ ଗୁଡ଼ିକୁ ବୁଲି ଦେଖି ପ୍ରତିଯୋଗୀଙ୍କୁ ପଚାରି ଥିଲେ । ଉକ୍ତ ପ୍ରକଳ୍ପରେ ପ୍ରତିଯୋଗୀଙ୍କୁ କୃତୀ ହାସଲ କରିଥିବା ରେ ବିଚାରକ ଭାବେ ଭାବେ ଆମ୍ଭୂଜ ପଟେଲ , କାର୍ତ୍ତିକ ପଣ୍ଡା , ଜୟକୃଷ୍ଣ ନାୟକ , ସୁଧାନିଧି ନାୟକ , ପ୍ରଦୀପ ପଧାନ , ଅଜିତ୍ ହୋତା ଦ।ୟିତ୍ୟୁ ନିର୍ବାହ କରିଥିଲେ । ଏହା ପରେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡି ଇ ଓ ପ୍ରଦୀପ ନାଗ , ମୁଖ୍ୟ ବକ୍ତା ଭାବେ ଆଗଲପୁର ବ୍ଲକ ଗୋ ଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି , ଏସ ଏମ ସି ଚେୟାରମେନ ସଚି କାନ୍ତ ପଟେଲ , ବ୍ଲକ ଶିକ୍ଷା ଅଧିକାରୀ ଶ୍ୟାମ ମେହେର , ସ୍ଥାନୀୟ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ମମତା ସେଠୀ , କନଭେନାର ବାଳକୃଷ୍ଣ ମହାନନ୍ଦ , ବଲାଙ୍ଗୀର ଏ ଆଇ ଏଫ୍ ଇନ୍ ଚାର୍ଜ କୀର୍ତ୍ତି ରାଉତ ମଞ୍ଚ।ଷିନ ଅତିଥି ଭାବେ ଯୋଗ ଦେଇଥିଲେ ।ଏହି କାର୍ଯ୍ୟ କ୍ରମରେ ଅତିଥି ମାନେ ବିଗତ ଦିନରେ ବୈଜ୍ଞାନିକ ମାନେ କିପରି ଭାବେ ବିଜ୍ଞାନ କ୍ଷେତ୍ର ରେ ଅଗ୍ରଗତି କରି ଦେଶକୁ ଆଗେଇ ନେଇ ସଫଳ ହୋଇ ଛନ୍ତି ଓ ବୈଜ୍ଞାନିକ ମାନଙ୍କ ଜୀବନ ଶୈଳୀ ଓ ମାର୍ଗ ଦର୍ଶନ କୁ ନେଇ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ ।
ଆତଶ ବିଦ୍ୟାଳୟ ଡୁଡୁକାର ଛାତ୍ର ସ୍ବପ୍ନେନ୍ଦୁ ପାଢ଼ୀ,ପିଏଚେସ ବୁଦୁଲାର ଛାତ୍ର ମୈସୁମ ପଧାନ,ବାବୁଫାସଡ ବିଦ୍ୟାଳୟ ରଛାତ୍ର ନରେଶ ଖମାରୀ ,ଉଚ୍ଚବାହାଲ ବିଦ୍ୟାଳୟ ର ଛାତ୍ର ମେଲିନା ଦୋରା,ବରସୁଜା  ବିଦ୍ୟାଳୟର ଛାତ୍ର ରିକନ ଭୋଇ, ଆଗଲପୁର ବିଦ୍ୟାଳୟର ଛାତ୍ର ରିପୁନ ପଧାନ,ରୋତ ବିଦ୍ୟାଳୟର ଛାତ୍ର ରମେଶ ପଟେଲ ପ୍ରମୁଖ ବିଭିନ୍ନ ବିଷୟରେ ପ୍ରଥମ ସ୍ଥାନ ଅଧିକାର କରି ବଲାଙ୍ଗୀର ଜିଲ୍ଲାସ୍ତରୀୟ ବାଲ ବିଦ୍ୱାନ ମେଳାରେ ଯୋଗଦାନ କରିବାକୁ ସଫଳତା ଅର୍ଜନ କରିଛନ୍ତି। ବାଲ ବୈଜ୍ଞାନିକ ମାନଙ୍କୁ ପ୍ରମାଣପତ୍ର ସହ ମେମେଣ୍ଟୋ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like