-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଝଲପ ପଞ୍ଚାୟତରେ ଆରଓ , ୪ ଟି ଲେପଟପ ଓ ୫ ସିଲେଇ ମେସିନ ଲୋକାର୍ପିତ

20-Nov-2025



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କେତେବେଳେ ଶିଶୁ ବିକ୍ରୀ ପାଇଁ ଚର୍ଚ୍ଚାରେ ତ କେତେବେଳେ ଶିଶୁ ବଳି ପାଇଁ। କେତେ ବେଳେ ଦାଦନ ଗଡ଼ ଭାବେ ପରିଚିତ ତ କେତେବେଳେ ମନରେଗା ଦୁର୍ନୀତି କୁ ନେଇ ଭିଜିଲାନ୍ସ ହାତରେ ଯନ୍ତ୍ରୀ। ଏଭଳି ସ୍ଥିତିରେ ବଙ୍ଗୋମୁଣ୍ଡା ବ୍ଲକର କିଛି ମହିଳା ସରପଞ୍ଚ ଙ୍କ କାର୍ଯ୍ୟ ଶୈଳୀ ପ୍ରଶଂସା ଯୋଗ୍ୟ ବୋଲି ଅଞ୍ଚଳବାସୀ ଚର୍ଚ୍ଚା କରୁଛନ୍ତି। ଆଗରୁ ଅଲଣ୍ଡା ସରପଞ୍ଚ ନିବେଦିତା ବାଗ ନିଜ ପଞ୍ଚାୟତ ଠାରେ ପଞ୍ଚାୟତ ର ଛାତ୍ରଛାତ୍ରୀ ମାନଙ୍କ ପାଇଁ କୋଚିଙ୍ଗ କ୍ଲାସ ଆରମ୍ଭ କରିବା ଚର୍ଚ୍ଚା ରେ ଥିବାବେଳେ ଝଲପ ସରପଞ୍ଚ ଗୀତା ଫୁଲ ପୁଟେଲ ମଧ୍ୟ ତିନୋଟି କାର୍ଯ୍ୟକ୍ରମ ହାତକୁ ନେଇ ଚର୍ଚ୍ଚାରେ । 

ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅର୍ନ୍ତଗତ ଝଲପ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପଞ୍ଚାୟତ ବାସୀଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ନିମନ୍ତେ ଏକ ଆର୍ ଓ ମେସିନ, ୪ ଟି ଲାପଟପ ଓ ୫ ସିଲାଇ ମେସିନ ଲୋକାର୍ପିତ ହୋଇଯାଇଛି। ଝଲପ ସରପଞ୍ଚ ଗୀତା ଫୁଲ ପୁଟେଲ ଙ୍କ ତତ୍ବାବଧାନରେ ହୋଇଥିବା ଏହି ଲୋକାର୍ପିତ କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ବଙ୍ଗୋମୁଣ୍ଡା ବ୍ଲକ ସାଂସଦ ପ୍ରତିନିଧି ଅନିଲ ନାଏକ, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ପିଇଓ ପିତବାସ ଜାନୀ , ଗୋବିନ୍ଦ ପୁଟେଲ ପ୍ରମୁଖ ଯୋଗଦେଇ ଥିଲେ । ସମସ୍ତ ଓ୍ବାର୍ଡ ସଭ୍ୟ ସଭ୍ୟା ସହଯୋଗ କରିଥିବା ବେଳେ ନାଏବ ସରପଞ୍ଚ ଝସକେତନ ବାରିକ୍ ସଭା ସଂଚାଳନ କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ବାଗ ପଞ୍ଚାୟତ ତରଫରୁ ସରପଞ୍ଚ ଙ୍କ ତିନୋଟି କାର୍ଯ୍ୟକ୍ରମକୁ ଲୋକାର୍ପିତ ସମୟରେ ବିଶୁଦ୍ଧ ପାନୀୟ ଜଳ ଦ୍ବାରା ଏଠାରେ ଦେଖାଦେଉଥିବା କିଡନୀ ରୋଗର ହାର କମିବ, ଏବଂ ସହଜରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ମିଳିପାରିବ। ଲାପଟପ ଦ୍ବାରା ଯୁବ ବର୍ଗ ଙ୍କୁ ନୂତନ ଯୁଗର ପ୍ରଯୁକ୍ତି ଦ୍ବାରା ଯୋଡ଼ି ହେବ । ସ୍ଥାନୀୟ ଯୁବଗୋଷ୍ଠୀ କମ୍ପ୍ୟୁଟର ଭିତ୍ତିକ ଦକ୍ଷତା ହାସଲ କରିପାରିବେ। ଏହି ପଦକ୍ଷେପ ଯୁବଗୋଷ୍ଠୀଙ୍କୁ ଗାଁ ରୁ ଗ୍ଲୋବାଲ ମାର୍କେଟ ପର୍ଯ୍ୟନ୍ତ ପହଞ୍ଚାଇ ପାରିବ। ଏବଂ ଟେଲର ମେସିନ ଦ୍ବାରା ନାରୀ ସଶକ୍ତିକରଣ ଓ ଆତ୍ମନିର୍ଭରତା ନୂତନ ଅବସର ଆଣିବ ବୋଲି କହିଥିଲେ। ପରେ ସମ୍ମାନୀତ ଅତିଥି ମାନେ ମଧ୍ୟ ସରପଞ୍ଚଙ୍କ କାର୍ଯ୍ୟ କୁ ବେଶ୍ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like