-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଶୀତୁଆ ସକାଳରେ ବର୍ଷା ଦିନିଆ ଅନୁଭବ, ସିନ୍ଧେକେଲା ମୁଖ୍ୟ ରାସ୍ତା ପାଣି ପାଣି

20-Nov-2025



ସିନ୍ଧେକେଲା(ଅନୀଲ କୁମାର  ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଅଞ୍ଚଳ ଏବେ ଲଘୁ ଖଣିଜ ଚୋରାଚାଲାଣ ର ପେଣ୍ଠସ୍ଥଳୀ କହିଲେ ଅତ୍ୟୁକ୍ତି ହେବ ନାହିଁ। ସିନ୍ଧେକେଲା ମୁଖ୍ୟ ରାସ୍ତା ସଂକୀର୍ଣ୍ଣ ହୋଇ ପଡ଼ିଥିବାରୁ ସିନ୍ଧେକେଲା ବଣିକ ସଂଘ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଦିନବେଳେ ସିନ୍ଧେକେଲାକୁ ନୋଏଣ୍ଟ୍ରୀ ଆଦେଶ ଦେବାପାଇଁ ଲିଖିତ ଜଣାଇଥିଲେ। ଏହାକୁ ନେଇ ଜିଲ୍ଲାପାଳଙ୍କ ଆଦେଶ ଅନୁଯାୟୀ ଦିନବେଳେ ନୋଏଣ୍ଟ୍ରୀ ହେବାରୁ ସିନ୍ଧେକେଲା ଅଞ୍ଚଳର କିଛି ଲଘୁ ଖଣିଜ ବଞ୍ଚିଗଲା ବୋଲି ଚର୍ଚ୍ଚା ହୁଏ। କିନ୍ତୁ ଲଘୁ ଖଣିଜ ମାଫିଆ ବି ବେଶ୍ ଚାଲାକ୍। ଦିନ ବେଳେ ଯେତେ ପରିମାଣର ଲଘୁ ଖଣିଜ ଚାଲାଣ ହୋଇପାରିଲାନି ତାକୁ ରାତିରେ ଟାର୍ଗେଟ ପୂରା କରିବାପାଇଁ ଅଣ୍ଟା ଭିଡ଼ି ପଡିଲେ। ଫଳରେ ରାତିତମାମ ଉନ୍ଦେର ନଦୀର ବିଭିନ୍ନ ଘାଟରୁ ବାଲି ଚାଲାଣ ବୃଦ୍ଧି ପାଇଛି। ସରକାରୀ ଆକଳନ ଅନୁଯାଇ ଉନ୍ଦେର ନଦୀର ବିଭିନ୍ନ ଘାଟର ଲିଜ ଅବଧି ପ୍ରାୟତଃ ସରିଗଲାଣି ଅଥବା ଏଇ ଅଳ୍ପ କିଛି ଦିନରେ କିଛି ଲିଜର ଙ୍କ ଅବଧି ଶେଷ ହୋଇଯିବ। ଏପରି ସ୍ଥଳରେ ଚୋରାଚାଲାଣ ବୃଦ୍ଧି ପାଇବା ଏକ ସ୍ବାଭାବିକ କଥା। କିଛି ଘାଟରୁ କିଛି ନୂଆ ଲିଜ ନେବାକୁ କାଗଜ ପତ୍ର ଦାଖଲ ପ୍ରକ୍ରିୟା ଚାଲିଥିଲେ ହେଁ ବାଲି ଉଠାଣ ଆରମ୍ଭ କରି ଦେଇଥିବା ଚର୍ଚ୍ଚା ହେଉଛି। ମନରେ ପ୍ରଶ୍ନ ଉଠିବା ସ୍ବାଭାବିକ ଯେ ଜଦି ଏମିତି ଚୋରାଚାଲାଣ ଚାଳିଛି ତେବେ ବିଭାଗୀୟ ମାଇନିଙ୍ଗ ଅଧିକାରୀ, ରାଜସ୍ବ ବିଭାଗ , ପୋଲିସ ପ୍ରଶାସନ ଏବଂ ପ୍ରଶାସନିକ ଅଧିକାରୀ କାହିଁକି ପଦକ୍ଷେପ ନେଉନାହାନ୍ତି । ଏହାର ସାଧାରଣ ଉତ୍ତର ହେଉଛି କିଛି ବର୍ଷ ହେଲା ଲଘୁ ଖଣିଜ ସମ୍ପଦ ମାଇନିଙ୍ଗ ବିଭାଗ ହାତରେ। ଏବଂ ମାଇନିଙ୍ଗ ଅଫିସର ଙ୍କ କାର୍ଯ୍ୟାଳୟ ବଲାଙ୍ଗୀର ମୁଖ୍ୟାଳୟରେ। ଆଉ ଜିଲ୍ଲା ସଦର ମହକୁମାରୁ ସିନ୍ଧେକେଲା ର ଦୁରତା ପ୍ରାୟ ୧୦୦ କିଲୋମିଟର। ତଥା ମାଇନିଙ୍ଗ ବିଭାଗ ପାଖରେ କର୍ମଚାରୀ ଅଭାବ। ଏପରି ସ୍ଥଳରେ ପାହାଡ,ଡୁଙ୍ଗରୀ, ନଦୀ,ନାଳ,ମୁରୁମ ସୈରାତ, ମାଟି ସୈରାତ ଯାହା ହେଇ ଯାଉନା କାହିଁକି କିଏ ଧରପଗଡ କରିବ। ସେଥିପାଇଁ ତ ସିନ୍ଧେକେଲା ମୁଖ୍ୟ ରାସ୍ତା କଂକ୍ରିଟ ରାସ୍ତା ହୋଇଥିଲେ ହେଁ ଶୀତୁଆ ସକାଳ ରେ ବର୍ଷା ଦିନିଆ ଅନୁଭବ ଦେଉଛି। ତେଣୁ ୧୮ ତାରିଖ ଓ ୧୯ ତାରିଖ ରାଜ୍ୟ ରାଜଧାନୀ ଲୋକସେବା ଭବନ କନଭେନସନ ସେଣ୍ଟରରେ ହୋଇଥିବା ଦୁଇଦିନିଆ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀକୁ ଉଦଘାଟନ କରିବା ଅବସରରେ ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ତୁମ ଅଞ୍ଚଳରେ ଯଦି ବାଲି ଲଘୁ ଖଣିଜ ଚୋରାଚାଲାଣ ହେଉଛି ତେବେ ଏହାକୁ ତୁରନ୍ତ ବନ୍ଦକର ଚଢ଼ାଉ ଯାଞ୍ଚ ଜୋରଦାର କରିବା ପାଇଁ ପରାମର୍ଶ ଦେଇଥିଲେ । ତେବେ ସାଧାରଣ ଜନତା ଏହା ଜାଣିବାପରେ ଏବେ ବାଲି ଲଘୁ ଖଣିଜ ବିପଦମୁକ୍ତ ହୋଇଯିବ ବୋଲି ଆଶା ରଖିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like