-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡୋଙ୍ଗର ଗାଁ କୁ ହରାଇ ଟେମରି ଚମ୍ପିୟନ |

20-Nov-2025



ସିନାପାଲି( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା  ସିନାପାଲି ବ୍ଲକ  ଖରସେଲର ଖେଲ ପଡ଼ିଆରେ ମା ବନ୍ତଲେନ  କ୍ଲବ ଦ୍ୱାରା ଆୟୋଜିତ ପଂଚ ଦିବସୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି ା ଟୁର୍ଣ୍ଣାମେଣ୍ଟର ଫାଇନଲ ଖେଲ ଟେମରି ଓ ଡୋଙ୍ଗର ଗାଁ ଦଳ ମଧ୍ଯରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଟେମରି ଦଳ ବିଜୟ ଲାଭ କରିଥିଲେ ା ଫାଇନଲ ଖେଲର ମୁଖ୍ଯ ଅତିଥି ଭାବରେ ରମାକାନ୍ତି ମାଝୀ ଓ ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ବୀରେନ୍ଦ୍ର କୁମାର ଖମାରୀ, ସମାଜ ସେବୀ  ପ୍ରଦୀପ ପ୍ରଧାନ, ସମାଜ ସେବୀ  ଫରସ ରାମ ସା,ଗୋର୍ଲା ହାଇସ୍କୁଲ ପ୍ରଧାନ ଶିକ୍ଷକ ରୁଦ୍ର ମାଧବ ସା,ସୁବାଷ ବଞ୍ଜରା,ଗଣେଶ ସାହୁ, ଲକ୍ଷ୍ମଣ ମାଝୀ, ଚନ୍ଦ୍ର ମାଝୀ, ପୂର୍ଣ୍ଣ ଚନ୍ଦ୍ର ମାଝୀ, ରାଜକୁମର ସାହୁ ପ୍ରମୁଖ ଯୋଗଦେଇ ଉଭୟ ବିଜେତା ଓ ଉପବିଜେତା ଦଳକୁ ପୁରସ୍କୃତ କରିଥିଲେ ା ଟୁର୍ଣ୍ଣାମେଣ୍ଟର ଭିନ୍ନଭିନ୍ନ ଦିବସରେ ରେଫରି ଶୁବାଷ କୁଲ୍ଲୁ, ଚନ୍ଦ୍ର ମାଝୀ ଖେଲ ପରିଚାଲନା କରିଥିଲେ l  ଭାଷ୍ୟକାର ଭାବରେ  ବବଲୁ ସା, ବିହାରୀ ଲାଲ ମଶ୍ରା ଓ ଲାଇନ ମ୍ୟାନ ଭାବରେ  ନିରଞ୍ଜନ କାଣ୍ଡ ଓ  ପୁରୁନ ମାଝୀ  ସହଯୋଗ  କରିଥିଲେ  l   ଟୁର୍ଣ୍ଣାମେଣ୍ଟ ଆୟୋଜନରେ ଦୁର୍ଯ୍ୟୋଧନ ମାଝୀ,ଦିଲୀପ ମାଝୀ, ଉଦିତ କୁମାର ମାଝୀ, ରୁଦ୍ରମାଝି, ପରମାନନ୍ଦ ମାଝୀ, ପୂର୍ଣ୍ଣ ଚନ୍ଦ୍ର ମାଝୀ, ଟୁନା ନିଆଲ, ସମୀର ନିଆଲ, ରୁଦ୍ର ମାଝୀ, ସୁବ୍ରତ ନିଆଲ, ଭୂପେନ୍ଦ୍ର ନିଆଲ ପ୍ରମୁଖ ସହଯୋଗ କରିଥିଲେ ା


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like