-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜନୀତି

ଅବ୍ୟବସ୍ଥାରେ ସରକାରୀ ପ୍ରାଥମିକ ବିଦ୍ୟାଳୟ,ଦାୟୀ କିଏ ?

20-Nov-2025



ବଲାଙ୍ଗିର/ପାଟଣାଗଡ଼:  ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ      ବିଇଓ ଅନ୍ତର୍ଗତ ଚିତାଡୁଙ୍ଗୁରି ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ୩୨ ଜଣ ଛାତ୍ର ଛାତ୍ରୀ ଙ୍କ ନିମନ୍ତେ ଦୁଇ ଜଣ ଶିକ୍ଷକ ନିଯୁକ୍ତି ହୋଇଛନ୍ତି।ଏହି ବିଦ୍ୟାଳୟରେ ଶିଶୁ ବାଟିକା ରୁ ଆରମ୍ଭ କରି ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ ଅଛି ହେଲେ କୋଠରୀ ନାହିଁ। ଗୋଟିଏ କୋଠରୀ ରେ ସମସ୍ତ ଶ୍ରେଣୀ ର ଛାତ୍ର ଛାତ୍ରୀ ବସି ଅଧ୍ୟୟନ କରୁଥିବା ଦେଖିବାକୁ ମିଲୁଛି।ସ୍କୁଲ ରେ ଛାତ୍ର ଛାତ୍ରୀ ଙ୍କ ଉପସ୍ଥାନ ଥିବା ବେଳେ ଏକ ସଙ୍ଗରେ ଦୁଇ ଜଣ ଶିକ୍ଷକ ମେଡିକାଲ କାର୍ଯ୍ୟ ଦର୍ଶାଇ ଛୁଟିରେ ଥିବାରୁ ସିଆରସିସି ଆସି ସ୍କୁଲ ଜଗିଛନ୍ତି। ପାଚିକା ମଧ୍ୟ ଅନୁପସ୍ଥିତ ଥିବାରୁ ତାଙ୍କର ସମ୍ପର୍କୀୟା ଆସି ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରିଥିଲେ।ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ରେ ଜାଳେଣି କାଠ ବ୍ୟବହାର କରୁଥିବା ଦେଖିବାକୁ ମିଳିଛି।ଛାତ୍ର ଛାତ୍ରୀ ମାନେ ବର୍ତ୍ତମାନ ପର୍ଯ୍ୟନ୍ତ ସ୍କୁଲ ଡ୍ରେସ ପାଇବାରୁ ବଞ୍ଚିତ ଅଛନ୍ତି।ସ୍କୁଲ ର ପୁରୁଣା ଗୃହ ଭଗ୍ନ ଅବସ୍ଥାରେ ଅଛି।ଅନେକ ଥର ପାଟଣାଗଡ଼    ବିଇଓ ଙ୍କୁ ସିଆରସିସି ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ନୂତନ ଗୃହ ନିର୍ମାଣ ପାଇଁ ମଞ୍ଜୁରୀ ମିଳିନାହିଁ ବୋଲି ସିଆରସିସି ପ୍ରକାଶ କରିଛନ୍ତି।ସେହିଭଳି ଏହି ବ୍ଲକ ବିଇଓ ଅନ୍ତର୍ଗତ କୁସୁମକାନି ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ୧୨ ଜଣ ଛାତ୍ର ଛାତ୍ରୀ ଥିବା ବେଳେ ଏଠି ମଧ୍ୟ ୨ଜଣ ଶିକ୍ଷୟତ୍ରୀ ଅଛନ୍ତି।ଦୁଇଗୋଟି କ୍ଲାସ ରୁମ୍ ଥିବା ବେଳେ ଛାତରୁ ପାଣି ଗଲୁଛି।ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରିବା ପାଇଁ ଗ୍ୟାସ ପରିବର୍ତ୍ତେ କାଠ ଏବଂ ହିଟର

ବ୍ୟବହାର କରୁଥିବା ଦେଖିବାକୁ ମିଳିଛି।ତେବେ ଗୋଟିଏ ବ୍ଲକ ର ଦୁଇଗୋଟି ସ୍କୁଲରେ ଏଭଳି ଅବ୍ୟବସ୍ଥା ଥିବା ବେଳେ ଜିଲ୍ଲାର ୧୪ ଗୋଟି ବ୍ଲକରେ ଥିବା ସ୍କୁଲ ଗୁଡ଼ିକର ବ୍ୟବସ୍ଥା କିଭଳି ଥିବ ଅନୁମାନ କରାଯାଏ।ସରକାରୀ ବିଦ୍ୟାଳୟ ଗୁଡ଼ିକର ଏଭଳି ଅବ୍ୟବସ୍ଥା ଯୋଗୁ ଛାତ୍ର ଛାତ୍ରୀ ମାନଙ୍କ ସାମଗ୍ରିକ ବିକାଶ ରେ ବାଧା ଉପୂଜୁଛି।ଏଣୁ ଅବିଭାବକ ମାନେ ଅନୋନ୍ୟପାୟ ହୋଇ ବେସରକାରୀ ସ୍କୁଲରେ ନିଜ ଶିଶୁ କୁ ଦାଖଲ କରି ଖର୍ଚ୍ଚାନ୍ତ ହେଉଥିବା ଦେଖିବାକୁ ମିଳୁଛି।ତେବେ ଏ ସମସ୍ତ ଅବ୍ୟବସ୍ଥା ପାଇଁ ଦାୟୀ କିଏ?


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like