-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଚାଷୀ ଚିନ୍ତାରେ, ନୂଆପଡ଼ାରେ ୩୦ ଟିକିଆ ହାତୀପଲ ଙ୍କ  ଆତଙ୍କ 

20-Nov-2025



ଘାରୁଛି ହାତୀ ର ଆତଙ୍କ, ଧାନ ଅମଳ ସମୟରେ ଧାନ ଖାଇବା ସହ କରୁଛନ୍ତି ବ୍ୟାପକ କ୍ଷତି I ଏଭଳି ଅଭିଯୋଗ ଆସିଛି କୋମନା ବନ ଅଞ୍ଚଳରେ ଗତ ଚାରି ଦିନ ହେବ ୩୦ ଟେକିଆ ହାତୀ ପଳ ବ୍ୟାପକ ଧାନ ଫସଳ ନଷ୍ଟ କରୁଥିବା ବେଳେ ବନ ବିଭାଗ କୋଣସି ପଦକ୍ଷେପ ନେଉ ନଥିବା ଅଭିଯୋଗ ହୋଇଛି I ଏବେ ବି କୁମ୍ଭକର୍ଣ  ନିଦ୍ରା ଅଛନ୍ତି ବନ  ବିଭାଗ ର ଅଧିକାରୀ ଗଣ  କାହିଁକି ନା ଗାଁ ଲୋକେ ଅଭିଯୋଗ କରିଛନ୍ତି l ବର୍ତ୍ତମାନ ଧାନ ଅମଳ ସମୟ ଏହି ଭଳି ସମୟରେ ହାତୀ ଉପଦ୍ରବ ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି I ପାଚିଲା ଧାନ ଅମଳ ବେଳକୁ ହାତୀ ପଳଙ୍କ ଉପଦ୍ର ରାତି ଅଧିଆରେ ଧାନ କ୍ଷେତକୁ ଦଲି ଚକଟି ଫସଲ ଖାଇବା ସହ  ସବୁ କିଛି ନଷ୍ଟ କରୁଛନ୍ତି I ମାଟିରେ ମିଶୁଛି ସୁନାର ଫସଳ ଏହି ଦୃଶ୍ୟ ହେଉଛି ନୂଆପଡା ଜିଲ୍ଲା କୋମନା ବନାଅଞ୍ଚଳ ରଜନା ସେକ୍ସନର ଉପାନ୍ତ ବୋଡେ଼ନ ବ୍ଲକର ଝରଣାମାଲ ଗାଁରେ ଗତ ଚାରି ଦିନ ହେବ ୩୦ ଟେକିଆ ହାତୀ ପଳ ସ୍ଥାନୀୟ ଚାଷୀଙ୍କ ନିଦ ହଜାଇ ଦେଇଛି I ସନ୍ଧ୍ୟା ହେବା ମାତ୍ରେ ହାତୀ ଗାଁ ମୁହାଁ ହୋଇ ବ୍ୟାପକ ଫସଲ ନଷ୍ଟ କରୁଥିବା ଦେଖିବାକୁ ମିଳୁଛି I ହାତୀ ଉପଦ୍ର ରୁ ଫସଲ ରକ୍ଷା ପାଇବା ପାଇଁ ରାତିରେ ବାଣ ଫୁଟାଇ, ନିଆ ହୁଲା ଦେଖାଇ ଘଉଡାଉଛନ୍ତି, ହେଲେ ହାତୀ ପଲ ବାରମ୍ବାର ଗାଁ ମୁହାଁ ହୋଇ ବ୍ୟାପକ ଫସଲ ହାନି କରୁଥିବା ଚାଷୀ କହିଛନ୍ତି I ଝରଣାମାଲ ଗାଁର ପାଖପାଖି ୨୫ ଜଣ ଚାଷୀଙ୍କ ଧାନ ଫସଲକୁ ହାତୀ ପଲ ନଷ୍ଟ କରିଥିବା ଅଭିଯୋଗ କରିଛନ୍ତି l ହାତୀଙ୍କ ସୁରକ୍ଷା ପାଇଁ ସ୍ଥାନୀୟ ଅଞ୍ଚଳରେ ବିଦ୍ୟୁତ କାଟି କରାଯାଉଛି I ଏହା ଛାଡ ହାତୀ ପଳକୁ ଘଉଡାଇବା ପାଇଁ ସ୍ଥାନୀୟ ଲୋକଙ୍କ ସହାୟତ ମଧ୍ୟ ନିଆଯାଉଛି I କ୍ଷୟ କ୍ଷତିର ତଦନ୍ତ କରାଯାଇଛି ଚାଷୀଙ୍କୁ ସହାୟତା ଯୋଗାଇ ଦିଆ ଯିବ ବୋଲି ଖଡ଼ିଆଳ ସହକାରୀ ବନ ସଂରକ୍ଷକ ଅଧିକାରୀ କହିଛନ୍ତି I


ନୂଆପଡାରେ ⁸ପରମେଶ୍ୱର ମେହେରଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like