-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ପିଲାମାନଙ୍କ ଅଭିଭାବକ ଓ ଶିକ୍ଷକଙ୍କ ଅଭିମୁଖିକରଣ କାର୍ଯ୍ୟକ୍ରମ, ସମଗ୍ର ଶିକ୍ଷା ପାପଡ଼ା ହାଣ୍ଡି ଆନୁକୁଲ୍ୟରେ

20-Nov-2025



(ପ୍ରିୟଦର୍ଶିନୀ ପାତ୍ର,)
ପାପଡାହାଣ୍ଡି ବ୍ଳକ ଅଧୀନରେ ସେମଳା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ  ସରକାରୀ ପ୍ରାଥମିକ ବିଦ୍ୟାଳୟ, ପକନାଗୁଡାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ  ଙ୍କ ଅଭିଭାବକ ଓ ଶିକ୍ଷକଙ୍କ ପାଇଁ ଅଭୀମୁଖିକରଣ କାର୍ଯ୍ୟକ୍ରମ ଆୟୋଜିତ ହେଲା। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ରେ ସି.ଆର.ସି.ସି. ବାବୁଲାଲ  ଅନ୍ତର୍ନିବେଶୀ ଶିକ୍ଷା, ପ୍ରାରମ୍ଭିକ ପରିଚୟ, ଶ୍ରେଣୀ ଗୃହ ପରିଚାଳନା ଓ ଦିବ୍ୟାଙ୍ଗ ଙ୍କ ପାଇଁ ଉପଲବ୍ଧ  ସେବା ସମ୍ବନ୍ଧରେ ସଚେତନତା ବୃଦ୍ଧି କରିବା। ଏହି ସମ୍ପର୍କିତ ସମ୍ବଳ ଶିକ୍ଷକ ମାନେ ସମଗ୍ର ଶିକ୍ଷାର ବିଭିନ୍ନ ପ୍ରାବଧାନ, ସହାୟକ ଉପକରଣ, ଥେରାପି ସହାୟତା, ହୋମ୍-ବେସଡ୍ ଏଡୁକେସନ୍, ଆଇ ଇ ପି  ପ୍ରସ୍ତୁତି — ବିଷୟରେ ଅଭିଭାବକ ଓ ଶିକ୍ଷକଙ୍କୁ ଜଣାଇଲେ। ଅଭିଭାବକଙ୍କୁ ଘରେ ଶିକ୍ଷା ସମର୍ଥନ ବୃଦ୍ଧି ଓ ବିଦ୍ୟାଳୟ ରେ ନିୟମିତ ଉପସ୍ଥାନ ବିଷୟରେ ପରାମର୍ଶ ଦିଆଗଲା। ଶିକ୍ଷକମାନଙ୍କୁ ଦିବ୍ୟାଙ୍ଗ ଙ୍କ ପାଇଁ ଆବଶ୍ୟକ ହୋଇଥିବା ଶିକ୍ଷା ଓ ପରିଚାଳନା ପ୍ରଣାଳୀ ବିଷୟରେ ପ୍ରଶିକ୍ଷଣ କରାଗଲା। ସିଆରସିସି ବାବୁଲାଲ ସେମଳା ର ଅଙ୍କିତ ପୂଜାରୀ ମାଙ୍କ ସହ ପିଲା ପାଉଥିବା ବାଣୀଶ୍ରୀ ଯୋଜନା, ପିଲା ବିଦ୍ୟାଳୟ କୁ ଆସୁନଥିଲେ ସୁଦ୍ଧା ଘରକୁ ପି ଏମ ପୋଷଣ ସାମଗ୍ରୀ ପ୍ରଧାନ ଶିକ୍ଷକ ଘରକୁ ଦେବା ପାଇଁ ସିଆରସିସି ପ ସହଯୋଗ କୁ ସମସ୍ତେ ପ୍ରଶଂସା କରଥିଲେ ।

ଏହି କାର୍ଯ୍ୟକ୍ରମରେ ଅଭିଭାବକ, ଶିକ୍ଷକ, ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟ ଓ ସ୍ଥାନୀୟ ଲୋକ ମାନଙ୍କ ଉତ୍ସାହଜନକ ଯୋଗଦାନ ଦେଖିବାକୁ ମିଳିଥିଲା। ଗୋଷ୍ଠୀ ଦିବ୍ୟାଙ୍ଗ ସମ୍ବଳ ଶିକ୍ଷକ ଶ୍ରୀ ସୁରଜ କୁମାର ପାତ୍ର, ଶିକ୍ଷକ ଶ୍ରୀ ମୃତ୍ୟୁଞ୍ଜୟ ମିଶ୍ର ଓ  ଆଞ୍ଚଳିକ ସମ୍ବଳ ସାଧନ ସଂଯୋଜକ ଶ୍ରୀ ବାବୁଲାଲ ସାଗର  ଙ୍କ ପ୍ରୟାସକୁ ପ୍ରଶଂସା କରି ଭବିଷ୍ୟତରେ ଦିବ୍ୟାଙ୍ଗ ଙ୍କ ଶିକ୍ଷାର ଗୁଣାତ୍ମକ ଉନ୍ନତି ପାଇଁ ସାମୂହିକ ପଦକ୍ଷେପର ଆହ୍ବାନ କଲେ। ପ୍ରଧାନ ଶିକ୍ଷୟିତ୍ରୀ ସୁରେଖା ବାଘ , ସହକାରୀ ଶିକ୍ଷୟିତ୍ରୀ ଶର୍ମିଷ୍ଠା ବଳିୟାର ସିଂହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like