-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ଅବ୍ୟବସ୍ଥା ଘେରରେ ବଲାଙ୍ଗୀର ବସଷ୍ଟାଣ୍ଡ୍: ପଚାସଢ଼ା ଦୁର୍ଗନ୍ଧରେ ଫାଟି ପଡୁଛି ନାକ, ଯାତ୍ରୀ ହନ୍ତସନ୍ତ, କେବେ ସରିବ ବସ ଟର୍ମିନାଲ ର ନିର୍ମାଣ କାମ ?

31-Jan-2021



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) : ଅବ୍ୟବସ୍ଥା ଘେରରେ ବଲାଙ୍ଗୀର ଘରୋଇ ବସ ଷ୍ଟାଣ୍ଡ। ପ୍ରତିଦିନ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୧୫୦ରୁ ଊର୍ଦ୍ଧ୍ବ ବସ ଏଠାରୁ ଯାତାୟତ କରିଥାଏ। ହେଲେ ବସ ଷ୍ଟାଣ୍ଡର ସ୍ଥିତି ସଂଗୀନ। ବର୍ଷା ଦିନ ହେଉ କିମ୍ବା ଖରାଦିନ ଏଠାରୁ ପଚା ଦୁର୍ଗନ୍ଧରେ ନାକ ଫାଟି ପଡୁଛି। ଏ ସହ କୁଢ଼ କୁଢ଼ ଅଳିଆ ଆବର୍ଜନା ବସ ଷ୍ଟାଣ୍ଡରେ ପଡି ରହିଛି। ଏଭଳି ପରିବେଶରେ ଯାତ୍ରୀମାନେ ବସ ଷ୍ଟାଣ୍ଡରୁ ଯାତାୟତ କରିଥାଆନ୍ତି। ସେପଟେ ନୂଆ ବସ ଟର୍ମିନାଲ ଅପେକ୍ଷାରେ ଯାତ୍ରୀମାନେ।

କରୋନା କଟକଣା ପରେ ବସ ଚଳାଚଳ ସ୍ବାଭାବିକ ହୋଇଛି। ଏଠାକାର ସ୍ଥିତି ବିପର୍ଯ୍ୟୟ ହୋଇପଡିଛି। ରାସ୍ତା ଘାଟ ଠାରୁ ଆରମ୍ଭ କରି ପ୍ରେକ୍ଷାଳୟ , ଶୌଚାଳୟ, ପରିଶ୍ରାଗାର ସବୁକିଛି ଭଙ୍ଗା ଦଦରା ଅବସ୍ଥାରେ ପଡି ରହିଛି। ବସରେ ଯିବା ଆସିବା କରୁଥିବା ଯାତ୍ରୀଙ୍କ ପାଇଁ ନାହିଁ ସୁବିଧା। ଯାହାକୁ ନେଇ ଅସନ୍ତୋଷ ଦେଖାଦେଇଛି। ସେପଟେ ନୂତନ ବସ ଟର୍ମିନାଲ ଦୀର୍ଘ ୫ ବର୍ଷ ଧରି ନିର୍ମାଣ ହେଉଥିବା ବେଳେ ତାହାର କାମ ଆଜି ପର୍ଯ୍ୟନ୍ତ ଶେଷ ହୋଇ ପରିନାହିଁ। ଯାହା ଫଳରେ ସହର ଭିତରେ ଟ୍ରାଫିକ ସମସ୍ୟା ଠାରୁ ଦୁର୍ଘଟଣା ସବୁବେଳେ ଦେଖିବାକୁ ମିଲୁଛି।

 ଏପରି କି ବଲାଙ୍ଗୀରବାସୀ ବର୍ଷ ବର୍ଷ ଧରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସହର ଭିତରେ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟୁଥିବା ବେଳେ ଦେଖା ଦେଇଛି ଟ୍ରାଫିକ ସମସ୍ୟା। ହେଲେ ନା ବସ ଟର୍ମିନାଲ କାମ ସଂପୂର୍ଣ୍ଣ ହେଉଛି ନା ସମସ୍ୟାର ସମାଧାନ ହେଉଛି। ତେବେ ପ୍ରଶାସନ ଏଥିପ୍ରତି ଧ୍ୟାନ ଦେବା ସହ ତୁରନ୍ତ ଲୋକଙ୍କ ସମସ୍ୟାର ସମାଧାନ ବାଟ କାଢିବା ପାଇଁ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like