-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ୭୨ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳିତ

20-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲାସ୍ତରୀୟ ୭୨ତମ ନିଖିଳ ଭାରତ ସମବାୟ ସପ୍ତାହ ବଲାଙ୍ଗିର ନିୟନ୍ତ୍ରିତ ବଜାର କମିଟି ପରିସରରେ  ପାଳିତ ହୋଇଯାଇଛି ।  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, ବଲାଙ୍ଗିର, ପବିତ୍ର ବେହେରା ଯୋଗଦାନ କରିଥିଲେ । ଗ୍ରାମୀଣ ଅର୍ଥନୀତିକୁ  ସୁଦୃଢ କରି ଆତ୍ମନିର୍ଭର ଭାରତ ନିର୍ମାଣରେ ସମବାୟ ବଳିଷ୍ଠ ଭୂମିକା ନେଇପାରିବ ବୋଲି ମତପ୍ରକାଶ କରିଥିଲେ । ପ୍ରାଥମିକ କୃଷି ସମବାୟ ସମିତି ଗୁଡିକୁ ବହୁମୂଖୀ ସମିତି କରିବା ଦିଗରେ ସମସ୍ତଙ୍କୁ କାମକରିବାକୁ ଆହ୍ଵାନ କରିଥିଲେ । ବର୍ତ୍ତମାନ ର ଆହ୍ଵାନ ଗୁଣବତ୍ତା  ମାଟି, ପାଣି, ପବନ ଆଗାମୀ ପୀଢି ପାଇଁ ସୁରକ୍ଷିତ କରିବା ଓ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ଲୋକଙ୍କ ପାଖକୁ ପହଞ୍ଚାଇବା ପାଇଁ ସମବାୟ ପ୍ରମୁଖ ଭୂମିକା ଗ୍ରହଣ କରିବା ପାଇଁ ଶ୍ରୀ ଧିରେନ୍ଦ୍ର ସିଂହ ବରିହା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମତବ୍ୟକ୍ତ କରିଥିଲେ ।   ସମବାୟ ମାଧ୍ୟମରେ ଜୈବିକ ସାର ତିଆରି କରିବା ସହିତ ପନିପରିବା ସଂରକ୍ଷଣ ପାଇଁ ସୌର ଶୀତଳ ଭଣ୍ଡାର ତିଆରି କରିବା ପାଇଁ ଉପନିର୍ଦେଶକ ଉଦ୍ୟାନ କୃଷି, ସୁଦେଶ ଚୌଧୁରୀ ଆହ୍ଵାନ କରିଥିଲେ । ଉପନିବନ୍ଧକ ସମବାୟ ସମିତି ସମୂହ, ପ୍ରମୋଦ କୁମାର ବରିହା ଙ୍କ ଅଧ୍ୟକ୍ଷତାରେ ଏହି  କାର୍ଯ୍ୟକ୍ରମରେ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସକ ସାରଦା ପ୍ରସନ୍ନ ସିଂହ ବରିହା,  ରଜନୀକାନ୍ତ ପଣ୍ଡା, ଜେନେରାଲ ମ୍ୟାନେଜର, ଜିଲ୍ଲା ଦୁଗ୍ଧ ସଂଘ, ବଲାଙ୍ଗିର-କଳାହାଣ୍ଡି-ନୂଆପଡ଼ା ପ୍ରମୁଖ ଯୋଗଦେଇ ଆତ୍ମନିର୍ଭର ଭାରତ ଗଠନରେ  ସମବାୟର ଭୂମିକା, ସମବାୟ ସମିତି ଗୁଡିକୁ ସ୍ୱାବଲମ୍ବୀ କରିବା, ସମିତି ଗୁଡିକର

ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉପରେ ଆଲୋକପାତ କରିଥିଲେ ।  ସମବାୟ ସପ୍ତାହ ପାଳନ ଅବସରରେ ବକ୍ତୃତା ଓ ନିବନ୍ଧ ପ୍ରତିଯୋଗିତା ରେ କୃତି ଛାତ୍ର ଛାତ୍ରୀ ତଥା ସଫଳ ଚାଷୀ, ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ବଲାଙ୍ଗିର ଜିଲ୍ଲା କେନ୍ଦ୍ର ବ୍ୟାଙ୍କ ଶାଖା, ବହୁମୂଖୀ ପ୍ରାଥମିକ କୃଷି ସମବାୟ ସମିତି ଗୁଡିକୁ ପୁରସ୍କୃତ କରାଯାଇଥିଲା । ଏହି  କାର୍ଯ୍ୟକ୍ରମରେ ସହକାରୀ ନିବନ୍ଧକ  ସମବାୟ ସମିତି ସମୂହ ବଲାଙ୍ଗିର, ପାଟଣାଗଡ଼, ଟିଟିଲାଗଡ ଓ  ଉପନିବନ୍ଧକ ଓ ସହକାରୀ ନିବନ୍ଧକ  ସମସ୍ତ କର୍ମଚାରୀ, ବିଭିନ୍ନ ବହୁମୂଖୀ ପ୍ରାଥମିକ କୃଷି ସମବାୟ ସମିତି ସମ୍ପାଦକ, ସଭାପତି, ସଭ୍ୟ ସଭ୍ୟା  ଉପସ୍ଥିତ ଥିଲେ । ଉପ ସହକାରୀ ନିବନ୍ଧକ ବିଶ୍ଵ ମୋହନ ବାରିକ ସ୍ବାଗତ ଭାଷଣ ଦେଇଥିଲେ ଓ  ସୁଶ୍ରୀ ସମିଧା ଅଗ୍ରୱାଲ ମଞ୍ଚ ପରିଚାଳନା କରିଥିବାବେଳେ, ବ୍ରବିମ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like