-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ପଞ୍ଚମ ସମ୍ବଲପୁରି କଲା ସଂସ୍କୃତି ମହୋତ୍ସବ ଅନୁଷ୍ଠିତ

20-Nov-2025



ସୁନ୍ଦରଗଡ଼ (ପ୍ରେରଣା ଖବର): ଆଜି ସମ୍ବଲପୁରୀ କଲା ସଂସ୍କୃତି ଅନୁଷ୍ଠାନ ପଶ୍ଚିମ ଓଡ଼ିଶା ତରଫରୁ ସୁନ୍ଦରଗଡ ଜିଲ୍ଲାର ବଡ଼ଗାଁ ବ୍ଲକ୍ ଭୋଇପାଲି ଗ୍ରାମ ପଞ୍ଚାୟତ ପଡ଼ିଆ ଠାରେ ପଞ୍ଚମ ସମ୍ବଲପୁରି କଲା ସଂସ୍କୃତି ମହୋତ୍ସବ ୨୦୨୫ ଏବଂ ବଛରକିଆ ଉତ୍ସବ ଅନୁଷ୍ଠିତ ହୋଇ ଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍କା ପରିଷଦ ଶ୍ରୀ ଅମୀୟ କୁମାର ପ୍ରଧାନ, ବିଜେପି ର ମୁଖ୍ୟ ସମାଜସେବୀ ବରିଷ୍ଟ ନେତା ବସନ୍ତ ସାହୁ,ଭୋଇପାଲି ଗ୍ରାମ ପଞ୍ଚାୟତ ସରପଞ୍ଚ ମହେଶ୍ୱର ବରିହା ,କବି ଶ୍ରୀ ସୁଧାଂଶୁ ଅଶୋକ,ଶ୍ରୀ ଲାଲମୋହନ ନାଏକ, ବଡଗାଁ ରାମଲୀଳା ପ୍ରେସିଡେଣ୍ଟ ଶ୍ରୀ ସତ୍ୟନାରାୟଣ ନାୟକ,ମିଡ଼ିଆ ର ଅଶୋକ ଷଡ଼ଙ୍ଗୀ  ଅତିଥି ଭାବେ ଯୋଗଥିଲେ। ଏହି କାର୍ଯ୍ୟକ୍ରମ କୁ ଅନୁଷ୍ଠାନ ର ପ୍ରତିଷ୍ଠାତା ସମ୍ପାଦକ ଶ୍ରୀ ଟୋନିସ୍ ରୋହିଦାସ ଏବଂ ଜିଲ୍ଲା ସଂଯୋଜକ ଦୁଷ୍ମନ୍ତ ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା।

ପ୍ରଥମେ ପଶ୍ଚିମ ଓଡ଼ିଶା ଇଷ୍ଟଦେବୀ ମା ସମଲେଇଙ୍କ ପୂଜାଅର୍ଚ୍ଚନା କରାଯାଇଥିଲା। ତାପରେ ଅତିଥି ମାନେ ନିଜର ବକ୍ତବ୍ୟ ରଖିଥିଲେ, ସମ୍ବଲପୁରୀ ଭାଷା ସାହିତ୍ୟ କଳା ସଂସ୍କୃତି ପରମ୍ପରା ଆମର ପରିଚୟ ସମ୍ବଲପୁରୀ ଗୀତନାଚ ଶାଢୀ ଆମର ମୁଖ୍ୟ ପରିଚୟ ଏହି ଅନୁଷ୍ଠାନ ଭଲ କାମ କରୁଛି ଲୁଚି ଯାଇଥିବା କଳାକାର ଏବଂ ନୁଆ ନୁଆ କଳାକାର ଙ୍କୁ ବିଭିନ୍ନ ପ୍ରକାରର କାର୍ଯକ୍ରମ କରି ଉତ୍ସାହିତ କରିବା ଦିଗରେ ବେଶ୍ ନା କରି ପାରିଛି ବୋଲି ଅତିଥି ମାନେ କହିଥିଲେ। ଏହି ମହୋତ୍ସବରେ ସୁନ୍ଦରଗଡ ଭଷ୍ମା ରୁ ଆସିଥିବା କବି ଅର୍ଜୁନ ତାଣ୍ଡିଆ, ଟିକିଲିପଡ଼ା/ ପାମରା ଗ୍ରାମରୁ ଆସିଥିବା କୁନୀ କୁନି କଳାକାର ମାନେ  ନିଜର ସମ୍ବଲପୁରୀ ନାଚ ଗୀତ କବିତା ଓ ଚିତ୍ରକଳା ରେ ମଞ୍ଚ କୁ ଦୁଲକାଇ ଥିଲେ। ୩୦ ଜଣ କଳାକାରଙ୍କୁ ଅନୁଷ୍ଠାନ ତରଫ ରୁ ମାନପତ୍ର ସହ ମେଡାଲ ଦେଇ ସମ୍ମାନିତ କରାଯାଇ ଥିଲା। ଓ ଏହି ମହୋତ୍ସବ ରେ ଅନୁଷ୍ଠାନର କ୍ଷୀରୋଦ ରୋହିଦାସ,ହେମାମାଳିନୀ ନାଏକ ,ଜିତାରାଣୀ ପାଣିଗ୍ରାହୀ, ଚିନ୍ତାମଣି ରଣା,ପବିତ୍ର ମେହେର,ପଟେଲ ମାଝୀ କାର୍ଯ୍ୟକର୍ତ୍ତା ମାନେ ସହଜୋଗ କରିଥିଲେ। ଶେଷରେ ଅନୁଷ୍ଠାନ ର ସମ୍ପାଦକ ଟୋନିସ ରୋହିଦାସ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like