-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି ; ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||     

HOME   ଜିଲ୍ଲା

ପୁଇଁତଲା ରେ ଧନୁଯାତ୍ରା ମହୋତ୍ସବ ଉଦଯାପିତ

21-Nov-2025



ବଲାଙ୍ଗୀର:ସ୍ଥାନୀୟ ପୁଇଁତଲା ଖେଳ ପଡିଆ ଠାରେ ପୁଇଁତଲା ଗ୍ରାମବାସୀଙ୍କ ତରଫରୁ ପ୍ରଥମ ବିରାଟ ଧନୁଯାତ୍ରା ମହୋତ୍ସବ ଉଦଯାପିତ ହୋଇଯାଇଛି  ଏହି ଧନୁଯାତ୍ରା ଚଳିତ ମାସ ନଭେମ୍ବର ୧୨ ତାରିଖ ଠାରୁ ଆରମ୍ଭ ହୋଇଥିବାବେଳେ ୨୦ ତାରିଖରେ ଶେଷ ହୋଇଯାଇଛି ପ୍ରତ୍ୟେକ ସନ୍ଧ୍ୟାରେ ରଙ୍ଗିଲା କଂସ ମହାରାଜ ଅନିଲ କୁମାର ନାଏକଙ୍କ ତତ୍ୱାବଧାନରେ କଂସ ଦରବାର ହୋଇଥିଲା l ପ୍ରତ୍ୟେକ ଦିନ ଏହି ଅଂଚଳର ବିଭିନ୍ନ ଜଣାଶୁଣା ବ୍ୟକ୍ତିବିଶେଶଙ୍କୁ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଥିଲା l ଓଡିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ, ସ୍ଥାନୀୟ ପୁଇଁତଲା ଅଧ୍ୟକ୍ଷ ସରୋଜ କୁମାର ପଧାନ,ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଦେବକୀ ସେଠ, ଏବଂ ଜ଼ିଲ୍ଲା ସାଂସ୍କୃତିକ ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର କଂସ ଦରବାର

ରେ ଅତିଥି ମଞ୍ଚରେ ଅଂଶଗ୍ରହଣ କରିଥିଲେ ପ୍ରତ୍ୟେକ ଦିନ ହଜାର ହଜାର ଦର୍ଶକଙ୍କ ଭିଡ଼ ପୁଲକିତ ହୋଇ ଉଠିଥିଲା ଧନୁଯାତ୍ରା ମହୋତ୍ସବ  ମୀନାବଜାରରେ ବିଭିନ୍ନ ଘରକରଣ ସାମଗ୍ରୀ  ବସ୍ତ୍ର ଏବଂ ଖାଦ୍ୟ ଷ୍ଟଲ ଗୁଡିକ ଲୋକଙ୍କୁ ବେଶ ଆକୃଷ୍ଟ ରଖିଥିଲା  ଏହି ଧନୁଯାତ୍ରା ମହୋତ୍ସବକୁ ପୁଇନ୍ତଲା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା ଏବଂ ଏହି ଧନୁଯାତ୍ରା ପ୍ରତିବର୍ଷ ହେବ ବୋଲି କମିଟି ପକ୍ଷରୁ ଘୋଷଣା କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି ; ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026

You Might Also Like