-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||     

HOME   ଜିଲ୍ଲା

୧୮ ତମ ରାଜ୍ୟସ୍ତରୀୟ ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ, ଫାଇନାଲ ମ୍ୟାଚ ରେ ସମ୍ବଲପୁର ଦଳ ବିଜୟୀ

21-Nov-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଷ୍ଟାଡିୟମର ସ୍ଵନକ୍ଷତ୍ର ଦିବସ ଅବସରରେ ଷ୍ଟାଡିୟମ୍ ଟ୍ରଷ୍ଟବୋର୍ଡ ଏବଂ ଏଥଲେଟିକ ଆସୋସିଏସନର ମିଳିତ ଆନୁକୁଲ୍ୟରେ ନଭେମ୍ବର ୧୪ ରୁ ଆରମ୍ଭ ହୋଇଥିବା ୧୮ ତମ ରାଜ୍ୟସ୍ତରୀୟ "ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ"ର ଫାଇନାଲ ମ୍ୟାଚ  ବୌଦ୍ଧ ଓ ସମ୍ବଲପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଖେଳ ର ନିର୍ଦ୍ଧାରିତ ସମୟ ମଧ୍ୟରେ ଗୋଲ ନ ହେବାରୁ ଟ୍ରାଇବ୍ରେକର ର ସହାୟତା ନିଆଯାଇଥିଲା।ଟ୍ରାଇବ୍ରେକର ରେ  ସମ୍ବଲପୁର ଏକାଦଶ ୪-୩ଗୋଲ ରେ ବିଜୟ ହୋଇ ଚମ୍ପିୟାନ ହୋଇଥିଲା । ମ୍ୟାଚ୍

ମ୍ୟାଚ୍ କମିଶନର ସୁଦୟ ବାରିକଙ୍କ ତତ୍ୱାବଧାନରେ କରୁଣାକର ପଧାନ, ସଞ୍ଜୀବ ସାହୁ, ସୁରେଶ ନାଏକ ଖେଳ ପରିଚାଳନା କରିଥିଲେ । ବିଜୟ ରଣା, ଅଞ୍ଜନ ବେଶ୍ରା, ଜ୍ୟୋତିର୍ମୟ ରାଉତ, ରୋଶନ ମେହେର ପ୍ରମୁଖ ସହଯୋଗ କରିଥିଲେ ।ଏହି ପ୍ରତିଯୋଗିତାରେ ମୋଟ ୮ ଗୋଟି ଦଳ ଅଂଶଗ୍ରହଣ କରିଥିଲେ । ସମ୍ବଲପୁର ଦଳର ପିଣ୍ଟୁ ଓରାମ "ପ୍ଲେୟାର ଅଫ୍ ଦି ଟୁର୍ଣାମେଣ୍ଟ" ଓ ମକାରୁ ଓରାମ 'ପ୍ଲେୟାର ଅଫ ଦି ମ୍ୟାଚ" ବିବେଚିତ ହୋଇଥିଲେ । ଉଦଯାପନୀ ତଥା ପୁରସ୍କାର ବିତରଣୀ ସମାରୋହରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ନାରାୟଣ ନାଏକ ଯୋଗ ଦେଇ ଉଭୟ ବିଜେତା ଓ ଉପ ବିଜେତା ଦଳକୁ ନଗଦ ଅର୍ଥରାଶି ସମେତ ଟ୍ରଫି ଦେଇ ପୁରସ୍କୃତ କରିଥିଲେ । ସମ୍ମାନିତ ଅତିଥି ଭାବେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଓକିଲ ସଂଘ ସଭାପତି ପ୍ରଦୀପ ତ୍ରିପାଠୀ ଯୋଗ ଦେଇଥିବା ବେଳେ ଟ୍ରଷ୍ଟବୋର୍ଡ କାର୍ଯ୍ୟକାରୀ ସଭାପତି ଦିଲୀପ ବେହେରା, ସମ୍ପାଦିକା ସ୍ମିତା ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ । ସରୋଜ ବିଶ୍ଵାଳ, ଶିବ ଅଗ୍ରୱାଲ, ଦେବବ୍ରତ ବିଶ୍ଵାଳ, ଆନନ୍ଦ ପଟେଲ, ଚତୁର ଦଲେଇ, ଭାଗବତିଆ ଭୋଇ, ରଞ୍ଜନ ବେହେରା, ଟିକୁ ପାଣ୍ଡିଆ, ପ୍ରକାଶ ମହାରଣା, ସିଲୁ ସେବକ, ମନୋଜ ମାହାଣା, ବୁଲୁ ବହିଦାର,କୁନି ରଣା, ନଜୁ ଖାନ, ବୁଦ୍ଧିଆ ନାଏକ, କରଣ ପଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ କାର୍ଯ୍ୟକାରୀ ସଭାପତି ଦିଲୀପ ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026
  ଜିଲ୍ଲା  
ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   05-Jul-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
*ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   05-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026

You Might Also Like