-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||     

HOME   ଜିଲ୍ଲା

*ରାଜ୍ୟ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ସଚିବ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*-- *ବିଭିନ୍ନ ଜଳ ଯୋଗାଣ ପ୍ରକଳ୍ପ ପରିଦର୍ଶନ*-

21-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ରାଜ୍ୟ  ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ କମିଶନର ଶ୍ରୀ ଏସ୍ ଏନ ଗିରିଶ  ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ପଞ୍ଚାୟତ ସମିତି ଅନ୍ତର୍ଗତ କଳାପଥର ଗ୍ରାମ ପଞ୍ଚାୟତ ର ନନ୍ଦନମାଲ  ଠାରେ ନିର୍ମାଣାଧୀନ( Water Trratment Plant) ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ପରିଦର୍ଶନ କରିଥିଲେ।  ପରେ ପରେ ଉଲୁଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ କୋଟ ସମଲାଇ ଗ୍ରାମ ପଞ୍ଚାୟତର  କୋଟସମଲାଇ ଠାରେ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର ର ନିର୍ମାଣ କାର୍ଯ୍ୟର ତଦାରଖ କରିଥିଲେ ଓ ପାତାଳୀ ଶ୍ରୀକ୍ଷେତ୍ର ମନ୍ଦିର ଓ ଗୁମ୍ଫା ଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର,    ଓ  ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ, ସୁବର୍ଣ୍ଣପୁର, ଶ୍ରୀ ଆଶୁତୋଷ ଭଦ୍ର ଓ ସହକାରୀ ଯନ୍ତ୍ରୀ, ସୋନପୁର ଓ ବୀରମହାରାଜପୁର ଦ୍ୱୟ, ଯନ୍ତ୍ରୀ MEIL ଓ ଅନ୍ୟ କର୍ମଚାରୀମାନେ କମିଶନର ତଥା ଶାସନ ସଚିବଙ୍କ ସହିତ ଗସ୍ତ କରି ପ୍ରକଳ୍ପ ବିଷୟରେ ଅବଗତ କରାଇଥିଲେ। ଏହି ଗସ୍ତ  ଅବସରରେ ସେ ସୋନପୁର ଓ ତରଭା ବ୍ଲକରେ ବର୍ତ୍ତମାନ ଚାଲୁଥିବା ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ ଗୁଡ଼ିକର ନିର୍ମାଣ କାର୍ଯ୍ୟର ଅଗ୍ରଗତିର ପର୍ଯ୍ୟଲୋଚନା କରିଥିଲେ। କମିଶନର ତଥା ଶାସନ ସଚିବ, EPC କର୍ମକର୍ତ୍ତାଙ୍କୁ  ଅଧିକ ସଂଖ୍ୟକ ମାନବ ସମ୍ବଳ ବିନିଯୋଗ କରି ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମାପନ କରିବା ସହିତ ପ୍ରକଳ୍ପ ଗୁଡ଼ିକର ଗୁଣବତ୍ତା ସଠିକ୍ ଭାବରେ ବଜାୟ ରଖିବାକୁ ନିର୍ଦ୍ଦେଶ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026

You Might Also Like