-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା(ବାଳିକା ବିଭାଗରେ ଲିପିରାଣୀ,ବାଳକ ବିଭାଗରେ ରୁପେଶ ଚମ୍ପିୟାନ)

21-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୪୭ତମ ବାର୍ଷିକ କ୍ରୀଡା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି l ପ୍ରାରମ୍ଭରେ ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ଉପସ୍ଥିତିରେ ସ୍ଥାନୀୟ ଗଡଭିତର ସ୍ଥିତ ବିଶେଶ୍ୱର ବାବାଙ୍କ ମନ୍ଦିରରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଷ୍ଟାଫ ମଶାଲ ଧରି ଶୋଭାଯାତ୍ରାରେ ସହର ପରିକ୍ରମା କରି ବିଦ୍ୟାଳୟ ଖେଲ ପଡିଆକୁ ପହଞ୍ଚିଥିଲେ ।ସେଠାରେ ବିଦ୍ୟାଳୟ ଅଧ୍ୟକ୍ଷା ରେଖା ପ୍ରଧାନ କ୍ରୀଡା ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଟିତ ୧୪ଟି ବିଭାଗର ଖେଳରେ ପ୍ରାୟ ୪୦୦ରୁ ଅଧିକ ଛାତ୍ରଛାତ୍ରୀ ଭାଗନେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।ଖେଲ ଶିକ୍ଷକ ନାରାୟଣ ଚୌଧୁରୀଙ୍କ ତତ୍ତ୍ୱାବଧାନରେ ଖେଲ ଗୁଡ଼ିକୁ ନରସିଂହ ସେଠୀ,ମନୋଜ ସାହୁ ପରିଚାଳନା କରିଥିଲେ । ଅଧ୍ୟକ୍ଷା ଶ୍ରୀମତୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିନିକା ଥାନା ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ ଯୋଗଦେଇ ସୁସ୍ଥ ଜୀବନ ଯାପନ ପାଇଁ ଏବଂ ନିଜର ଭବିଷ୍ୟତ ଲକ୍ଷ୍ୟ ହାସଲ ପାଇଁ କ୍ରୀଡାରେ ଭାଗ ନେବା ଆବଶ୍ୟକ ବୋଲି କହିଥିଲେ ।ସମ୍ମାନିତ ଅତିଥି ଭାବେ ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର ନାୟକ ଯୋଗଦେଇ ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରନ୍ତୁ ଅବା ନକରନ୍ତୁ ନିଜର ସ୍ବାସ୍ଥ୍ୟର ଉନ୍ନତି ପାଇଁ ଯେକୌଣସି ଖେଲ ଖେଳିବା ଆବଶ୍ୟକ ବୋଲି ସୂଚନା ଦେଇଥିଲେ ।ଅନୁଷ୍ଟିତ ଏହି କ୍ରୀଡା ପ୍ରତିଯୋଗିତାରେ ବାଳିକା ବିଭାଗରେ ଲିପିରାଣୀ ଭୋଇ ଏବଂ ବାଳକ ବିଭାଗରେ ରୁପେସ ଧରାଇ ଚମ୍ପିୟାନ ହୋଇଥିଲେ ।ପ୍ରତିଯୋଗିତାରେ ଭାଗନେଇ କୃତିତ୍ବ ହାସଲ କରିଥିବା ସମସ୍ତ କ୍ରୀଡା ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ମାନପତ୍ର ଦେଇ ସମ୍ମାନିତ କରିଥିଲେ ।ପ୍ରତିଯୋଗିତାକୁ ଅଧ୍ୟାପକ ନୀଳ ମାଧବ ଛତ୍ର,ଧନେଶ୍ଵର ସାହୁ,ମନୋଜ ମେହେର,ଆକାଶ ପ୍ରଧାନି,ପ୍ରଦୀପ ନାୟକ,ଆଲୋକ ସେଠୀ,ଯତୀନ୍ଦ୍ର ଦଣ୍ଡସନା,ସୁବଳ ପ୍ରଧାନ,ଦେବେଶ ଗଡନାୟକ,ରୋହିତ ଧରୁଆ,ଝଲକ ମିଶ୍ର,ଆଶୁତୋଷ ପୁରୋହିତ,ମନିଷ ଆଚାର୍ଯ୍ୟ, ବିଶ୍ଵମୟ ଗୁରୁ,ଅଧ୍ୟାପିକା ଦୀପ୍ତି ଭୋଇ,ତୁଳସୀ ରାୟ ଷ୍ଟାଫ ବୁଲୁ ଦଣ୍ଡିଆ,କୀର୍ତ୍ତନ ବାରିକ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026

You Might Also Like