-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||     

HOME   ଜିଲ୍ଲା

*ବିନିକା ବ୍ଲକ ଝରାପଡ଼ା ବାସୀ ଜିଲ୍ଲାପାଳ ଙ୍କୁ ଦେଲେ ଦାବୀ ପତ୍ର*- *ଆବାସ ଘର ପାଇଁ କଲେ ଗୁହାରୀ*-

21-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସେଲେଡି ପଞ୍ଚାୟତ ର ତୁଲୁଣ୍ଡୁପାଲି ଝରାପଡା ର ୨୪ ଗୋଟି ଭୂମିହୀନ ଆଦିବାସୀ ପରିବାର ଜିଲ୍ଲାପାଳ ଙ୍କୁ ସାକ୍ଷାତ କରି  ରହିବା ପାଇଁ ଜମି ଖଣ୍ଡିଏ ଲେଖାଏଁ ଯୋଗାଇ ଦେବାକୁ ଦାବି ପତ୍ର ପ୍ରଦାନ କରି ଗୁହାରି କରିଥିଲେ l ଖୁବ୍ ଶୀଘ୍ର ଏ ଗାଁ କୁ ପରିଦର୍ଶନ କରିବାକୁ ଓ ଏ ସବୁ ସମସ୍ୟା ର ସମାଧାନ ପାଇଁ ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଏ ନୀରିହ ଗରିବ ଆଦିବାସୀ ପରିବାର  ଙ୍କୁ ପ୍ରତିଶୁତି ଦେବା ପରେ ଏ ଲୋକମାନେ ଆଶ୍ୱସ୍ତି ଅନୁଭବ କରି ଘର କୁ ଫେରିଥିବା ଜଣା ଯାଇଛି l ପ୍ରକାଶ ଥାଉ କି ଯେ ବିଗତ ୨୦୨୨/୨୩ ରେ ଏ ଗାଁ ବସ୍ଥି ଲୋକେ ସାମାନ୍ୟ ତମ ମୌଳିକ ସୁବିଧା ରୁ ବଞ୍ଚିତ ଥିବା ବିଷୟ ଯଥା ପିଇବା ପାଣି, ବିଜୁଳି ଓ ବର୍ଷା ରେ ମାଟି ଘରେ ରହିବାକୁ ପଲିଥିନ ଟିକେ ବି ପାଇ ପାରୁ ନ ଥିଲେ l ପାଖ ଶୁଖିଲା ପଖୋରୀ ରେ ଗାତ ଖୋଳି ଗାଧୋଇବା ଓ ପିଇବା କୁ ଅପରିଷ୍କାର ପାଣି ବ୍ୟବହାର କରୁ ଥିବା ଖବର ର ଏକ ବାସ୍ତବ ଚିତ୍ର ଯେତେବେଳେ ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଜିଲ୍ଲା ଶାଖା କୁ ପହଞ୍ଚିଥିଲା l ତୁରନ୍ତ ଏ ଗାଁ କୁ ସଂଘ ର କର୍ମ କର୍ତ୍ତା ପହଞ୍ଚି ସ୍ପଟ୍ ରୁ ତତ୍କାଳୀନ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କୁ ସବୁ ସମସ୍ୟା ଜଣାଇ ଥିଲେ l ଶ୍ରୀ ରାୟ ସେହି ଦିନ ହିଁ ସଂନ୍ଧ୍ୟାରେ  ବିନିକା ବିଡ଼ିଓ, ତହସିଲଦାର ଙ୍କୁ ପଠାଇ  ବର୍ଷା ରୁ ରକ୍ଷା ପାଇଁ ପ୍ରଥମେ ପଲିଥିନ ଯୋଗାଇ ଥିଲେ l

ପରେ ଜିଲ୍ଲାପାଳ ଶ୍ରୀ ରାୟ ନିଜେ ଏହି ଗାଁ କୁ ପହଞ୍ଚି ବେସାହାରା ଆଦିବାସୀ ପରିବାର ଲୋକ ଙ୍କ ଦୁଃଖ କଷ୍ଟ କୁ ଅନୁଭବ କରି ତାଙ୍କ ପାଇଁ ପିଇବା ପାଣି ଓ ବିଜୁଳି ର ବ୍ୟବସ୍ଥା କରିଥିଲେ l ଓ ରହିବା ପାଇଁ ଜମି ପଟ୍ଟା ବ୍ୟବସ୍ଥା କରିବାକୁ ପ୍ରତିଶୁତି ଦେଇଥିଲେ ସୁଦ୍ଧା ଦୁଇ ତିନି ବର୍ଷ ଯାଏ ଏମାନେ ଜମି ଟିକେ କିମ୍ୱା ଆବାସ ଗୃହ ଟିକେ ପାଇ ନ ଥିବା ଆଜି ନଜର କୁ ଆସିଛି l ଏଠି ପ୍ରଶ୍ନ ଉଠେ ଯେ ଦେଶ ସ୍ଵାଧୀନତା ର ୭୭ ବର୍ଷ ବିତି ଯାଇଥିଲେ ସୁଦ୍ଧା ସାମାନ୍ୟ ତମ ମୌଳିକ ସୁବିଧା ରୁ ବଞ୍ଚିତ ହୋଇଥିବା ଉଦବେଗ ଜନକ ବିଷୟ ଅଟେ l ତେଣୁ ଖୁବ୍ ଶୀଘ୍ର ଏ ନୀରିହ ଝରା ପରିବାର ଲୋକ ଙ୍କୁ ବସୁନ୍ଧରା ଯୋଜନା ରେ ଆବାସ ଗୃହ ଖଣ୍ଡିଏ ଲେଖାଏଁ ଯୋଗାଇ ଦେବାପାଇଁ ରାଜ୍ୟ ସରକାର ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପାଖରେ ଓଡ଼ିଶା ସାମ୍ୱାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛିl


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026

You Might Also Like