-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ସଂସ୍କାର ଭାରତୀର ଜିଲ୍ଲା ସ୍ତରୀୟ ସାଙ୍ଗଠନିକଆଲୋଚନା

31-Jan-2021



ନର୍ଲା(ସଞ୍ଜୀବ ଦାସ) କଳା ଓ ସାହିତ୍ୟ କ୍ଷେତ୍ରରେ କାର୍ଯ୍ୟରତ ଅଖିଳ ଭାରତୀୟ ସଙ୍ଗଠନ ସଂସ୍କାର ଭାରତୀର କଳାହାଣ୍ଡି ଜିଲ୍ଲା ସ୍ତରୀୟ ସାଙ୍ଗଠନିକ ବୈଠକ ନର୍ଲା ବ୍ଳକ ଅନ୍ତର୍ଗତ ଅସୁରଗଡ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଂସ୍କାର ଭାରତୀ ପଶ୍ଚିମ ପ୍ରାନ୍ତ ମହାମନ୍ତ୍ରୀ ହରେକୃଷ୍ଣ ଭୋଇଙ୍କ ଉପସ୍ଥିତରେ ସଂଗଠନ ବିସ୍ତାର ଉପରେ ଆଲୋଚନା ସହ ନୂତନ ପ୍ରସ୍ତାବ ଉପରେ ସର୍ବସମ୍ମତିକ୍ରମେ ପ୍ରସ୍ତାବ ଗୃହୀତ ହୋଇଥିଲା। ଆଗାମୀ ଜିଲ୍ଲା ସ୍ତରୀୟ କଳା ସାଧନ ସଂଗମର ଆୟୋଜନ  ଆଦି ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଥିଲା। ବୈଠକରେ ପଶ୍ଚିମ ପ୍ରାନ୍ତ କୋଷାଧ୍ୟକ୍ଷ ଉମେଶ ଚନ୍ଦ୍ର ପଣ୍ଡା, ସଂଗୀତ ସଂଯୋଜକ ପ୍ରମୋଦ ପରିଡ଼ା, ଜିଲ୍ଲା ଉପଦେଷ୍ଟା ମଣ୍ଡଳୀ ଭୀମସେନ ସାହୁ, ଜିଲ୍ଲା ସଂଯୋଜକ ଭାଗୀରଥି ବେହେରା, ଜିଲ୍ଲା କୋଷାଧ୍ୟକ୍ଷ ସୁରେନ୍ଦ୍ର ପ୍ରସାଦ ନେଗୀ, ଜିଲ୍ଲା ମାର୍ଗଦର୍ଶକ ରବିନ୍ଦ୍ରନାଥ ପଟ୍ଟନାୟକ, ସଂସ୍କାର ଭାରତୀ ନର୍ଲା ବ୍ଳକ ସଂଯୋଜକ କ୍ଷୀରୋଦ ଚନ୍ଦ୍ର ପାତ୍ର  ସହ ୧୩ ଗୋଟି ବ୍ଳକର ଜିଲ୍ଲା ସ୍ତରୀୟ ବିଭିନ୍ନ ସମିତିର ସଭାପତି, ସମ୍ପାଦକଙ୍କ ଉପସ୍ଥିତିରେ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ କର୍ମକର୍ତ୍ତା ଚୟନ, ଜିଲ୍ଲା ମାର୍ଗଦର୍ଶକ ମଣ୍ଡଳୀ ଚୟନ, ସଂସ୍କାର ଭାରତୀ ପ୍ରତିଷ୍ଠାତାରେ ହରିଭାଓ ୱ।କଣକରଙ୍କ ଜନ୍ମ ଶତବାର୍ଷିକୀ ପାଳନରେ ନର୍ଲା ଶିବ ମନ୍ଦିରରୁ ଅସୁରଗଡ ଶ୍ରୀରାମ ମନ୍ଦିର ଯାଏଁ ଐତିହ୍ୟ ଶୋଭା ଯାତ୍ରାର ରୂପରେଖ ବିଷୟରେ ଆଲୋଚନା କରାଯାଇଛି। ସଭାକାର୍ଯ୍ୟଟିକୁ ଶିକ୍ଷାବିତ ତପନ କୁମାର ଭୋଇ ପରିଚାଳନା କରିଥିବା ବେଳେ ବୈଠକ ଶେଷରେ ସଂସ୍କାର ଭାରତୀ କଳାକାର ଗଣ ସଂଗୀତ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like