-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

ପୁସ୍ତକ ଉନ୍ମୋଚନ ଓ କବିତା ଆସର

22-Nov-2025



ପାଟଣାଗଡ : ସ୍ଥାନୀୟ ମେହେର ଭବନଠାରେ ତହଁକ୍ କୁଟୁମ୍ ଏବଂ ସାଂସ୍କୃତିକ ପରିଷଦ ର ମିଳିତ ଆନୁକୂଲ୍ୟରେ ଏକ କୋଶଲୀ କବିତା ଆସର ଅନୁଷ୍ଠିତ ହୋଇଯାଇଛି। କବି ନିରଞ୍ଜନ ପଣ୍ଡାଙ୍କ ସଭାପତିତ୍ବରେ ମୂଖ୍ୟ ଅତିଥି ଭାବେ କବି ଆଶୁତୋଷ ମେହେର, ସମ୍ମାନିତ ଅତିଥି ଭାବେ ତହଁକ ସମ୍ପାଦକ ରାଜେଶ ଦଣ୍ଡସେନା, ଅରୁଣ ପଟ୍ଟନାୟକ, ମୂଖ୍ୟ ବକ୍ତା ଭାବେ ତ୍ରିଶକ୍ତି ସମ୍ପାଦକ ଦିଲିପ  ମିଶ୍ର, ସମୀକ୍ଷକ ଭାବେ ରତ୍ନମୟ ତ୍ରିପାଠୀ ଏବଂ କବି ପୁଷ୍ପାଞ୍ଜଳି ମେହେର ମଞ୍ଚାସୀନ ଥିଲେ। ଦିଲିପ ମିଶ୍ର ସ୍ଵାଗତ ଭାଷଣ ଦେଇଥିବା ବେଳେ ତହଁକ ମୂଖ୍ୟ ସମ୍ପାଦକ ଅର୍ଜୁନ କୁମାର ସାହୁ ସଭା ପରିଚାଳନା କରିଥିଲେ। ରତ୍ନମୟ ତ୍ରିପାଠୀ କବିତା ଗୁଚ୍ଛ କୁ ସମୀକ୍ଷା କରିଥିଲେ। କବି ଗୋପାଲ ମେହେର ଏବଂ କବୟିତ୍ରୀ ପୁଷ୍ପାଞ୍ଜଳି ମେହେର ଙ୍କ ତତ୍ତ୍ଵାବଧାନରେ ଏହା ଆୟୋଜନ କରାଯାଇଥିଲା। କବୟିତ୍ରୀ ମେହେରଙ୍କ କବିତା ଗୁଚ୍ଛ "ପ୍ରଥମ ଫୁଲର ଅର୍ଘ୍ୟ" ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା।
ଦ୍ଵିତୀୟ ଅଧିବେଶନ କବିତା ଆସରରେ କବି ମଧୁସୂଦନ ଦାସଙ୍କ ସଭାପତିତ୍ବରେ ଅତିଥି ଡକ୍ଟର ନିରଞ୍ଜନ ପଣ୍ଡା, ସୁଶାନ୍ତ ବାଗ, ସଂଯୁକ୍ତା ପରିଚ୍ଛା, ରାଜୀବ ପ୍ରସାଦ ଭୋଇ ମଞ୍ଚାସୀନ ଥିଲେ। ପ୍ରତିମା ମେହେର, ପ୍ରଭାସିନୀ ଭୋଇ ଏବଂ ସୁଦେଷ୍ନା ମିଶ୍ରଙ୍କ କବିତା ସଂଯୋଜନା ରେ ୪୦ ରୁ ଉର୍ଦ୍ଧ୍ବ କବି କବିତା ପଠନ କରିଥିଲେ। ରାଜେଶ ଶର୍ମା, ଅନସୂୟା ମେହେର, ଶୁଭଶ୍ରୀ ଭୋଇ, ରାଣା ପ୍ରଧାନ, ସନ୍ତୋଷୀ ମେହେର ସହଯୋଗ କରିଥିଲେ। ଶେଷର ଆୟୋଜକ ଗୋପାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like