-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ ଅୟୋଜନ ପାଇଁ ଅର୍ଥ କମିଟିର ସ୍ବତନ୍ତ୍ର ପ୍ରସ୍ତୁତି ବୈଠକ, ପ୍ରଶାସନ ସହ ଯୋଡ଼ି ହୋଇ କାମ କରିବାକୁ ଜିଲ୍ଲାପାଳଙ୍କ ପରାମର୍ଶ

22-Nov-2025



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣ ଲୋକ ମହୋତ୍ସବ ଓ ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା-୨୦୨୬ ଆୟୋଜନ ନିମନ୍ତେ ଅର୍ଥ କମିଟିର ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ)ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ସୁବର୍ଣ୍ଣପୁର, ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ସୌମ୍ୟାରୂପା ରଥ, ବୀରମହାରାଜପୁର ଉପଜିଲ୍ଲାପାଳ  ସୁରେନ୍ଦ୍ର ମେହେରଙ୍କ ସମେତ ଅର୍ଥ କମିଟିର ସଦସ୍ୟ ସଦସ୍ୟା ଓ ଜିଲ୍ଲାସ୍ତରୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ। ଗତ ବର୍ଷର ଆୟ ଓ ବ୍ୟୟ ବିଷୟରେ ଆଲୋଚନା ହୋଇଥିବା ବେଳେ ଚଳିତ ବର୍ଷ କେମିତି ଅଧିକ ପାଣ୍ଠି ସଂଗ୍ରହ କରାଯାଇପାରିବସେ ସେ ବିଷୟରେ ଆଲୋଚନା ହୋଇଥିଲା । ଅର୍ଥ ସଂଗ୍ରହ ପଦ୍ଧତି, ଖର୍ଚ୍ଚ ଓ ବଜେଟ ଊପରେ ଜିଲ୍ଲାପାଳ ଆଲୋଚନା କରି ସମସ୍ତ ଙ୍କ ସୁଚିନ୍ତିତ ମତ ପ୍ରକାଶ ପାଇଁ କହିଥିଲେ l ସବୁଠୁ ମୂଳ ହେଲା ଅର୍ଥ ତେଣୁ ଉତ୍ସବକୁ ସୁନ୍ଦର ଓ ଶୃଙ୍ଖଳିତ କରିବା ପାଇଁ  ପ୍ରଶାସନ ସହ ସମସ୍ତେ ଯୋଡି ହୋଈ କାମ କରିବାକୁ ଜିଲ୍ଲାପାଳ ଡ଼. ସାହୁ ପରାମର୍ଶ କରି ଥିଲେ l ଏହି ଆଲୋଚନା ରେ ଅଂଶଗ୍ରହଣ କରି ଗଦାଧର ବାରିକ, ମନୋରଞ୍ଜନ ତ୍ରିପାଠୀ, ଦିଲୀପ କୁମାର ପାତ୍ର, ଓ ଲକ୍ଷ୍ମୀ ପ୍ରିୟା ପାଣିଗ୍ରାହୀ ସେମାନଙ୍କ ସୂଚିତିନ୍ତ ମତାମତ ପ୍ରଦାନ କରିଥିଲେ । ଅର୍ଥ କମିଟିର ଅଧ୍ୟକ୍ଷ ତଥା ଜିଲ୍ଲାପାଳ ଧାର୍ଯ୍ୟ କରାଯାଇଥିବା  ପାଣ୍ଠି ଆଗାମୀ ୩୧ ଡିସେମ୍ବର ମଧ୍ୟରେ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟର ବ୍ୟାଙ୍କ୍ ଆକାଉଣ୍ଟ ରେ ଜମା କରିବା ପାଇଁ ସଂପୃକ୍ତ ଅଧିକାରୀ, ସଂସ୍ଥା ଓ ଅନୁଷ୍ଠାନ ମାନଙ୍କୁ ଅନୁରୋଧ କରିଥିଲେ । ଏହି ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ, ସୁବର୍ଣ୍ଣପୁର ସୁଶ୍ରୀ ଯମୁନା ପ୍ରଧାନ ସମସ୍ତଙ୍କୁ ସ୍ଵାଗତ କରିଥିଲେ ଓ  ନିଜାରତ ଅଧିକାରୀ, ଶ୍ରୀ ସତ୍ୟବ୍ରତ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026

You Might Also Like