-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||     

HOME   ଜିଲ୍ଲା

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

23-Nov-2025



ବରପାଲି (ସୁଦାମ ଦୀପ)
ବରଗଡ ଜ଼ିଲ୍ଲା ପଦ୍ମପୁର ସବଡ଼ିଭିଜନ ଅନ୍ତର୍ଗତ ପାଇକମାଲ ସ୍ଥିତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ୩୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ଟ୍ରଷ୍ଟ ଦ୍ୱାରା ୧୯୯୩ ମସିହାରେ ପ୍ରଭୁ ନୃସିଂହ ଠାକୁରଙ୍କୁ ପାଇଥିବା ଯମୁନା କନ୍ଧୁଣୀ ନାମରେ ପ୍ରତିଷ୍ଠା ହୋଇଥିବା ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ୩୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି । ସ୍କୁଲ ପରିଚାଳନା କମିଟି ସଭାପତି ନିରୁପମା ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଯୋଗଦେଇ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ମେଜର ଚିତ୍ତରଞ୍ଜନ ଦାସ, ସମ୍ମାନିତ ଅତିଥି ଭାବରେ ବିଡ଼ିଓ ପ୍ରଫୁଲ୍ଲ କୁମାର ଅଦୁ, ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ବ୍ଲକ ଶିକ୍ଷା ଅଧିକାରୀ ଅଦନ ସୁନା, ନୃସିଂହନାଥ ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ ପ୍ରମୁଖ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ଛାତ୍ରୀ ଆଗେଇ ଆସି ନିଜର କର୍ମକ୍ଷେତ୍ରକୁ ଆଗେଇ ନେବା ପାଇଁ ବିଭିନ୍ନ ଉଦାହରଣ ଦେଇ ପରାମର୍ଶ ପ୍ରଦାନ କରିଥିଲେ । ଶିକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରୁଥିବା ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ଉତ୍ତୋରତ୍ତର କାମନା କରିଥିଲେ । ଏଥିସହ ଅଞ୍ଚଳରେ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ବହୁ ଛାତ୍ରୀ ବହୁ ପ୍ରତିଭାର ଅଧିକାରୀ ସାଜିଥିବାରୁ ସ୍କୁଲ ପରିଚାଳନା କମିଟି ସଭାପତି ନିରୁପମା ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ପ୍ରଧାନ ଶିକ୍ଷକ ସୁଶାନ୍ତ ପଣ୍ଡା ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସଭାକୁ ଶିକ୍ଷୟିତ୍ରୀ ଅନିମା ରାଉତ ସଞ୍ଚାଳନ କରିଥିଲେ । ଏ ବର୍ଷ ଅବସର ପ୍ରାପ୍ତ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମାନନ୍ଦ ବାରିକଙ୍କୁ ହଟକିଶୋର ପାଣିଗ୍ରାହୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ବିଦ୍ୟାଳୟର ଛାତ୍ରୀମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ନିର୍ବାହ କରି କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା । ବିଦ୍ୟାଳୟର ଏହି ଉତ୍ସବରେ ଶିକ୍ଷୟିତ୍ରୀ ଉଷା ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ପରିଶେଷରେ ସ୍କୁଲ ଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଅଜିତ୍ ପାଣିଗ୍ରାହିଙ୍କ “ଝାର ଜଙ୍ଗଳ ପାଣି ପବନ…. ଗୀତ ଦର୍ଶକଙ୍କ ମନ ମୁଗ୍ଧ କରିଥିଲା । ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ ବିଦ୍ୟାଳୟରେ ଆବଶ୍ୟକତାକୁ ଅନୁଭବ କରି ଏକ ସୁଲଭ ଶୌଚାଳୟ ନିର୍ମାଣ ପାଇଁ ଘୋଷଣା କରିବା ସହ ଏହାକୁ ସାଂସଦ ପ୍ରଦୀପ ପୁରୋହିତଙ୍କ କରକଳମରେ ଶିଳାନ୍ୟାସ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026

You Might Also Like