-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

୮୫ ବର୍ଷ ବୟସ୍କ ଗର୍ନ୍ଧମାର୍ଦ୍ଦନ ଆନ୍ଦୋଳନର ସତ୍ଯାଗ୍ରହୀ ଆଦିବାସୀ ମହିଳା ଶ୍ରୀମତୀ ତୁଳସୀ ବରିହାଙ୍କ ପାଦ ଧୋଇଲେ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ

23-Nov-2025



ବରଗଡ଼(ପ୍ରେରଣା ଖବର): ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ କେନ୍ଦୁଭଟା ଗ୍ରାମରେ ଏକ ଅସଂପୂର୍ଣ୍ଣ କଲ୍ଯାଣ ମଣ୍ଡପ କୁ ସଂପୂର୍ଣ୍ଣ କରିବା ପାଇଁ ସାଂସଦ ଉନ୍ନୟନ ପାଣ୍ଠିରୁ ୪ଲକ୍ଷ ଟଙ୍କା ବରଗଡ ସାଂସଦ ପ୍ରଦୀପ ପୁରୋହିତ ପ୍ରଦାନ କରିଛନ୍ତି । ଗ୍ରାମବାସୀଙ୍କ ନିମନ୍ତ୍ରଣ କ୍ରମେ ଉକ୍ତ କଲ୍ଯାଣ ମଣ୍ଡପ କାର୍ଯ୍ଯ ଶୁଭାରମ୍ଭ କରିବା ପାଇଁ ନଡିଆ ବାଡେଇବା ପାଇଁ ସାଂସଦ ଶ୍ରୀ ପୁରୋହିତ ଗାଁରେ ପହଞ୍ଚି ଥିଲେ । ଗ୍ରାମବାସୀ ଶତାଧିକ ମହିଲା, ପୁରୁଷ ସାଂସଦଙ୍କୁ ସ୍ବାଗତ କରି ପାଛୋଟି ନେଇ ଥିଲେ। ସେ ଶୋଭାଯାତ୍ରାରେ ସାମିଲ ଥିବା ଉକ୍ତ ଗ୍ରାମର ଗନ୍ଧମାର୍ଦ୍ଦନ ଆନ୍ଦୋଳନର ସତ୍ଯାଗ୍ରହୀ ୮୫ ବର୍ଷ ବୟସ୍କ ଆଦିବାସୀ ମହିୟସୀ ମହିଲା ଶ୍ରୀମତୀ ତୁଳସୀ ବରିହାଙ୍କୁ ସାଂସଦ ଶ୍ରୀ ପୁରୋହିତ ପାଦଧୋଇ ସମ୍ବର୍ଦ୍ଧିତ କରିଥିଲେ । ୧୯୮୦ ଦଶକ ଗନ୍ଧମାର୍ଦ୍ଦନ ଆନ୍ଦୋଳନରେ ସାମିଲ ଥିବା ବହୁ ଲୋକ ଗାଁ ଗାଁରେ ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like