-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||     

HOME   ଜିଲ୍ଲା

ତୁଷୁରା ଯାତ୍ରାପେଣ୍ଡାଲରେ ଅଶ୍ଳୀଳ ନଗ୍ନନାଚ ସୀମା ଟପିଲା

23-Nov-2025



ବଲାଙ୍ଗୀର(ପ୍ରେରଣାଖବର): ମନୋରଂଜନ ପାଇଁ ଯାତ୍ରାକୁ ଅନୁମତି କିନ୍ତୁ ଯାତ୍ରାପେଣ୍ଡାଲରେ ସୀମାଟପୁଛି ଅଶ୍ଲିଳ ନଗ୍ନନାଚ । ଏଭଳି ଘଟିଛି ବଲାଙ୍ଗୀର ଜିଲ୍ଲା ତୁଷୁରାରେ ପଡିଥିବା ମଧୁ ବାସନ୍ତି ଗଣନାଟ୍ୟରେ । ଯାତ୍ରାରେ ମଝିରେ ମଝିରେ ରେକର୍ଡ ଡ୍ୟାନ୍ସ ଓ ଏଥିରେ ନାମକରା ଆଇଟମଗାର୍ଲ ନିଶା ମହାରଣା ଭଳି ଅଭିନେତ୍ରୀଙ୍କ ଅଙ୍ଗପ୍ରଦର୍ଶନ ନୃତ୍ୟ । ମତୁଆଲା କରୁଛି ନିଶାଖୋର ଯୁବକମାନଙ୍କୁ । ଏପରିକି ଜଣେ ଯୁବକ କୁଆଡେ ନିଶା ମହାରଣାଙ୍କ ଡ୍ରେସଟାଣି ଦେବାରୁ ରାଗିଯାଇ ନିଶାମହାରଣା ସେହି ଯୁବକକୁ ଚାପୁଡା ମାରିବା ଭଳି ଘଟିଥିବା ଆଲୋଚନାର ବିଷୟ ହୋଇଛି । ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରୀମେଳାରେ ଏଭଳି ଉଦଣ୍ଡ ନେତ୍ରୀଙ୍କ ଉଦଣ୍ଡିନୃତ୍ୟୁକୁ ବନ୍ଦ କରିବାକୁ ସେଠିକାର ଲୋକପ୍ରତିନିଧିମାନେ ଆଗେଇ ଆସିଲେ । ସେଠାରେ ନଗ୍ନନୃତ୍ୟ ବନ୍ଦ ହେବାପରେ ପଶ୍ଚିମାଞ୍ଚଳରେ ହାତମାରିଛନ୍ତି ଗଣନାଟ୍ୟଦଳ । ସାମାଜିକ ସଂସ୍କାର ପାଇଁ ତଥା ମନୋରଂଜନ ପାଇଁ ଗଣନାଟ୍ୟଗୁଡିକୁ ଯାତ୍ରାପାଇଁ ଅନୁମତି ଦିଆଯାଇଥାଏ । କିନ୍ତୁ ଅଶ୍ଲିଳନାଚ କରାଇ ଲୋକଙ୍କୁ ମତୁଆଲା କରାଇ ଅର୍ଥ ରୋଜଗାରର ଏକ ମାଧ୍ୟମ ପାଲଟିଛି । ନିଶା ମହରଣା ଭଳି ଆଇଟମ ଗାର୍ଲଙ୍କୁ ରାଜଧାନୀରେ ବାସନ୍ଦ ଆରମ୍ଭ କରୁଥିବା ବେଳେ ଏବେ ଗ୍ରାମାଞ୍ଚଳକୁ ଆସି ଅଶ୍ଲିଳନୃତ୍ୟ କରିବା ଆରମ୍ଭ କରିଛନ୍ତି । ପେଣ୍ଡାଲରେ ନିଶା ମହାରଣା ଅଶ୍ଲିଳନୃତ୍ୟ ପ୍ରଦର୍ଶନ କରୁଥିବା ବେଳେ ଯୁବକମାନେ ନୋଟ ଉଡାଉଥିଲେ । ଶେଷରେ ଏଭଳି ସ୍ଥିତି ହେଲା ଯେ,ଜଣେ ଯୁବକ ନିଶାଙ୍କ ଡ୍ରେସକୁ ଟାଣିଦେଇଥିଲେ ଓ ସେହି ଯୁବକକୁ ନିଶା ଚାପୁଡା ମାରିଥିବା ପ୍ରତ୍ୟକ୍ଷଦର୍ଶି କହୁଛନ୍ତି । ପେଣ୍ଡାଲରେ ଚାଲିଥିବା ଅଶ୍ଲିଳନୃତ୍ୟୁର ଭିଡିଓ ଭାଇରାଲ ହେଉଛି । ମୋବାଇଲରୁ ମୋବାଇଲକୁ ଓ ସାମାଜିକ ଗଣଧ୍ଧ୍‌ମରେ ଏହି ଭିଡିଓ ଘୁରିବୁଲୁଛି । ତେବେ ସବୁଠୁ ବିଡମ୍ବନା ହେଲା ଯାତ୍ରାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ପୋଲିସ ମଧ୍ୟ ଉପସ୍ଥିତ ଥିଲେ ଓ ସେମାନେ ମଧ୍ୟ କେବଳ ଦେଖଣାହାରୀ ଥିଲେ । ପୋଲିସ ଉପସ୍ଥିତିରେ ଏଭଳି ଅଶ୍ଲିଳନୃତ୍ୟକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି । ଯାତ୍ରା ଆୟୋଜକ କମିଟି ଅର୍ଥରୋଜଗାର ପାଇଁ ବିଭିନ୍ନ ଅନୈତିକ କାମରେ ଲିପ୍ତ ରହୁଥିବା ଅଭିଯୋଗ ହେଉଛି । କୌଣସି ବଡ ଅଘଟଣ ଘଟିବା ପୂର୍ବରୁ ପ୍ରଶାସନ ଏନେଇ ତୁରନ୍ତ ପଦକ୍ଷେପ ନେବାକୁ ଜନସାଧାରଣରେ ଦାବି ହେଉଛି । ଯାତ୍ରା ଆୟୋଜକ କମିଟିର କାହାରି ପ୍ରତିକ୍ରୀୟା ମିଳିପାରିନଥିବା ବେଳେ ବଲାଙ୍ଗୀର ସଦର ପୋଲିସ ଏସଡିପିଓ ସରୋଜ ଉପାଧ୍ୟାୟଙ୍କୁ ଏନେଇ ପଚାରିବାରୁ ସେ ତୁଷୁରା ଆଇଆଇସିଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ କହିବି ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026

You Might Also Like