-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||     

HOME   ଜିଲ୍ଲା

*ଜିଲ୍ଲା ନ୍ୟାୟାଳୟ ପରିସର ରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ*-

23-Nov-2025



(ମନୋରଞ୍ଜନ ତ୍ରିପାଠୀ)
 ଓଡିଶା ଉଚ୍ଚ ନ୍ୟାୟାଳୟ କଟକ ଙ୍କ ଆଦେଶ ଏବଂ ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକ ଙ୍କ ନିର୍ଦେଶ କ୍ରମେ ଏବଂ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ର ଅଧ୍ୟକ୍ଷ ଙ୍କ ତତ୍ୱାବଧାନ  ରେ ଆଜି   ଜିଲ୍ଲା ନ୍ୟାୟାଳୟ ପରିସର ସୋନପୁର ଠାରେ ଶିଶୁ ଦିବସ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଉକ୍ତ ଚିତ୍ରାଙ୍କନ ପ୍ରତିଯୋଗିତା ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ରୁ ୭୪ ଜଣ ଛାତ୍ରୀ ଛାତ୍ର ଯୋଗଦାନ କରିଥିଲେ | ଏଥିରେ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ର ଅଧକ୍ଷ ଶ୍ରୀ ଦିଲୀପ କୁମାର ବିଶ୍ୱାଳ, ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ର ସଚିବ ଶ୍ରୀ ଦେବାଶିଷ ଦାସ, ବରିଷ୍ଠ ଦେୱାନୀ ଜଜ ଶ୍ରୀ ଗଗନ ସାହୁ, ମହିଳା କୋର୍ଟ ବିଚାରପତି ଶ୍ରୀମତୀ ବବିତା ପାତ୍ର, ସିଭିଲ କୋର୍ଟ ରେଜିଷ୍ଟ୍ରାର ଶ୍ରୀମତୀ ପ୍ରଜ୍ଞା ପାରମିତା ପ୍ରତିହାରୀ, ଉପଖଣ୍ଡ ସ୍ତରୀୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ସ୍ୱଦେଶନା ପଟ୍ଟନାୟକ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମିସ ପ୍ରଣତି ରଥ, ପ୍ରୋବେସନ ଅଫିସର ଶ୍ରୀ ରାହୁଲ ବିକ୍ରମ ପାଠୀ ପ୍ରମୁଖ ଯୋଗ ଦେଇଥିଲେ I ପ୍ରତିଯୋଗିତା ଶେଷ ରେ ସମସ୍ତ ଛାତ୍ରୀ ଛାତ୍ର ଙ୍କୁ ସାନ୍ତ୍ୱନା ମୂଳକ ପୁରସ୍କାର ପ୍ରଦାନ କରI ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026

You Might Also Like