-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ଯ କ୍ରମ ରେ ଯୋଗ ଦେଲେ ମନ୍ତ୍ରୀ ରବି ନାୟକ*- *ସ୍ବେଛାସେବୀ ଙ୍କୁ ଉତ୍ସାହିତ କଲେ*-

23-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ରୟାଲ ପଡିଆ ନିକଟସ୍ଥ ଶ୍ରୀ ବାଲାଜୀ ହନୁମାନ ମନ୍ଦିର ଠାରେ ସ୍ଵଚ୍ଛ ଭାରତ ସଙ୍ଗଠନ ସୋନପୁର ମନମୁଣ୍ଡା ପକ୍ଷରୁ ସ୍ୱଚ୍ଛତା ସଚେତନତା ଅଭିଯାନ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିଲା l ଏହି ସମୟରେ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତକାର୍ଯ୍ଯ କ୍ରମ ରେ  ଥିବା ଓଡ଼ିଶା ରାଜ୍ୟ ସରକାରଙ୍କର ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ଶ୍ରୀ ରବି ନାୟକ ଏଠାରେ ପହଞ୍ଚି ସ୍ଵଚ୍ଛତା ଅଭିଯାନ ରେ ଥିବା ସ୍ବେଛାସେବୀ ଙ୍କୁ ଉତ୍ସାହିତ କରିଥିଲେ l ଦୀର୍ଘ ୧୨ ବର୍ଷ ଧରି ଉଭୟ ସହର ର ମନ୍ଦିର ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକ,  ହସ୍ପିଟାଲ୍ ଓ ସରକାରୀ ବେସରକାରୀ ବିଭିନ୍ନ ଉତ୍ସବ ମାନଙ୍କ ରେ ସ୍ୱଚ୍ଛତା ଅଭିଯାନ ଓ ପଲିଥିନ୍ ମୁକ୍ତ ସଚେତନତା ଅଭିଯାନ ଅୟୋଜନ କରୁଥିବା ,  ପରିବେଶ ସୁରକ୍ଷା, ରକ୍ତ ଦାନ ଶିବିର ର ଆୟୋଜନ, ତ୍ରିରଙ୍ଗା କାର୍ଯ୍ଯ କ୍ରମ ସହ ବିଭିନ୍ନ ଜନ ସଚେତନତା କାର୍ଯ୍ଯ କ୍ରମ  ଅନୁଷ୍ଠିତ କରୁଥିବା , ଓ ଜିଲ୍ଲା ପ୍ରଶାସନ ସହିତ ଯୋଡ଼ି ହୋଇ ସମସ୍ତ କାର୍ଯ୍ଯ କ୍ରମ ରେ ସହଯୋଗ କରୁଥିବା

ସବୁ ଧର୍ମ ର ଲୋକେ ଏହି ସଙ୍ଗଠନ ରେ ସାମିଲ୍ ହୋଇ ସାରା ବିଶ୍ୱ କୁ ସର୍ବ ଧର୍ମ ସମନ୍ୱୟ ର ବାର୍ତ୍ତା ପ୍ରଦାନ କରୁଥିବା ବିଷୟ ଅନୁଷ୍ଠାନ ର ଉପ ସଭାନେତ୍ରୀ ଇନ୍ଦୁ ମତି ପୁରୋହିତ ଓ କୋଡ଼ିନେଟର ମନୋରଞ୍ଜନ ତ୍ରୀପାଠୀ ଙ୍କ ଠାରୁ ଶୁଣି ମନ୍ତ୍ରୀ ଅନୁଷ୍ଠାନ କୁ ଭୂୟସୀ ପ୍ରଶଂସା କରିଥିଲେ l 
ଭାରତ ର ଯଶଶ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ସ୍ଵଚ୍ଛ ଭାରତ ଅଭିଯାନ କୁ ସଫଳ କରାଇ ଏକ ସ୍ଵଚ୍ଛ ଭାରତ, ସୁସ୍ଥ ଭାରତ ଓ ସଶକ୍ତ ଭାରତ ଗଠନ ଦିଗରେ ସହାୟତା ର ହାତ ବଢ଼ାଇବାକୁ ମନ୍ତ୍ରୀ ଶ୍ରୀ ନାୟକ ସ୍ବେଛାସେବୀ ଙ୍କୁ ପରାମର୍ଶ କରିଥିଲେ l ପଞ୍ଚାୟତି  ଓ ପାନୀୟ ଜଳ ଯୋଗାଣ  ବିଭାଗ ର ସଫଳତା ସହ ଅନୁଷ୍ଠାନ ପକ୍ଷରୁ ଓଡ଼ିଶା ଦୃତ ବିକାଶ ଓ ସରକାର ଙ୍କ ସଫଳତା କାମନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like