-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣ ଲୋକ ମହୋତ୍ସବ ଉପଲକ୍ଷେ ସ୍ମରଣିକା ପ୍ରକାଶନ କମିଟି ର ପ୍ରସ୍ତୁତି ବୈଠକ* -

23-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)             
ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ସ୍ଥିତ କକ୍ଷରେ ସୁବର୍ଣ୍ଣ ଲୋକ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା - ୨୦୨୬ ଉପଲକ୍ଷେ "ଶାକ୍ତସ୍ୱର" ସ୍ମରଣିକା ପ୍ରକାଶନ କମିଟି ର ପ୍ରସ୍ତୁତି ବୈଠକ  ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରସ୍ତୁତି ବୈଠକରେ " ଶାକ୍ତସ୍ୱର " ସ୍ମରଣିକା ଯେପରି ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକାଶନ କରାଯିବ ସେଥିପାଇଁ ଇଚ୍ଛୁକ  କବି, ଲେଖକ, ଗାଳ୍ପିକ, ପ୍ରାବନ୍ଧିକ ଓ ଐତିହାସିକ ମାନଙ୍କ ଠାରୁ ସୁବର୍ଣ୍ଣପୁର ଜିଲ୍ଲା ସମ୍ପର୍କିତ କଳା, ସାହିତ୍ୟ, ସଂସ୍କୃତି, ପରମ୍ପରା ଏବଂ ଐତିହ୍ୟ ଉପରେ ଗବେଷଣାତ୍ମକ ଲେଖା ଏ ଫୋର୍  ସାଇଜ କାଗଜ ବା (A4 size paper) ରେ ତିନି ରୁ ପାଞ୍ଚ ପୃଷ୍ଠା ବିଶିଷ୍ଟ ଲେଖା ଉଭୟ ପିଡିଏଫ (PDF) ଓ ୱାର୍ଡ ଫାଇଲ  ଆକାରରେ districtculture.subarnapur@gmail.com ଇମେଲ ଠିକଣାରେ ଆଗାମୀ ତା ୧୦.୧୨.୨୦୨୫ ସୁଦ୍ଧା ପଠାଇବା ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଗଲା ନିର୍ଦ୍ଧାରିତ ତାରିଖ ପରେ ହସ୍ତଗତ ହୋଇଥିବା ସମସ୍ତ ଲେଖା ଗୁଡ଼ିକକୁ ପ୍ରକାଶନ ପାଇଁ ବିଚାରକୁ ନିଆଯିବ ନାହିଁ। ନିର୍ଦ୍ଧାରିତ ସମୟ ମଧ୍ୟରେ ହସ୍ତଗତ ହୋଇଥିବା ସମସ୍ତ ଲେଖାଗୁଡ଼ିକ ସ୍ମରଣିକା ପ୍ରକାଶନ କମିଟି ଦ୍ବାରା ଅନୁମୋଦନ କ୍ରମେ ସ୍ମରଣିକାରେ ପ୍ରକାଶନ କରାଯିବ। ଯେଉଁ ଲେଖା ଗୁଡ଼ିକ ପ୍ରକାଶିତ ହୋଇ ପାରିବ ନାହିଁ,  ସେଗୁଡିକ ସଂପୃକ୍ତ ଲେଖକଙ୍କୁ ଫେରସ୍ତ ଦିଆଯିବ ନାହିଁ। ଏଣୁ ଏହି ଅବସରରେ ସମସ୍ତ ଇଛୁକ ବ୍ୟକ୍ତି ବିଶେଷ, ଇଛୁକ  କବି, ଲେଖକ, ଗାଳ୍ପିକ, ପ୍ରାବନ୍ଧିକ ଓ ଐତିହାସିକ ମାନଙ୍କ ଠାରୁ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ନିଜର ଲେଖା ଉପରୋକ୍ତ ଇମେଲ ଠିକଣାରେ ପଠାଇବା ପାଇଁ ସ୍ମରଣିକା ପ୍ରକାଶନ କମିଟି ତରଫରୁ ଅନୁରୋଧ କରାଗଲା।  ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସଧାରଣ, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ସମ୍ପାଦକ, ସ୍ମରଣିକା, "ଶାକ୍ତସ୍ୱର" ଶ୍ରୀ ସୌରଭ କୁମାର ଖମାରୀ ଓ ସହ ସମ୍ପାଦକ, ଶ୍ରୀ ସୁଦାମ ନାୟକଙ୍କ ସମେତ ସ୍ମରଣିକା  ପ୍ରକାଶନ କମିଟି ର ସଦସ୍ୟ ବରିଷ୍ଠ ସାମ୍ୱାଦିକ  ଗୋରେଖ୍ ନାଥ ସାହୁ, କବି ଡ଼ଃ ଜ୍ୟୋତି ରଞ୍ଜନ ବହିଦାର, କବି ଡ଼ଃ ଆର୍ତ୍ତ ତ୍ରାଣ ବାବୁ, ଡଃ ପ୍ରଫୁଲ୍ଲ ରଥ, ଅଧ୍ୟାପିକା କଳ୍ପନା ମିଶ୍ର , କବି ଡ଼ଃ ଅନିରୁଦ୍ଧ କୁର୍କୁରିଆ, ସୁନନ୍ଦା ସାହୁ ପ୍ରମୁଖ ସମସ୍ତ ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ସୁବର୍ଣ୍ଣପୁର ବୈଠକ ସଞ୍ଚାଳନ କରିଥିବା ବେଳେ ଶେଷରେ ସଂସ୍କୃତି ବିଭାଗ କର୍ମଚାରୀ ଦିବସ ଦେହୁରୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like