-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

୪୧ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦଯାପିତ

23-Nov-2025



ପଦ୍ମପୁର( ପ୍ରେରଣା ଖବର)
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁର ର ୪୧ତମ ବାର୍ଷିକ କ୍ରୀଡ଼ା ସମାରୋହ ଆଜି ଉଦଯାପିତ ହୋଇଯାଇଛି। ଆଜି ପ୍ରାତଃ ପର୍ଯ୍ୟାୟରେ ପ୍ରଧାନ ଶିକ୍ଷକ ଜମରତଲା ହାଇସ୍କୁଲ ଶ୍ରୀଯୁକ୍ତ  ରାଜେଶ ଖମାରୀ ଓ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଆଜିର କ୍ରୀଡ଼ାକୁ ଆରମ୍ଭ କରିଥିଲେ । ଆଜି ଶିଶୁ ବାଟିକା ବିଭାଗ ର ଖେଳ ଗୁଡିକ ବେଶ ଚିତ୍ତାକର୍ଷକ ଥିଲା।ଉଦ୍‌ଯାପନୀ ଉତ୍ସବରେ ଶିକ୍ଷା ବିକାଶ ସମିତି ଓଡିଶା ର ଯୁଗ୍ମ ସମ୍ପାଦକ  ଶ୍ରୀଯୁକ୍ତ ଖଗେଶ୍ବର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ଜ୍ବଳନ ପୂର୍ବକ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରି ଶିଶୁମାନେ ନିଜକୁ ଖେଳାଳୀ ମନୋଭାବ ରଖି ବିଶ୍ବ ସ୍ତରରେ ନାମ ରଖିବାର ପ୍ରୟାସ ଜାରି ରଖିବା ପାଇଁ ମାର୍ଗଦର୍ଶନ କରିଥିଲେ l ଶେଷରେ ଧ୍ଵଜା ଅବରୋହଣ କରି କାର୍ଯ୍ୟକ୍ରମକୁ ସମାପନ ଘୋଷଣା କରିଥିଲେ। ସମ୍ମାନୀତ ଅତିଥି ଭାବରେ ଟାଉନ ‌ହାଇସ୍କୁଲ କ୍ରୀଡ଼ା ଶିକ୍ଷକ ଶ୍ରୀଯୁକ୍ତ ଚନ୍ଦ୍ରମଣି ସାହୁ, ଶିକ୍ଷା ବିକାଶ ସମିତି ବିଦ୍ଵତ୍ ପରିଷଦ ସଭାପତି ଡ଼ଃ ବାଞ୍ଛାନିଧି ପଣ୍ଡା, ସଭାପତି ଶ୍ରୀଯୁକ୍ତ ପୃଥ୍ବୀରାଜ ସାହୁ,,ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଦ୍ୱାଦଶ କୁମାର ପଧାନ, ସମାଜସେବୀ ନିରୋଜ ଦୋରା ପ୍ରମୁଖ ମଞ୍ଚାସୀନ ଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶାରୀରିକ ପ୍ରମୁଖ ପ୍ରଦୀପ ରାଜହଂସ ବୃତ୍ତ କଥନ କରିଥିଲେ।ସମ୍ପାଦକ ଶ୍ରୀଯୁକ୍ତ ଜନକ ଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ଶିଶୁମାନଙ୍କ  ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା l ଉକ୍ତ କ୍ରୀଡ଼ା ସମାରୋହରେ ୭୯ ଟି ପ୍ରତିଯୋଗିତାରେ ୨୫୨ ଜଣ ପୁରସ୍କୃତ ହୋଇଥିବା ବେଳେ  ଶ୍ରେଷ୍ଠ ଖେଳାଳୀ ଭାବରେ ବାଳ ବର୍ଗ ରୁ ଡୁଲେଶ୍ଵରୀ ନାଗ ଓ କିଶୋର ବର୍ଗ ରୁ ଶେଫାଳୀ ପ୍ରଧାନ ପୁରସ୍କୃତ ହୋଇଥିଲେ l  ମାତୃଭାରତୀ ଓ ସମସ୍ତ ଗୁରୁଜୀ ଗୁରୁମା ମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like