-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

*ଓଡ଼ିଶା ସାମ୍ବାଦିକ ସଙ୍ଘ ନବରଙ୍ଗପୁର ଜିଲ୍ଲା ଶାଖାର ସଧାରଣ ପରିଷଦ ବୈଠକ*

23-Nov-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଓଡ଼ିଶା ସାମ୍ବାଦିକ ସଙ୍ଘ (ଓଜେୟୁ) ନବରଙ୍ଗପୁର ଜିଲ୍ଲା ଶାଖାର ସଧାରଣ ପରିଷଦ ବୈଠକ ଜିଲ୍ଲା ସଭାପତି ଶିବ ଶଙ୍କର ତ୍ରିପାଠୀ ସଭାପତିତ୍ବରେ ଆୟୋଜିତ ହୋଇ ଯାଇଛି। ସ୍ଥାନୀୟ ଆରଏମସି ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏହି ବୈଠକରେ ରାଜ୍ୟ ଉପସଭାପତି ରାକେଶ ଗୁପ୍ତା ଓ ରାଜ୍ୟ ସାଙ୍ଗଠନିକ ସମ୍ପାଦକ ବାଙ୍କ ବିହାରୀ ବିଷୋୟୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସଙ୍ଘର ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟ ପନ୍ଥା ଉପରେ ବିସ୍ତ୍ରୁତ ଆଲୋଚନା ହୋଇଥିଲା।
ଜିଲ୍ଲା ସଭାପତି ଶ୍ରୀ ତ୍ରିପାଠୀ ସଙ୍ଗଠନକୁ ଜିଲ୍ଲା ସ୍ଥରରେ  ମଜବୁତ୍ କରିବା ଲାଗି ସମସ୍ତ ସଦସ୍ୟ ସଦସ୍ୟା ମାନଙ୍କୁ ଅନୁପ୍ରାଣୀତ କରିଥିଲେ। ବିଗତ ଦିନ ମାନଙ୍କରେ ବିଭିନ୍ନ ସାମ୍ବାଦିକ ଭାଇ ମାନେ ସମ୍ମୁଖୀନ ହୋଇଥିବା ସମସ୍ୟା ଗୁଡ଼ିକ କିପରି ସମାଧାନ କରା ଯାଇଥିଲା ସେ ବିଷୟରେ ଆଲୋଚନା କରିଥିଲେ। 
ଏହା ସହ  ଜିଲ୍ଲା ସାଙ୍ଗଠନିକ ସମ୍ପାଦକ ବେଣୁ ଗୋପାଳ ରାଓ ଓ ଆଇନ୍ ପରାମର୍ଶ ଦାତା ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ମଞ୍ଚାସିନ ଥିଲେ
ଦିବଙ୍ଗତ ସାମ୍ବାଦିକ ତଥା ଓଜେୟୂ ସଙ୍ଘର ମୂଳଦୁଆ ସଦସ୍ୟ ରଞ୍ଜନ ପଟ୍ଟନାୟକଙ୍କ ଆତ୍ମା ସଦ ଗତି ଉଦ୍ଧେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ରାଜ୍ୟ ସଙ୍ଗଠନରେ ଜିଳ୍ଲାର ଦୁଇ ପ୍ରମୁଖ ସାମ୍ବାଦିକ ରାକେଶ ଗୁପ୍ତା ରାଜ୍ୟ ଉପ ସଭାପତି ଓ ବାଙ୍କ ବିହାରୀ ବିଷୋୟୀ ରାଜ୍ୟ ସାଙ୍ଗଠନିକ ସମ୍ପାଦକ ଭାବରେ ନିର୍ବାଚନ ହୋଇଥିବାରୁ ଦୁହିଁଙ୍କୁ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସଙ୍ଘର କାର୍ଯ୍ୟରେ ଅନୁପ୍ରାଣିତ ହୋଇ କିଛି ନୂତନ ସାମ୍ବାଦିକ  ଓଜେୟୁ ସଂଘରେ ଯୋଗ ଦେଲେ। ଆଜିର ଏହି ସଭାରେ ମିହିର ଶଙ୍କର ପାତ୍ର, ସୁଶାନ୍ତ ପଣ୍ଡା, ଶ୍ରିହରି ବିଷୋୟୀ, ସୁଜିତ୍ ରଥ,  ଦେବୀ ପ୍ରସାଦ ମହାପାତ୍ର, ଦୟାରାମ ପନକା, ଭବାନୀ ଶଙ୍କର ପଣ୍ଡା, ନିଗମ ସାହୁ, ସୁଧାଂଶୁ ପ୍ରଧାନ, ଗୌରୀ ମଣି ନାୟକ, ପରବିନ ଗୁପ୍ତା, ଉତ୍ପନ୍ନ ଟାକିରି, ରାମ ପ୍ରସାଦ ବିଷୋୟୀ, ଜଗନ୍ନାଥ ବିଷୋୟୀ, ଓ ଅନ୍ୟାନ୍ୟ ପଚାଶରୁ ଉର୍ଦ୍ଧ୍ବ ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ସାମ୍ବାଦିକ ଯୋଗ ଦେଇଥିବା ବେଳେ, ଶେଷରେ ବିହାରକାନ୍ତ ପଟ୍ଟନାୟକ ଧନ୍ୟବାଦ୍ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like