-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ପାଗଳ ବିଲୁଆ ଆକ୍ରମଣରେ ୮ ଆହତ

23-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ତରଭା ବ୍ଲକ ଅନ୍ତର୍ଗତ ଶିବତୁଲା ଗ୍ରାମ ପଞ୍ଚାୟତର ରମ୍ଭାସିଣ୍ଢେlଲ, ଘାଟ କଇଁତରା, ଭାଲୁ ବାହାଲ ଓ ଆଡକଟା ଗ୍ରାମରେ ଗତକାଲି ଠାରୁ ଏକ ଜଙ୍ଗଲି ପାଗଳା ବିଲୁଆର ଆତଙ୍କ ଯୋଗୁଁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି l ରମ୍ଭାସିଣ୍ଢେlଲ ଗ୍ରାମର ୪ଜଣ, ପାଲିୱାର୍ଡର ୩ ଜଣ, ଭାଲୁପାଲି ଓ ଆଡ଼କଟା ଗ୍ରାମ ର ୧ ଜଣ ଲେଖାଏଁ ଲୋକ ବିଲୁଆ ଆକ୍ରମଣରେ ଗୁରୁତର ଆହତ ହେଇଥିବା ଖବର ମିଳିଛି l ଖବର ନେବାରୁ ଜଣାପଡ଼ିଛି ଯେ ସୋନପୁର ବନ ବିଭାଗର ଫରେଷ୍ଟ ଅଫିସର ଭକ୍ତବନ୍ଧୁ ମିଶ୍ରଙ୍କ ନେତୃତ୍ଵରେ ଏକ ସ୍ବତନ୍ତ୍ର ଟିମ୍ ଗତକାଲି ଠାରୁ ବିଲୁଆକୁ ଠାବ କରି ଉଦ୍ଧାର କରିବା ପାଇଁ ସେହି ଅଞ୍ଚଳରେ କ୍ୟାମ୍ପ କରିଥିବା ଓ ରାତି ଦିନ ପ୍ରୟାସ ଜାରି ରଖିଥିବା ଖବର ମିଳିଛି l ଲୋକେ ପାଗଳା ବିଲୁଆ ର ଆତଙ୍କ ପାଇଁ ଗତକାଲି ଠାରୁ ସନ୍ଧ୍ୟା ହେଲେ ଆଉ ଘରୁ ବାହାରୁ ନ ଥିବା ଜଣାଯାଇଛି l ଦିନ ବେଳା ମଧ୍ଯ ମହିଳା ଓ ପୁରୁଷ ମାନେ ଚାଷ କାମ କିମ୍ବା ଜରୁରୀ କାମରେ ଗଲେ ନିଜର ସୁରକ୍ଷା ପାଇଁ ଟାଙ୍ଗିଆ ଓ ବିଭିନ୍ନ ଅସ୍ତ୍ର ଶସ୍ତ୍ର ଧରି ଆସୁଥିବା ଖବର ମିଳିଛି l ଖୁବ୍ ଶୀଘ୍ର ପାଗଳା ବିଲୁଆକୁ ଠାବ କରି ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ଅଞ୍ଚଳର ଲୋକେ ଜିଲ୍ଲା ପ୍ରଶାସନ ଓ ବନ ବିଭାଗ ପାଖରେ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like