-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||     

HOME   ରାଜ୍ୟ

ହାରିଲାନି ସଚ୍ଚୋଟପଣିଆ: ୨୦ ଲକ୍ଷ ଟଙ୍କାର ଗହଣା ବ୍ୟାଗ୍ ଫେରାଇ ଦେଲେ ଅଟୋ ଡ୍ରାଇଭର୍, ପୋଲିସ କଲା ସମ୍ମାନିତ

31-Jan-2021



ଚେନ୍ନାଇ (ପ୍ରେରଣା ଖବର) ଚେନ୍ନାଇର ଜଣେ ଅଟୋ ଡ୍ରାଇଭର ସଚ୍ଚୋଟତର ପରିଚୟ ଦେଇ ଲୋକଙ୍କ ହୃଦୟ ଜିତିଛନ୍ତି। ଅଟୋ ଡ୍ରାଇଭର ଶ୍ରବଣ କୁମାର ଜଣେ ଯାତ୍ରୀଙ୍କ ବ୍ୟାଗ୍ ଫେରାଇ ଦେଇଛନ୍ତି ଯେଉଁଥିରେ ୨୦ ଲକ୍ଷ ଟଙ୍କାର ଗହଣା ଥିଲା। ଶ୍ରବଣ କୁମାରଙ୍କ ସଚ୍ଚୋଟତା ପାଇଁ ଚେନ୍ନାଇ ପୋଲିସ ତାଙ୍କୁ ସମ୍ମାନିତ କରିଛି।ପାଲ ବ୍ରାଇଟ୍ ନାମକ ଜଣେ ବ୍ୟକ୍ତି ନିଜର ଜଣେ ସମ୍ପର୍କୀୟଙ୍କ ବିବାହ ସମାରୋହରେ ସାମିଲ ହେବାକୁ ଆସିଥିଲେ। ବିବାହ ସମାରୋହ ପରେ ସେ ଅଟୋରେ ଫେରୁଥିଲେ। ତାଙ୍କ ପାଖରେ ଅନେକ ବ୍ୟାଗ୍ ଥିଲା। ଗୋଟିଏ ବ୍ୟାଗରେ ଗହଣା ଥିଲା। ଅଟୋରେ ଗଲାବେଳେ ସେ ଫୋନରେ କଥା ହେଉଥିଲେ। କଥା ବାଉଳାରେ ସେ ଅଟୋରୁ ଓହ୍ଲାଇବା ସମୟରେ ଗହଣା ବ୍ୟାଗ୍ ଛାଡି ଦେଇଥିଲେ। ଶ୍ରବଣ ପରେ ପରେ ଦେଖିଲେ ଅଟୋ ପଛପଟ ସିଟରେ ବ୍ୟାଗ୍ ରହିଯାଇଛି। ତେବେ ସେ ବ୍ୟାଗ୍ ମାଲିକଙ୍କୁ କେମିତି ଫେରାଇବ କିଛି ବୁଝି ପାରିଲେନି।ଠିକ୍ ଏତିକିବେଳେ ପାଲ ନିଜେ ଜାଣିପାରିଲେ ଯେ ତାଙ୍କ ଗହଣା ବ୍ୟାଗ୍ ହଜିଯାଇଛି। ସେ ଯାଇ ଥାନାରେ ଅଭିଯୋଗ କଲେ। ପୋଲିସ ସେ ଆସିଥିବା ସବୁ ରୁଟର ଫୁଟେଜ୍ ଚେକ୍ କରି ଅଟୋ ସମ୍ପର୍କରେ ପତା କରିବାରେ ସଫଳ ହୋଇଥିଲା। କିନ୍ତୁ ପୋଲିସ ଶ୍ରବଣ କୁମାର ପାଖକୁ ଯିବା ପୂର୍ବରୁ ସେ ନିଜେ ଗହଣା ବ୍ୟାଗ୍ ଧରି ଥାନାରେ ପହଞ୍ଚି ଯାଇଥିଲେ।ପୋଲିସ ଶ୍ରବଣ କୁମାରଙ୍କ ସଚ୍ଚୋଟତା ଦେଖି ତାଙ୍କୁ ଏକ ଫୁଲତୋଡ଼ା ଦେଇ ସମ୍ମାନିତ କରିଥିଲା ଓ ତାଙ୍କର ପ୍ରଶଂସା କରିଥିଲା। ଘଟଣା  ସୋସିଆଲ ମିଡ଼ିଆରେ ଭାଇରାଲ ହେବାପରେ ଲୋକେ ଶ୍ରବଣ କୁମାରଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି। ଲୋକେ ତାଙ୍କର ଏହି ସଚ୍ଚୋଟତାକୁ ମାନବିକତାର ଉଦାହରଣ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026

You Might Also Like