-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||     

HOME   ଜିଲ୍ଲା

*ଆଶୁକବି ଡ. ହେମନ୍ତ କୁମାର ଦାଶଙ୍କ କୋଶଳି କବିତା ସଙ୍କଳନ "ଫୁଲ୍ ଗଜରା" କାବ୍ୟ ଉନ୍ମୋଚିତ*

24-Nov-2025



ତୁଷୁରା(ପଞ୍ଚାନନ ନାଏକ )- ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ତୁଷୁରା ଠାରେ ଆଶୁକବି ଡ. ହେମନ୍ତ କୁମାର ଦାଶଙ୍କ କୋଶଳି କବିତା ସଙ୍କଳନ *ଫୁଲ୍ ଗଜରା* କାବ୍ୟ ନିଷାନ ସାହିତ୍ୟ କଳା ଓ ସଂସ୍କୃତି ଏକାଡେମୀ ତୁଷୁରା ର ସଭାପତି ଶ୍ଯାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଉନ୍ମୋଚିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ  ତୁଷୁରା ଏନ୍‌ଏସି ଅଧ୍ୟକ୍ଷ ଅଜୟ ଜୟଶ୍ବାଲ ଯୋଗ ଦେଇ କାବ୍ୟକୁ ଉନ୍ମୋଚନ କରିବା ସହ ଏହା କୋଶଳି ଭାଷା ସାହିତ୍ୟର ଏକ ଯୁଗାନ୍ତକାରୀ ଇତିହାସ ହେବ ବୋଲି କହିଥିଲେ। ବିଶିଷ୍ଟ ସାହିତ୍ୟିକ ତଥା ସ୍ତମ୍ଭକାର ତୁଳସୀ ଜୈନ ଉଦ୍ଘାଟକ ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହ ଡ. ଦାଶଙ୍କ କାବ୍ୟକୁ ଏକ ଉଚ୍ଚ କୋଟିର ସାହିତ୍ୟ ସର୍ଜନା ବୋଲି ଅଭିହିତ କରିଥିଲେ। ମୁଖ୍ୟ ବକ୍ତା ବାଗ୍ମୀ ରାଜମଣି ସାହୁ ଏହି ପୁସ୍ତକ ଆଗାମୀ ଦିନରେ ସାହିତ୍ୟ ଜଗତରେ ଏକ ମାଇଲ ଖୁଣ୍ଟ ହେବ ବୋଲି କହିଥିଲେ। ବିଶିଷ୍ଟ ସମୀକ୍ଷକ ବନବାସ ମେହେର ପୁସ୍ତକ ର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରି ଡ. ଦାଶଙ୍କୁ ଭୂୟସୀ ପ୍ରଶଂସା କରିଥିଲେ। ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ରାଧା ରମଣ କେଡିଆ, ପିଙ୍କୁ ଅଗ୍ରୱାଲ, ପ୍ରଧାନ ଆଚାର୍ଯ୍ୟ ସୁଶୀଳ କୁମାର ଦାଶ, କାବ୍ୟ ସ୍ରଷ୍ଟା ଡ. ହେମନ୍ତ କୁମାର ଦାଶ ଓ ତାଙ୍କ ଧର୍ମପତ୍ନୀ ପୁଷ୍ପାଞ୍ଜଳି ଦାଶ ମଞ୍ଚାସୀନ ଥିଲେ। କଣ୍ଠଶିଳ୍ପୀ ବିଶ୍ଵଜିତ ସାହୁ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ ଓ କବୟିତ୍ରୀ ବବିତା ନାୟକ ସରସ୍ଵତୀ ବନ୍ଦନା ଗାନ କରିଥିଲେ। କବୟିତ୍ରୀ ତୃପ୍ତିମୟୀ ତ୍ରିପାଠୀ ସଭା ସଞ୍ଚାଳନ କରିଥିବା ବେଳେ କବି ଭକ୍ତ ବନ୍ଧୁ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ମାରୱାଡ଼ି ମହିଳା ସମିତି ତରଫରୁ ଡ. ଦାଶଙ୍କୁ ତାଙ୍କର ସଫଳତା ପାଇଁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ଓ ଅନୁଷ୍ଠାନ ତରଫରୁ ମାରୱାଡ଼ି ମହିଳା ସମିତିକୁ  ତାଙ୍କର ସେବା ସମର୍ପଣ କାର୍ଯ୍ୟ ପାଇଁ ସାର୍ଟିଫିକେଟ, ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରା ଯାଇଥିଲା। ଦ୍ବିତୀୟ ଅଧିବେଶନ ସଭାପତି ଡ. ଗୋପିକୃଷ୍ଣ ପଣ୍ଡିଆଙ୍କ ସଭାପତିତ୍ବ ଓ ଆହ୍ଲାଦିନୀ ପାଣିଗ୍ରାହୀ ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବରେଣ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ଡ. ନିରଞ୍ଜନ ପଣ୍ଡା, କୋଶଳ ସାହିତ୍ୟ ଏକାଡେମୀ ର ସଭାପତି ଡ. ଦେବେନ୍ଦ୍ର ନାଏକ, ଅପରାହ୍ନ ର ଜିଲ୍ଲା ସଂଯୋଜକ କଣ୍ଡୁରୀ ଚରଣ ରାଉତ, ବିଶିଷ୍ଟ କବି ତଥା ଶିକ୍ଷାବିତ୍ ଅଜିତ କୁମାର ମିଶ୍ର, କବି ବରୁଣ କୁମାର ସାହୁ, ପ୍ରେମକବି ରାଜୀବ ପ୍ରସାଦ ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ। ଏଥିରେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାର ଶତାଧିକ ବିଶିଷ୍ଟ କବି ଓ କବୟିତ୍ରୀ ନିମନ୍ତ୍ରଣ ପାଇ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026

You Might Also Like