-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||     

HOME   ଜିଲ୍ଲା

*ରାଜ୍ୟ ସ୍ତରୀୟ "ଉଡ଼ାନ୍" କ୍ୟାମ୍ପରେ ନୂଆପଡ଼ା ଜିଲ୍ଲା ଭାରତ ସ୍କାଉଟସ୍ ଏବଂ ଗାଇଡ଼ସ୍ ସମ୍ମାନିତ*

24-Nov-2025



(ଡୋଲେଶ୍ୱର ବାଗ)
ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡ଼ସ୍, ଭୁବନେଶ୍ୱର ଠାରେ ୧୮ ରୁ ୨୨ ପର୍ଯ୍ୟନ୍ତ ଚାଲିଥିବା "ଉଡ଼ାନ୍" କ୍ୟାମ୍ପରେ ନୂଆପଡ଼ା ଜିଲ୍ଲା ଭାରତ ସ୍କାଉଟସ୍ ଏବଂ ଗାଇଡ଼ସ୍ ସଙ୍ଗଠନ ର ଜିଲ୍ଲା ମୁଖ୍ୟ କମିଶନର ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମହାନ୍ତି ଙ୍କ ନିର୍ଦ୍ଦେଶ ରେ ତଥା ଜିଲ୍ଲା ସମ୍ପାଦକ ଶ୍ରୀଯୁକ୍ତ ରତନ ସିଂ ବାରିକ, ଜିଲ୍ଲା ଯୁଗ୍ମ ସମ୍ପାଦକ ଶ୍ରୀଯୁକ୍ତ ପ୍ରଶାନ୍ତ ପ୍ରଧନୀ, ଜିଲ୍ଲା ତାଲିମ କମିଶନର (ସ୍କାଉଟ) ଶ୍ରୀଯୁକ୍ତ ଅଶୋକ କୁମାର ବେହେରା ଓ ଜିଲ୍ଲା ସାଂଗଠନିକ କମିଶନର (ସ୍କାଉଟ) ଶ୍ରୀଯୁକ୍ତ ବିଜୟ ନାଗ ଙ୍କ ପରାମର୍ଶ ରେ ସ୍କାଉଟ୍ ମାଷ୍ଟର ଶ୍ରୀମାନ ରୋଶନ ପଣ୍ଡା ଏବଂ ଗାଇଡ଼ କ୍ୟାପଟେନ୍ ଶ୍ରୀମତୀ ରୀନା ମେହେର ଙ୍କ ନେତୃତ୍ୱରେ ପି. ଏମ୍. ଶ୍ରୀ ରାଜା ଏ.ଟି. ସରକାରୀ ଉଚ୍ଚ ବିଦ୍ୟାଳୟ, ଖଡ଼ିଆଳ ଓ ଶହିଦ୍ ଭଗତ ସିଂ ଓପନ ସ୍କାଉଟ ଟ୍ରୁପ୍, ଖଡ଼ିଆଳ ର ମୋଟ ୭ ଜଣ ସ୍କାଉଟସ୍ ଓ ସରସ୍ୱତୀ ଶିଶୁ ଵିଦ୍ୟା ମନ୍ଦିର, ଖଡ଼ିଆଳ ର ମୋଟ ୯ ଜଣ ଗାଇଡ଼ସ୍ ମନୋନୀତ ହୋଇ ଅନେକ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ସହ ସାଂସ୍କୃତିକ ସନ୍ଧ୍ୟା ପ୍ରତିଯୋଗିତାରେ ସ୍କାଉଟସ ସ୍ବେଛାସେବୀ ତୃତୀୟ ସ୍ଥାନ ଅଧିକାର କରି ଡ. କାଳୀ ପ୍ରସାଦ ମିଶ୍ର, ଜାତୀୟ ଉପ ସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026

You Might Also Like

                   
  ଜିଲ୍ଲା  

Hj