-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||     

HOME   ଜିଲ୍ଲା

*ସିନାପାଲି ବ୍ଲକ୍ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*

24-Nov-2025



(ଡୋଲେଶ୍ୱର ବାଗ)
 ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ  ହୋଇଯାଇଛି।  ଜନ ଶୁଣାଣି ଶିବିର ଉପଲକ୍ଷେ ଟିମନପୁର ପଞ୍ଚାୟତରେ  ଏକ ରକ୍ତଦାନ ଶିବିର ଓ ଜନସାଧାରଣଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା। ଶିବିର ରେ ଅତିରିକ୍ତ  ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ କ୍ଷମାନିଧି  ଭୋଇ , ଉପଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଧନେଶ୍ୱର ସେଠୀ ,ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ଉପାଧ୍ୟକ୍ଷା ମୀନା ଘିବେଲା,ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟୀ କଲେକ୍ଟର ଚିନ୍ମୟ ସାଗର, ଶେଖ୍ ନସୀମ, ହେମନ୍ତ ପୁଟା ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି  ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ  ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ  ଶୁଣାଣି ହୋଇଥିଲା।  ଆଜି ଶିବିରରେ ସମସ୍ତ  ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026

You Might Also Like