-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||     

HOME   ଜିଲ୍ଲା

ଲର୍କା ଶିଶୁ ମନ୍ଦିର ପରିସରରେ ସଂକୁଳ ସ୍ତରୀୟ ବାର୍ଷିକ କ୍ରୀଡା ଅନୁଷ୍ଠିତ l

24-Nov-2025



ସିନାପାଲି  ( ଚିନ୍ତାମଣି ନେତାମ )
  ନୂଆପଡା ଜିଲ୍ଲା ସିନାପାଲି  ବ୍ଲକ ସଂକୁଳ ସ୍ତରୀୟ ବାର୍ଷିକ କ୍ରୀଡା  ଶ୍ରୀଯୁକ୍ତ ଶିବ ନାରାୟଣ ହୋତାଙ୍କ  କରକମଳରେ ସିନାପାଲି ସଂକୁଳର ଲର୍କା ଶିଶୁମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି l  ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଶଙ୍କରଲାଲ ରାଉତ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ, ସଂକୁଳ ସଂଯୋଜକ ଶ୍ରୀଯୁକ୍ତ ଚରଣ ନେତାମ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ଶିଶୁ ଭାଇ ଭଉଣୀଙ୍କୁ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଶିବ ନାରାୟଣ ହୋତା କ୍ରୀଡାର ମହତ୍ତ୍ୱ ବୁଝାଇଥିଲେ l ପରିଚାଳନା ସମିତିର ସଦସ୍ୟା ଶ୍ରୀମତୀ ପ୍ରିୟବତୀ ଶବର ଉପସ୍ଥିତ ରହି ଭାଇ ଭଉଣୀଙ୍କୁ ମାର୍ଗଦର୍ଶନ କରିଥିଲେ l ଉଦଯାପନୀ ସଭାରେ ଶ୍ରୀଯୁକ୍ତ କାଳିଆ କୃଷ୍ଣ ବାଗ ପ୍ରାନ୍ତ ଗୋସେବା ପ୍ରମୁଖ ଉପସ୍ଥିତ ରହି କୃତିତ୍ବ ଅର୍ଜ୍ଜନ କରିଥିବା ଭାଇ ଭଉଣୀଙ୍କୁ ପୁରସ୍କୃତ କରିଥିଲେ l ଶେଷରେ ଶ୍ରୀଯୁକ୍ତ ଭଗବାନ ଚଲାନ ଧନ୍ୟବାଦ ଜ୍ଞାପନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଆଠଟି ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସମେତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026

You Might Also Like