-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ନୂଆପଡାରେ ବିପୁଳ ବିଜୟ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦୁଝର ରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

24-Nov-2025



କେନ୍ଦୁଝର(ପ୍ରେରଣା ଖବର): ମାନ୍ୟବର ମୁଖ୍ୟମନ୍ତ୍ରୀ କେନ୍ଦୁଝର ଗସ୍ତରେ ଆସିଥିବା ବେଳେ କେନ୍ଦୁଝର ଜିଲ୍ଲା ବାସୀଙ୍କ ପକ୍ଷରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଜିଲ୍ଲାର ବିଭିନ୍ନ ସାମାଜିକ ସଂଗଠନ ର ଶହ ଶହ ପ୍ରତିନିଧି ଦଳୀୟ ନେତା କାର୍ଯ୍ୟକର୍ତ୍ତା ଜନସାଧାରଣ  ମୁଖ୍ୟମନ୍ତ୍ରୀ ଙ୍କୁ ପୁଷ୍ପଗୁଛ ଏବଂ ଉତ୍ତରୀୟ ଦେଇ ସ୍ୱାଗତ ତଥା ସମ୍ବର୍ଦ୍ଧିତ କରିଥିଲେ। ପ୍ରତ୍ୟୁତ୍ତର ରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଉନ୍ନତି ପାଇଁ ଜିଲ୍ଲାବାସୀ ଙ୍କ ସକ୍ରିୟ ସହଯୋଗ କାମନା କରି କହିଲେ ଜିଲ୍ଲାରେ ଇସ୍ପାତ ପ୍ରକଳ୍ପ ସ୍ଥାପନ ସହିତ ଆହୁରି ଅନେକ ଲୋକଭିମୁଖୀ ଜନକଲ୍ୟାଣକାରୀ ଯୋଜନା ଗୁଡିକୁ ଲୋକଙ୍କ ପାଇଁ ସ୍ଥାପନ କରାଯିବ ,ସାଧାରଣ ଲୋକଙ୍କ ଜୀବନଧାରଣ ମାନ  ର ଉନ୍ନତି ପାଇଁ ଯାହାକିଛି ସର୍ବୋଚ ଭାବେ କରାଯିବ  ଏହି କାର୍ଯ୍ୟକ୍ରମ ରେ ବିଜେପି ଜିଲ୍ଲା ସଭାପତି ଶୁକଦେବ ମହାନ୍ତ, ପାଟଣା ବିଧାୟକ ଅଖିଳଚନ୍ଦ୍ର ନାଏକ, ତେଲକୋଇ ବିଧାୟକ ଡା. ଫକୀରମୋହନ ନାଏକ, କେନ୍ଦୁଝରଗଡ଼ ପୌରପାଳିକା ଅଧକ୍ଷା ନିକୁ ସାହୁ,ତଥା ଅନ୍ୟ ନେତୃତ୍ୱ ମାନେ ମଞ୍ଚରେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ କୁ ସଂଯୋଜନା  ପୂର୍ବତନ ନଗର ମଣ୍ଡଳ ସଭାପତି ବିଶ୍ୱଜିତ ତ୍ରିପାଠୀ କରିଥିବା ବେଳେ ବିଜେପି ପ୍ରବକ୍ତା ବିରଜା ମିଶ୍ର ମଞ୍ଚ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like