-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ଜିଲ୍ଲା

*ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଶତବାର୍ଷିକ ପାଳନ ପାଇଁ ଏକତା ପଦଯାତ୍ରା*- *ଯୋଗଦେଲେ ଏମ୍ ପି, ବିଧାୟକ , ଜିଲ୍ଲାପାଳ ଓ ଏସପି*

24-Nov-2025



-ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)                       
 ବୀର ମହାରାଜ ପୁର ଠାରେ  ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଶତ ବାର୍ଷିକୀ ପାଳନ ଉପଲକ୍ଷେ  "ଏକତା ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି l  ଏହା କୁ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂହ ଦେଓ ଯୋଗ ଦେଇ ଶୁଭ ଉଦଘାଟନ କରି ବିକଶିତ ରାଷ୍ଟ୍ର ନିର୍ମାଣ ଓ ଆତ୍ମ ନିର୍ଭର ଶିଳ ଭାରତ ଗଠନ ଲାଗି ଶପଥ ପାଠ କରାଇଥିଲେ l  ସମ୍ମାନିତ ଅତିଥି ଭାବରେ ବୀର ମହାରାଜ ପୁର ବିଧାୟକ ରଘୁନାଥ ଜଗଦଲା, ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ, ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ଶ୍ରୀମତୀ ଅଞ୍ଜଳିନା ପଧାନ, ଡି ଏଫ୍ ଓ ଶ୍ରୀ ମଦନ ଲାଲ୍ ଶର୍ମା, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ଵିନୀ କୁମାର ମେହେର, ବିଜେପି ଜିଲ୍ଲା ସଭାପତି ଶ୍ରୀ ବେଣୁ ଧର ଦାଶ ଯୋଗ ଦେଇ ଏହି ଏକତା ପଦଯାତ୍ରା ରେ ସାମିଲ୍ ହୋଈ ଥିଲେ l ଓ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଭାରତ ବିକାଶ ର ଅବଦାନ କୁ ମନେ ପକାଇବା ର ଦିନ ଟିଏ ବୋଲି ଏଠାରେ ଅନୁଷ୍ଟିତ ଏକ ସଭା ରେ ମତ ପ୍ରକାଶ କରିଥିଲେ l ଆଜି ର ଏହି ପଦଯାତ୍ରା ବୀରମହାରାଜପୁର ମିନି ଷ୍ଟାଡିୟମ୍ ଠାରୁ ଆରମ୍ଭ ହୋଇ ଆମ୍ବେଦକର ଛକ ସ୍ଥିତ ଡ଼. ଭୀମ ରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ - ସ୍ଥାନୀୟ  ମହାବିଦ୍ୟାଳୟ - ଲାତୁରପେଟ ଗାୟତ୍ରୀ ମନ୍ଦିର (ପାନୀୟ ଜଳ / ଓ.ଆର୍.ଏସ୍. ଯୋଗାଣ) - ରଣାପାଲି ଛକ - ଉଫୁଲା ମାଉସୀ ମା ମନ୍ଦିର  ,  ସ୍ଥାନୀୟ  ବସ ଷ୍ଟାଣ୍ଡ ,  ଚମ୍ପାପୁର ଛକ - ଚମ୍ପାମାଲ ଶିବ ମନ୍ଦିର ବାଟେ ଆସି ପରେ ସ୍ଥାନୀୟ  ମିନି ଷ୍ଟାଡିୟମ ଠାରେ ପଦଯାତ୍ରା ସମାପ୍ତ ହୋଇଥିଲା । ଜିଲ୍ଲା କ୍ରୀଡ଼ା ଅଧିକାରୀ, ଶ୍ରୀ ଚିତ୍ତ ରଞ୍ଜନ ମିଶ୍ର, ଡି ଡ଼ବ୍ଲୁ ଓ ଅଚ୍ୟୁତା ନନ୍ଦ ସିଂ, ଜିଲ୍ଲା ସଂସ୍କୃତି ଅଧିକାରୀ, ସୁଶ୍ରୀ ଯମୁନା ପ୍ରଧାନ, ଜିଲ୍ଲା ସଂଯୋଜକ, ମାଇ ଯୁବ ଭାରତ, ସୁବର୍ଣ୍ଣପୁର ଶ୍ରୀ କୃପାସିନ୍ଧୁ ସା, ସି ଇ ଓ ଓରମାସ  ସମୀର କୁମାର ନାଏକ, ଡି ଏସ ଏସ ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ସ୍ମଲ୍ ସେଭିଂ ଅଫିସର ମଙ୍ଗଳ ପଧାନ ମଧ୍ଯ ପଦ ଯାତ୍ରା ରେ ସାମିଲ୍ ହୋଈ ସମସ୍ତ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l ସୁବର୍ଣ୍ଣପୁର ଜିଲ୍ଲା  ଓ ବୀର ମହାରାଜ ପୁର ବ୍ଳକ୍ ସ୍ତରୀୟ ବହୁ ବୁଦ୍ଧିଜିବୀ ଓ ବହୁ ସାମ୍ବାଦିକ  ଉପସ୍ଥିତ ଥିଲେ l ଗତ ୩୧ ତାରିଖ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଟିତ ଗଣ ଦୌଡ଼ ପ୍ରତୀ ଯୋଗିତା ର କୃତୀ ପ୍ରତିଯୋଗୀ ଙ୍କୁ ଓ ଆଜି ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଆୟୋଜିତ ବକ୍ତୃତା, ଡ୍ରଇଂ, ଓ ରଚନା ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଥିଲା l ଆଜି ର ଏହି ଐତିହାସିକ ଦିବସ ରେ ବିଭିନ୍ନ କଳାକାର ମାନଂକ ଦ୍ବାରା ଦଣ୍ଡ ନୃତ୍ୟ କାର୍ଯ୍ଯ କ୍ରମ, ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like