-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ଜିଲ୍ଲା

ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ସ୍ଥଳିରେ ନରସିଂହ; ଡାକ୍ତରଙ୍କ ଦାବି ଯୁକ୍ତିଯୁକ୍ତ, ସରକାର କରନ୍ତୁ ପୁରଣ-ନରସିଂହ ଆୟୁର୍ବେଦ ବିଶ୍ୱ ବିଦ୍ୟାଳୟ ଦାବି କଲେ ନରସିଂହ

24-Nov-2025



ବଲାଙ୍ଗିର- ରାଜ୍ୟର ଆୟୁଷ ଡାକ୍ତର ଦିର୍ଘ ବର୍ଷ ହେଲା ଆନ୍ଦୋଳନ କରୁଛନ୍ତି । ରାଜ୍ୟର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ତାଙ୍କର ସେବା ଓ ସେଥି ପାଇଁ ଦରକାର ହେଉଥିବା ଆନୁସଙ୍ଗିକ ବୈବସ୍ଥା ଉପରେ ସରକାର କ୍ରମାଗତ ଅବହେଳା ଜାରି ରଖିଛି । ଏମିତି ବି ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଓଡିଶା ରାଜ୍ୟ ବହୁତ ପଛୁଆ । ଯଦି ଆୟୁଷ ଡାକ୍ତରଙ୍କ ପ୍ରତି ଏପରି ଅବହେଳା ଜାରି ରହେ ତେବେ ସ୍ୱାସ୍ଥ୍ୟସେବା ଅବସ୍ଥା ଖରାପ ଆଡକୁ ଗତି କରିବ । ସରକାର ଏଥି ପ୍ରତି ସମ୍ବେଦନଶିଳ ହୁଅନ୍ତୁ । ଡାକ୍ତରଙ୍କ ଦାବି ଯୁକ୍ତିଯୁକ୍ତ ଅଟେ । ସେ ସବୁକୁ ଶିଘ୍ର

ପୁରଣ କରନ୍ତୁ ବୋଲି ଆଜି ସ୍ଥାନୀୟ ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମୁଖରେ ସରକାରୀ ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ସ୍ଥଳରେ ପହଂଚି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଆୟୁଷ ଡାକ୍ତରଙ୍କ ସମସ୍ତ ଦାବିକୁ ସେ ପୂର୍ଣ୍ଣ ସମର୍ଥନ କରୁଛନ୍ତି । ସରକାର ଏ ସବୁକୁ ଅଣଦେଖା କରନ୍ତୁ ନାହିଁ । ଏମାନେ ବହୁଦିନରୁ ଦାବି କରୁଛନ୍ତି । ଗତ ସରକାରର ବିଧାନସଭା ଚାଲିଥିବା ବେଳେ ମଧ୍ୟ ଏମାନେ ଏହି ଦାବି ଗୁଡିକୁ ନେଇ ଭୁବନେଶ୍ୱରରେ ଆନ୍ଦୋଳନରତ ଥିଲେ । ତତ୍କାଳିକ ଶାସନ ସଚିବ ଆନ୍ଦୋଳନ ସ୍ଥଳିକୁ ଯାଇ ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ । ଏପରି କି ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ସେ ସମୟର ଲୋଇସିଂହା ବିଧାୟକ ବିଧାନସଭା ଭିତରେ ଏମାନଙ୍କ ସମସ୍ତ ଦାବିକୁ ଯୁକ୍ତିଯୁକ୍ତ କହିବା ସହ ସେସବୁ ପୁରଣ ପାଇଁ ତତ୍କାଳିନ ସରକାରଙ୍କୁ ଅନୁରୋଧ କରିଥିଲେ । ଯେହେତୁ

ସରକାର ଗୋଟିଏ ନିରନ୍ତର ପ୍ରକ୍ରିୟା ତେଣୁ ଡାକ୍ତରଙ୍କ ସମସ୍ତ ଦାବି ପୁରଣ କରି ସ୍ୱାସ୍ଥ୍ୟସେବା ରେ ସୁଧାର ଆଣିବା ନିହାତି ଦରକାର ବୋଲି ଶ୍ରୀ ମିଶ୍ର କହିଛନ୍ତି । ଡାକ୍ତରଙ୍କ ଦାବି ଯଥା ଓପିଏସ୍‌ସି ଜରିଆରେ ନୂତନ ଆୟୁଷ ଡାକ୍ତର ପଦବି ସୃଷ୍ଟି, ଆୟୁଷ ଚିକିତ୍ସା କ୍ଷେତ୍ରରେ ଉଚ୍ଚ ଶିକ୍ଷାର ସୁଯୋଗ ସୃଷ୍ଟି କରା ଯିବା, ହାଇ ସର୍ଜନମାନଙ୍କର ବୃତ୍ତି ଡାଇନାମନିକ ପଦ୍ଧତିରେ ବୃଦ୍ଧି କରାଯିବା, ଆୟୁଷ କଲେଜର ପରିଚାଳନା କମିଟି ପୁନଃ ଗଠନ, ଆୟୁଷ ମନ୍ତ୍ରଣାଳୟର ନିୟମାବଳିକୁ ଓଡିଶା ସରକାର ପାଳନ କରିବା, ରାଜ୍ୟ ସରକାରଙ୍କ ସମସ୍ତ ସ୍ୱାସ୍ଥ୍ୟ ଯୋଜନାରେ ଆୟୁଷ ବିଭାଗକୁ ଅନ୍ତର୍ଭୁକ୍ତ କରିବା ଏବଂ ଏହାର ପ୍ରଚାର ପ୍ରସାର କରିବା, ସ୍ୱତନ୍ତ୍ର ଆୟୁଷ ବିଭାଗ ସ୍ଥାପନ କରିବା । ଯେହେତୁ ଆୟୁର୍ବେଦ ଚିକିତ୍ସା ବର୍ତ୍ତମାନ ସାରା ଦେଶ, ରାଜ୍ୟ ତଥା ଗ୍ରାମାଂଚଳମାନଙ୍କରେ ବେଶ ଆଦୃତ ହେବା ଦେଖାଯାଉଛି । ଅନେକ ଛାତ୍ର ଛାତ୍ରୀ ଆୟୁର୍ବେଦ ଚିକିତ୍ସା ଉପରେ ପାଠ ପଢିବା ତଥା ଗବେଷଣା କରିବା ପାଇଁ ଉତ୍ସାହ ଦେଖାଉଛନ୍ତି । ତେଣୁ  ରାଜ୍ୟସରକାର ଏକ ଆୟୁର୍ବେଦ ବିଶ୍ୱ ବିଦ୍ୟାଳୟ ସ୍ଥାପନ କରନ୍ତୁ ବୋଲି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ମିଶ୍ର ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like