-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଲୋକ ଉତ୍ସବ ବିଳମ୍ବ କାହା ପାଇଁ ?

24-Nov-2025



ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଦେବାଳୟ ଐତିହ୍ୟ ସୁରକ୍ଷା କମିଟି

ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର କଳା ସଂସ୍କୃତିର କେନ୍ଦ୍ର ସ୍ଥଳି ଭାବେ ବେଶ୍ ପରିଚିତ । ଏହି ସହରରୁ ଏବଂ ଗ୍ରାମରୁ କେତେ ଯେ କଳାକାର ପଲ୍ଲୀ ରୁ ଦିଲ୍ଲୀ ପର୍ଯ୍ୟନ୍ତ ନାମ କମାଇଥିବା ବେଳେ ବିଭିନ୍ନ ଜିଲ୍ଲା ଏବେ ଧୁମଧାମରେ ଉତ୍ସବ ପାଳନ ହେଉଥିବା ବେଳେ ରାଜ୍ୟ ସରକାର ଏବଂ ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ୨୦୨୫-୨୬ ବର୍ଷ ବିଭିନ୍ନ ଜିଲ୍ଲା ଉତ୍ସବ ପାଇଁ ଅନୁଦାନ ଆସିଥିବା ବେଳେ ଆଖପାଖ ପଡୋଶି ଜିଲ୍ଲା ଉତ୍ସବ ଆୟୋଜିତ ହେଉଥିବା ବେଳେ କାହିଁକି ଏ ବର୍ଷ ବଲାଙ୍ଗିର ଲୋକମହୋତ୍ସବ ବିଳମ୍ବ ହେଲା କଳାକାର ଓ ବୁଦ୍ଧିଜିବି ବଲାଙ୍ଗିର ରେ ବେଶ୍ ଆଲୋଚନା ହେଉଛି । ପ୍ରତି ବର୍ଷ ଜିଲ୍ଲା ପ୍ରଶାସନ ପ୍ରଥମ କରି ୧୯୯୯ ମସିହାରୁ ନଭେମ୍ବର ପହେଲା ସପ୍ତାହରୁ ମହୋତ୍ସବ ଆୟୋଜିତ ହେଉଥିଲା ଐତିହାସିକ କଳା ମଣ୍ଡପ ପଡିଆରେ । ଏହି ଉତ୍ସବ ପାଇଁ ଗ୍ରାମ କଳାକାର, ବ୍ୟବସାୟି ଲୋକେ ଚାହିଁ ବସିଥାନ୍ତି । କିଛି ବର୍ଷ ହେବ ଜାନୁୟାରୀ ମାସରେ ଆୟୋଜନ ହେଉଛି । ଏ ବର୍ଷ ବିଳମ୍ବ ହେବା ସମ୍ଭାବନା ଥିବା ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ମୁଖ୍ୟମନ୍ତ୍ରୀ ଓ ସାଂସ୍କୃତିକ ମନ୍ତ୍ରୀଙ୍କୁ  ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ଙ୍କ ଜରିଆରେ ଏକ ତିନି ଜଣିଆ କମିଟିର ସଦସ୍ୟ ଯାଇ ମହୋତ୍ସବ ଆୟୋଜନ ପାଇଁ ଦାବି ପତ୍ର ଦେଇଛନ୍ତି । ଆଗକୁ ବିଭିନ୍ନ କଲେଜ ଏବଂ ସ୍କୁଲର ପରୀକ୍ଷା ହେଉଥିବାରୁ ଉତ୍ସବଟି ବାଧା ସୃଷ୍ଟି ହେବ ତେଣୁ ମହୋତ୍ସବ ଶିଘ୍ର ଆୟୋଜନ ପାଇଁ ଦାବି ଜଣାଇଛନ୍ତି । ଦେବାଳୟ ସୁରକ୍ଷା କମିଟି ସଭାପତି ଜୟକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ଶମ୍ଭୁ ପ୍ରସାଦ ଶତପଥି, ପ୍ରଶାନ୍ତ ମହାକୁର ଓ କମିଟିର ସଦସ୍ୟ ଦାବିପତ୍ର ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like