-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||     

HOME   ଜିଲ୍ଲା

ଆଇଡିଏମ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

24-Nov-2025



ବଲାଙ୍ଗୀର: ବଲାଙ୍ଗୀର ବାଗଭାଡ଼ି ଠାରେ ଥିବା ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆଇଡିଏମ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ 'ଅନମୋଲ ରିସ୍ତେ' ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶିକା ସଂଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବରେ ଭୁବନେଶ୍ୱର ସ୍ଥିତ ଓଡ଼ିଶା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ନିର୍ଦ୍ଦେଶକ ପ୍ରଫେସର ଡ. ନଚିକେତା ଖମାରୀ ଶର୍ମା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ। ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ବବିତା ମିଶ୍ର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ପରିଚାଳନା ନିର୍ଦ୍ଦେଶକ ଶଶିଭୂଷଣ ଦୀକ୍ଷିତ ବିଦ୍ୟାଳୟର ଗାରିମା ଓ ବିଭିନ୍ନ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ସଫଳତା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଛାତ୍ର

ଆଦ୍ୟାନ୍ତ ଦୀକ୍ଷିତ, ମନୀଷ ମିଶ୍ର, ଅଧ୍ୟାପକ ଅରବିନ୍ଦ ମିଶ୍ର, ଛାତ୍ରୀ ସୁଶ୍ରୀ ନନ୍ଦିତା,  ଶିକ୍ଷକ ଧନେଶ୍ୱର ଖରସେଲ ମଞ୍ଚ ପରିଚାଳନା କରିଥିଲେ। ନିଶାନ୍ତ ଦୀକ୍ଷିତ ମୁଖ୍ୟ ଅତିଥିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ନିକଟରେ ମେଡିକାଲ ଓ ଆଇଆଇଟିରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ଛାତ୍ରୀ କ୍ରିତିକା ରାଉଳ ଓ ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ବିଦ୍ୟାଳୟ ପକ୍ଷରୁ ମୁଖ୍ୟଅତିଥି ସମ୍ବର୍ଦ୍ଧିତ କରିଥିଲେ। ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ ତଥା ବଲାଙ୍ଗୀରର ବହୁ ବୁଦ୍ଧିଜୀବୀ ଯୋଗ ଦେଇଥିଲେ। ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ, ଅଧ୍ୟାପିକା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026

You Might Also Like