-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଧନ ପାହାଡ଼ରେ ହେବ ରୁଫ୍ ୱେ : ନୃସିଂହନାଥ ଓ ହରିଶଙ୍କର ପର୍ଯ୍ୟଟନ ସ୍ଥଳୀ ଦ୍ବୟକୁ ଆହୁରି ଅଧିକ ଆକାର୍ଷିତ କରାଯିବ

25-Nov-2025



ଲୋକସେବା ଭବନରେ ବରଗଡ଼ର ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଓଡ଼ିଶାର ମୁଖ୍ୟମନ୍ତ୍ରୀ  ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ୍ କରି  ଗନ୍ଧମାର୍ଦ୍ଧନ ପର୍ଯ୍ୟଟନ ସ୍ଥଳୀ ର ବିକାଶ ଉପରେ ଆଲୋଚନା କରିଥିଲେ। ଐତିହାସିକ ଓ ଧାର୍ମିକ ମହତ୍ୱ ରଖୁଥିବା ଗନ୍ଧମାର୍ଦ୍ଧନ ପାହାଡ଼ ର ପ୍ରାକୃତିକ ପରିବେଶ ପ୍ରତି ଆକୃଷ୍ଟ ହୋଇ ପ୍ରତିବର୍ଷ ଲକ୍ଷାଧିକ ସଂଖ୍ୟାରେ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ଓଡ଼ିଶା ଓ ଅନ୍ୟରାଜ୍ୟ ମାନଙ୍କରୁ ନୃସିଂହନାଥ୍ ଓ ହରିଶଙ୍କର କୁ ଆସିଥାନ୍ତି l ଗନ୍ଧମାର୍ଦ୍ଦନର ଗୋଟିଏ ପଟେ ବରଗଡ ଜିଲ୍ଲା ର ନୃସିଂହନାଥରୁ  ଅପର ପାର୍ଶ୍ଵରେ ଅବସ୍ଥିତ ବଲାଙ୍ଗିର ଜିଲ୍ଲାର ହରିଶଙ୍କର ପାହାଡ଼ ଉପରେ ପାଦଚ଼ଳା

ରାସ୍ତାଦେଇ ଲୋକେ ଦୀର୍ଘ ୧୮ କିମି ଅତିକ୍ରମ କରିଥାନ୍ତି ।  ଏଠାରେ ରୁଫ୍ ୱେ ନିର୍ମାଣ ହେଲେ ଏହି ଦୁଇ ତୀର୍ଥ କ୍ଷେତ୍ର  ଓ ପର୍ଯ୍ୟଟନ ସ୍ଥଳି ର ମହାତ୍ଵ ବଡ଼ିବା ସହ  ଆଉ ଅଧିକ ପର୍ଯ୍ୟଟକ ଆକୃଷ୍ଟ ହେବେ | ଏହାଦ୍ଵାରା ବାଣିଜ୍ୟ ବ୍ୟବସାୟ ରେ ଅଧିକ ନିଯୁକ୍ତି ସୃଷ୍ଟି ହେବ । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟ ସରକାର ଖୁବ ଶୀଘ୍ର ଏ ଦିଗରେ  ପଦକ୍ଷପ ନେବେ ବୋଲି ସାଂସଦ ଶ୍ରୀ ପୁରୋହିତଙ୍କୁ କହିବା ସହ ନୃସିଂହନାଥ ରୁ ହରିଶଙ୍କର ରୁଫ୍ ୱେ ର ଡିପିଆର୍ ତୁରନ୍ତ ପ୍ରସ୍ତୁତ କରିବା ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like