-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ନୂଆ ଘୋଷଣା,ଶୃଙ୍ଖଳିତ ଶ୍ରୋତାଙ୍କୁ ପ୍ରଶଂସା ପତ୍ର ପ୍ରଦାନ

25-Nov-2025



ନୂଆପଡ଼ା (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ସିନାପାଲି ବ୍ଲକର ଟିମନପୁର ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିରର ଅନୁଷ୍ଠିତ ହୋଇଥିଲା ।ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ରହି ନିଜ ନିଜ ବିଭାଗର କାର୍ଯ୍ୟଗୁଡ଼ିକ ଉପସ୍ଥାପନ କରିଥିଲେ ଏବଂ ଏହାର ସୁବିଧା ନେଇ ନିଜ ଅଞ୍ଚଳରେ କାମ କରିବାକୁ ତଥା ବାହାର ଅଞ୍ଚଳକୁ ଦାଦନ ନ ଯିବା ପାଇଁ ସଚେତନ କରିଥିଲେ ।ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ଏକ ନୂଆ ଘୋଷଣା କରିଥିଲେ ଯାହାକି ସମସ୍ତଙ୍କୁ ଖୁସି ପ୍ରଦାନ କରିଥିଲେ ।ସଚେତନତା ଶିବିର କାର୍ଯ୍ୟକ୍ରମରେ ଯେଉଁ ଶ୍ରୋତା ଶୃଙ୍ଖଳା ସହିତ ଶିବିରର ଅନ୍ତିମ ସମୟ ପର୍ଯ୍ୟନ୍ତ ସ୍ଥିର  ଭାବରେ ଶୁଣିବ ତାଙ୍କୁ ଜିଲ୍ଲାପାଳ ଶୃଙ୍ଖଳିତ ଶ୍ରୋତା ନାମକ ପ୍ରଶଂସା ପତ୍ର ପ୍ରଦାନ କରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like