-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଛାତ୍ରୀ ସ୍ନେହଲତାଙ୍କୁ ଜିଲ୍ଲାପାଳ କଲେ ଉତ୍ସାହିତ , ବୋର୍ଡ ପରୀକ୍ଷା ପାଇଁ ପ୍ରେରଣା ପ୍ରଦାନ

25-Nov-2025



ନୂଆପଡ଼ା( ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ସିନାପାଲି ବ୍ଲକ ସମଲେଶ୍ଵରୀ ହାଇ ସ୍କୁଲ ଟିମନପୁରର ଦଶମ ଶ୍ରେଣୀ ଛାତ୍ରୀ ସ୍ନେହଲତା ଗହିର ପିତା - ହୃଦାନନ୍ଦ ଓ ମାତା - ଦେବକୀଙ୍କ ଘରକୁ ଯାଇ ଉକ୍ତ ଛାତ୍ରୀ ଙ୍କୁ ଆଗାମୀ ଦଶମ ବୋର୍ଡ ପରୀକ୍ଷାରେ କେମିତି ଭଲ ନମ୍ବର ରଖି ଉତ୍ତୀର୍ଣ୍ଣ ହେବେ ସେଥି ପାଇଁ ଉତ୍ସାହିତ କରିବା ସହ ପ୍ରେରଣା ପ୍ରଦାନ କରିଥିଲେ ।ସମୟାନୁବର୍ତ୍ତିତା ଓ ପଢ଼ିବାର ଉଚିତ୍ ନିର୍ଘଣ୍ଟ ସ୍ଥିର କରି  ଲକ୍ଷ୍ୟ ପଥରେ ଆଗେଇବାକୁ ଶିକ୍ଷକ ଙ୍କ ସହଯୋଗ ନେବାକୁ ଆହ୍ବାନ କରିଛନ୍ତି । ଜିଲ୍ଲାପାଳଙ୍କ ସହ ଉପ ଜିଲ୍ଲାପାଳ ସୁରମି ସୋରେନ,ବି ଡି ଓ କାର୍ମୀ ଓରାମ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରେଶମ ଲାଲ ନାଏକ,ବ୍ଲକ ଉପାଧ୍ୟକ୍ଷା ମୀନା ଘିଭେଲା, ଗୋଷ୍ଠୀ ଶିକ୍ଷା ଅଧିକାରୀ ଯତୀନ୍ଦ୍ର କୁମାର ସେଠ,ଶିକ୍ଷକ ରବୀନ୍ଦ୍ର କୁମାର ମେଣ୍ଡାଲି,ଅଶୋକ କୁମାର ସା,ନୀଳାଦ୍ରି ବିହାରୀ ସୂପ କାର,ତରଣି ସାହୁ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like