-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

*ଯୁଗ୍ମ ଅଭିଯୋଗ ଶୁଣାଣି ବିଷୟରେ ଜନତା କୁ ସୂଚନା ଦେବା ଭୁଲିଗଲେ ସ୍ଥାନୀୟ ପ୍ରଶାସନ?*

25-Nov-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ନୂତନ ମିଶନ ଶକ୍ତି ଗୃହ ର ଶୁଭାରମ୍ଭ କଲେ ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ। ଏବଂ  ଏହି ଗୃହରେ ଆୟୋଜନ କରାଯାଇଥିଲା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର। କିନ୍ତୁ ଆଜି ଯୁଗ୍ନ ଅଭିଯୋଗ ଶୁଣାଣି ଶିବିର ପ୍ରାୟତଃ ଜନ ଶୁନ୍ୟ କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ଆଜି ଅଭିଯୋଗ ଶୁଣିବାକୁ ଜିଲ୍ଲାପାଳ ମହଦାୟଙ୍କ ସହ ଅନେକ ସରକାରୀ କର୍ମଚାରୀ ଉପସ୍ଥିତି ଥିଲେ ହେଲେ ଅଭିଯୋଗ କରିବା ପାଇଁ ଜନତା ଅତି କମ୍ ଥିଲେ ।ମୋଟ ୧୪ଟି ଅଭିଯୋଗ ହୋଇଥିବା ବେଳେ ସେଥିରୁ ୮ ଟି ବ୍ୟକ୍ତିଗତ ଏବଂ ୬ ଟି ଗୋଷ୍ଠୀ ଗତ ସମସ୍ୟା ଥିଲା। ମୁଖ୍ୟସମସ୍ୟା ଗୁଡିକ ଯଥା ଡାବୁଗାଁ ପଞ୍ଚଯାତରେ ଆଜିକୁ ୪ବର୍ଷ ହେବ କୌଣସି ଉନ୍ନ୍ନତି ମୂଳକ କାର୍ଯ୍ୟ ହୋଇ ପାରୁନାଇଁ ସରକାରଙ୍କ ତରଫରୁ ବୋଲି ଡାବୁଗାଁ ସରପଞ୍ଚ ଅଭିଯୋଗ ଆଣି ଥିଲେ। ଏଭଳି କେଲିଆ ମନ୍ଦିରରେ ମୁତନ ମଣ୍ଡପ ଗୃହ ପାଇଁ ପ୍ରଶାସନର ସାହାଯ୍ୟ ପାଇଁ କମିଟି ତରଫରୁ ଲିଖିତ ଅଭିଯୋଗ ହୋଇଥିଲା। ତତ୍ ସଙ୍ଗେ  ଡାବୁଗାଁ ମଇଦଲପୁର ରାସ୍ତାରେ ବଷ୍ଟାଣ୍ଡ ନିକଟରେ ଡ୍ରେନ ପାଇଁ ଦାବି କଲେ ମହିଳା ମାନେ,ଡାବୁଗାଁ ମୁଖ୍ୟ ରାସ୍ତା ଚାରିଛକରେ ହାଇମାସ ଲାଇଟ ଅଚଳ ଭଳି ବିଭିନ୍ନ ସମସ୍ୟା ବିଷୟରେ ଆଜି ଅଭିଯୋଗ ହୋଇଛି। କିନ୍ତୁ ଜନସାଧାରଙ୍କୁ ପୂର୍ବରୁ  ଯୁଗ୍ମ ଅଭିଯୋଗ ବିଷୟରେ ଡାକବାଜି ଯନ୍ତ୍ର ଦ୍ୱାରା ସୂଚନା ଦେଇଥିଲେ ଆହୁରି ଅଧିକ ଲୋକଙ୍କ ଅଭିଯୋଗ ଆସି ପାରିଥାନ୍ତା ଓ ଲୋକେ ଉପକୃତ ହୋଇପାରିଥାନ୍ତେ ବୋଲି ବୁଦ୍ଧିଜିବୀ ମହଲରେ ଆଲୋଚନା ହେଉଛି।। ବ୍ଲକ ସ୍ତରୀୟ ଅଧିକାରୀମାନେ ଯୁଗ୍ନ ଅଭିଯୋଗ ଶୁଣାଣି ବିଷୟରେ ସ୍ଥାନୀୟ ଜନସାଧାରଣ ଙ୍କୁ କୌଣସି ସୂଚନା ଦେଇ ନ ଥିବା ଅଭିଯୋଗ ହେଉଛି  ।

ଆଜିର ଜନଶୁଣାଣୀ କାର୍ଯ୍ୟରେ କେବଳ ସରକାରୀ ବାବୁମାନେ ଏଵଂ ସ୍ଥାନୀୟ କିଛି ପ୍ରମୁଖ ବ୍ୟକ୍ତି ଉପସ୍ଥିତି ଥିଲେ। ବ୍ଲକରେ ନିଜନିଜ କାମ ପାଇଁ ଆସିଥିବା କିଛି ନିରୀହ ବୃଦ୍ଧା ବୃଦ୍ଧ ଙ୍କୁ ମିଟିଂ ଗୃହରେ ବସାଇ ଆଜିର କାର୍ଯ୍ୟକ୍ରମକୁ ଅଧିକାରୀ ମାନେ ସମାପ୍ତ କରି ଦେଇ ଥିବା ଗୁଜବ  ହେଉଛି। *ଅବ୍ୟବସସ୍ଥା ଘେରରେ ଚାଲିଛି ଡାବୁଗାଁ ବ୍ଲକ ରେ ବିକାଶ ମୂଳକ କାମ*। ସଠିକ୍ ଜନ ଶୁଣାଣୀ ହେଲେ, ପ୍ରକୃତ ସମସ୍ୟା ଗୁଡ଼ିକ କଣ ଏବଂ ଏହାର ସମାଧାନର ବାଟ ବାହାରି ପାରିବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି। ଏହି ବିଷୟ ଉପରେ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କ ଦୃଷ୍ଟି ପଡ଼ିଲେ  ଡାବୁଗାଁ ବ୍ଲକ ର ବିକାଶ ହଇ ପାରନ୍ତା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like