-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ବ୍ରିଜ ତଳକୁ ଖସିଲା ବସ, ୧୪ଯାତ୍ରୀ ଆହତ,୫ଜଣଙ୍କୁ ବୁର୍ଲା ସ୍ଥାନାନ୍ତରିତ

25-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ଭୋର ସକାଳେ ଏକ ଯାତ୍ରୀବାହୀ ବସ ରାସ୍ତାରେ ଯାଉଥିବା ବେଳେ ହଠାତ ବ୍ରିଜ ତଳକୁ ଖସି ପଡିଲା ଫଳରେ ବସରେ ଥିବା ପ୍ରାୟ ୪୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୪ଜଣ ଗୁରୁତର ଆହତ ହୋଇଥିବା ବେଳେ ୫ଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି ।ଘଟଣାଟି ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ପାଖ ସିଂହୀଯୁବା ଠାରେ।  ଖବରରୁ ପ୍ରକାଶ ଯେ ଭୁବନେଶ୍ବରରୁ ପଦ୍ମପୁର ଦୀପ୍ତିପୁରକୁ ଯାଉଥିବା ଭୋଲାନାଥ ବସ OD31K9099 ସକାଳ ସାଢେ ପାଞ୍ଚଟା ବେଳକୁ ବସଟି ସିଂହୀଯୁବା ନାଳ ବ୍ରିଜରେ ଧକ୍କା ହୋଇ ନାଳ ତଳକୁ ଓଲଟି ପଡିଥିଲା।

ଗାଡ଼ି ଧକ୍କା ହୋଇ ଓଲଟି ପଡ଼ିବାର ଶଦ୍ଧ ହେବାପରେ ଆଖ ପାଖ ଲୋକେ ଘଟଣା ସ୍ଥଳକୁ ଆସି ଯାତ୍ରୀଙ୍କୁ ଉଦ୍ଧାର କରିବାରେ ଲାଗି ପଡ଼ି ଅଗ୍ନିଶମ ବିଭାଗ ଓ ପୋଲିସ ବିଭାଗ,ସ୍ୱାସ୍ଥ୍ୟ ବିଭାଗକୁ ଖବର ଦେଇଥିଲେ। ତ୍ୱରିତ ଅଗ୍ନିଶମ ବିଭାଗ କର୍ମଚାରୀ ଓ ଆମ୍ବୁଲାନ୍ସ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ବିନିକା ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କରାଯାଇଥିଲା। ବସରେ  ଯାତ୍ରୀ ସଂଖ୍ୟା ପାଖାପାଖି ଚାଳିଶ ଥିବା ବେଳେ ସେଥିରୁ ପ୍ରାୟ ୧୪ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ଗୁରୁତର ଥିବାବେଳେ ସେମାନଙ୍କୁ ବୁର୍ଲା ମେଡିକାଲକୁ  ସ୍ଥାନାନ୍ତର କରାଯାଇଛି। ବିନିକା ଡାକ୍ତରଖାନାକୁ ସୁବର୍ଣ୍ଣପୁର  ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ପହଞ୍ଚି ଆହତଙ୍କ ଅବସ୍ତା ଦେଖି ସମସ୍ତ ସୁବିଧା ପାଇଁ ପଦକ୍ଷେପମାନ ଗ୍ରହଣ କରି ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ଡାକ୍ତରଖାନା କର୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଆଜି ଅତ୍ୟନ୍ତ ଘନ କୁହୁଡି ଥିବାରୁ ବୋଧେ ଏପରି ଦୁର୍ଘଟଣା ଘଟି ଥାଇପାରେ ବୋଲି ଅନୁମାନ କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like