-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଦ୍ବାଦଶ ତମ ବାର୍ଷିକ ବିଜ୍ଞାନ ମେଳା, ହସ୍ତ କର୍ମ, ଓ ମୀନା ବଜାର ଅନୁଷ୍ଠିତ 

25-Nov-2025



କଟକ(ପ୍ରେରଣା ଖବର): ବକ୍ସି ବଜାର ସ୍ଥିତ ନାୟକ ସାହି ଠାରେ ଥିବା ଶ୍ରୀ ମା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଦ୍ଵାଦଶ ତମ ବାର୍ଷିକ ବିଜ୍ଞାନ ମେଳା, ହସ୍ତ କର୍ମ ଓ ମୀନା ବଜାର ଅନୁଷ୍ଠିତ ହୋଇଯାଇଅଛି। ବିଶିଷ୍ଟ ସମାଜସେବୀ ସନ୍ୟାସ୍ନୀ ବିଦ୍ୟୁତ୍ କୁମାରୀ ଲାଲା ଏହି କାର୍ଯ୍ୟକ୍ରମକୁ ଉଦ୍ ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଶିଷ୍ଟ ସମାଜସେବୀ ତଥା ଅଧ୍ୟାପକ ଶ୍ରୀଯୁକ୍ତ କିଶୋରଚନ୍ଦ୍ରଦାସ, ଅଧ୍ୟାପକ ଶ୍ରୀଯୁକ୍ତ ଖିରୋତ କୁମାର ସାହୁ .ଅଧ୍ୟାପକ ଅଶୋକ କୁମାର ପଣ୍ଡା, ଅଧ୍ୟାପକ ଶ୍ରୀଯୁକ୍ତ ପ୍ରକାଶକୁମାର ମହାନ୍ତି, ଶିକ୍ଷାବିତ୍ ଶ୍ରୀଯୁକ୍ତ ଗଜେନ୍ଦ୍ରକୁମାର ପାଣି ଯୋଗଦାନ କରି କୁନି ବୈଜ୍ଞାନିକ ମାନଙ୍କ ପ୍ରକଳ୍ପ ବୁଲି ଦେଖି ପ୍ରଶଂସା କରିଥିଲେ।ଏଥିରେ ୪୭ଟି ବିଜ୍ଞାନଭିତ୍ତିକ ପ୍ରକଳ୍ପ ୧୮ଟି ହ୍ରସ୍ତକ୍ରମ ଓ ୧୨ ଜଣ ମୀନାବଜାର ରେ ଭାଗ ନେଇଥିଲେ,.
ଦ୍ୱିତୀୟ ଅଧିବେଶନରେ  ସ୍ତମ୍ବକାର, ସାହିତ୍ୟିକl ସମାଜ ସେବୀ ଶ୍ରୀମତୀ ମୀରାବେଉରାଙ୍କ ଅଧ୍ଯକ୍ଷତାରେ ଶିକ୍ଷାବିତ୍ ଶ୍ରୀଯୁକ୍ତଗୋପୀନାଥ ସାମଲ, ଶିକ୍ଷାବିତ୍ ହୃଷିକେଶ ବିଶ୍ୱାଳ ଶ୍ରୀମତୀ ବିନୋଦିନୀ ପେଣ୍ଠୋଇ, ଶ୍ରୀମତୀ ସୌଭାଗ୍ୟ ସ୍ମିତା ଜେନା, ଶ୍ରୀମତୀ ରୂପସୀ ମହାପାତ୍ର କୃତି ଛାତ୍ର ଓ ଛାତ୍ରୀମାନଙ୍କୁ ପୁରସୃତ କରିଥିଲେ | ଏହି କାର୍ଯ୍ୟକ୍ରମ ର ପ୍ରାରମ୍ଭରେ ବିଦ୍ୟାଳୟ ର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ପଙ୍କଜିନୀ  ପରିଡ଼ା ଅତୀଥି ପରିଚୟ ପ୍ରଦାନ କରିଥିଲେ,ସମ୍ପାଦକ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ପରିଡା ଧନ୍ୟବାଦ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ଶିକ୍ଷକ ସାହାଯ୍ୟ ଓ ସହଯୋଗ କରିଥିଲେ ।ଏହିଅଞ୍ଚଳରୁ ବହୁଲୋକ ଆସି ଏହି ମେଳା କୁ ବୁଲି ଦେଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like