-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଲିଙ୍ଗଗତ ହିଂସା ସଚେତନତା କାର୍ଯ୍ୟକ୍ରମ

25-Nov-2025



କଟକ(ପ୍ରେରଣା ଖବର): ଜିଲ୍ଲା ସାମାଜିକ କଲ୍ୟାଣ ବିଭାଗ ଏବଂ ନାରୀସେବା ସଂଘର ମିଳିତ ଆନୁକୂଲ୍ୟରେ ଆଜି ମଙ୍ଗଳବାର ଦିନ ଲିଙ୍ଗଗତ ହିଂସା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମହିଳା ମାନଙ୍କର ଏକ ଶୋଭାଯାତ୍ରା ଜିଲ୍ଲାପାଳ କାର୍ଯ୍ୟାଳୟରୁ ବାହାରି ବିଭିନ୍ନ ରାସ୍ତା ଅତିକ୍ରମ କରି ମହିଳା ନିର୍ଯ୍ୟାତନା ଓ ହିଂସାକାଣ୍ଡ ବିରୁଦ୍ଧରେ ସଚେତନ ବାର୍ତ୍ତା ପ୍ରଚାର କରିଥିଲେ l ସାମ୍ପ୍ରତିକ 

ସମାଜରେ ଲିଙ୍ଗଗତ ହିଂସା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ମହିଳାମାନେ ନାନା ନିର୍ଯ୍ୟାତନାର ଶିକାର ହେଉଛନ୍ତି l ତେଣୁ ସମାଜରେ ଏହା ବିରୁଦ୍ଧରେ ସଚେତନ ସୃଷ୍ଟି କରିବା ପାଇଁ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି l ଅତିରିକ୍ତ ଜିଲ୍ଲାପାଳ ଇପ୍ ସୀତା ପ୍ରିୟଦର୍ଶିନୀ ମିଶ୍ର ଲିଙ୍ଗଗତ ହିଂସା ସଚେତନ ଶୋଭାଯାତ୍ରାକୁ ଉଦଘାଟନ କରି କହିଲେ ପ୍ରତ୍ୟେକ ମହିଳା ମାନେ ସଚେତନ ହୋଇ ହିଂସା ବିରୁଦ୍ଧରେ ସ୍ୱର ଉତ୍ତଳନ କରନ୍ତୁ l ମହିଳା ମାନେ ପୁରୁଷ ବହୁଳ ସମାଜରେ କୌଣସି ଗୁଣରେ କମ ନୁହନ୍ତି l ମହିଳା ମାନେ ଶିକ୍ଷିତ ହେଲେ ସମାଜ ଶିକ୍ଷିତ ହୋଇ ମହିଳା ହିଂସାକାଣ୍ଡ ଲୋପ ପାଇବ l ତେଣୁ ପ୍ରତ୍ୟେକ ମହିଳା ମାନେ ଏହା ବିରୁଦ୍ଧରେ ଜନମତ ସୃଷ୍ଟି କରିବା ପରେ ଏଡିଏମ ଶ୍ରୀମତୀ ମିଶ୍ର ଆୱାନ ଦେଇଥିଲେ l ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ ରଶ୍ମିତା ମହାନ୍ତି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ l ନାରୀସେବା ସଂଘ ପକ୍ଷରୁ ଆଭା କାନନଗୋ, ଇନ୍ଦିରା ଅରୋରା, ଅଧ୍ୟାପିକା ମୀରା ବେଉରା, ଏଫ୍ ସି ସି  କାଉନସିଲର ସରୋଜିନୀ ଓଝା, ଅମ୍ବିକା ପଲେଇ , ସୂପର୍ଣ୍ଣl ବେହେରା ସ୍ବର୍ଣ୍ଣମୟୀ ଦାସ ପ୍ରମୁଖ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ l ଅଧ୍ୟାପିକା ମୀରା ବେଉରା ଏହି ସଚେତନତା କାର୍ଯ୍ୟକ୍ରମର ସମ୍ପର୍କରେ ନିଜର ପ୍ରତିକ୍ରିୟା ଦେଇ କହିଲେ କଟକ ସମେତ ରାଜ୍ୟରେ ଶହ ଶହ

ମହିଳା ମାନଙ୍କର ଅବସ୍ଥା ଏବେ ଏମିତି ସେମାନେ ହିଂସାକାଣ୍ଡ କୁ ବିରୋଧ କଲେବି କେହି ଶୁଣିବାକୁ ନାହିଁ l ଝିଅ ଜନ୍ମ ମଧ୍ୟବିତ୍ତ ଓ ଗରିବ ପରିବାରର ଏକ ଅଭିଶାପ ବୋଲି ବର୍ତ୍ତମାନ ମନେ କରାଯାଉଛି l ଯାହା ଫଳରେ ଝିଅଟି ନାନା ହିଂସାକାଣ୍ଡ ଭୋଗିବାକୁ ପଡୁଛି l ତେଣୁ ଭାବଧାରକୁ ପରିବର୍ତ୍ତନ କରି ସଚେତନତା ସୃଷ୍ଟି ହେଲେ ଲିଙ୍ଗଗତ ହିଂସାକାଣ୍ଡ ରୋକା ଯାଇ ପାରିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like