-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

*ପ୍ରଜ୍ଞା ଭାରତୀ ଆବାସିକ ବିଦ୍ୟାଳୟ ର କୃତୀ ଛାତ୍ର ଛାତ୍ରୀ ଙ୍କୁ ବିଦ୍ୟା ବିକାଶ ସମ୍ବଲପୁର ପକ୍ଷରୁ ସମ୍ବର୍ଦ୍ଧନା*-

25-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର  ପ୍ରଜ୍ଞା ଭାରତୀ ଆବାସିକ ବିଦ୍ୟାଳୟ  ଠାରେ ବିକାଶ  ଏପ୍ଟିଚିୟୁଟ (ଜ୍ଞାନ କୌଶଳ) ପରୀକ୍ଷାରେ କୃତିତ୍ବ ଅର୍ଜନ କରିଥିବା ବିଦ୍ୟାଳୟର  ୧୦  ଜଣ କୃତି ଛାତ୍ର ଛାତ୍ରୀ  ଙ୍କୁ ମାନପତ୍ର ଓ ମୋମେଣ୍ଟୋ ପ୍ରଦାନ ପୂର୍ବକ ସମ୍ୱର୍ଦ୍ଧିତ କରାଯାଇଥିଲା l ବିଦ୍ୟା ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ଶାସନ ସମ୍ବଲପୁର  ଦ୍ୱାରା ଆୟୋଜିତ ଏହି ସମ୍ବର୍ଦ୍ଧନା ଉତ୍ସବ ରେ ଅତିଥି ଭାବରେ ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଜିଲ୍ଲା ଶାଖା ସଭାପତି  ମନୋରଞ୍ଜନ ତ୍ରୀପାଠୀ , ସ୍କୁଲ୍ ର ପ୍ରଧାନ ଶିକ୍ଷକ ଶ୍ରୀ ରମେଶ ନାଏକ , ବିଦ୍ୟା ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଟ ର ମାର୍କେଟିଂ ମ୍ୟାନେଜର ଶ୍ରୀ ସୁବଳ ପଧାନ  ଯୋଗ ଦେଇ କୃତିତ୍ବ ଅର୍ଜନ କରିଥିବା ଜ୍ଞାନ କୌଶଳ ପରୀକ୍ଷାର କୃତି ଛାତ୍ର ଛାତ୍ରୀ ଙ୍କୁ ମାନପତ୍ର ପ୍ରଦାନ୍ କରି ସମ୍ବର୍ଧିତ କରିଥିଲେ l ପିଲା ମାନଙ୍କ ଏକାଗ୍ରତା, କ୍ୟାରିୟର, ଓ ଆତ୍ମବିଶ୍ଵାସ ବୃଦ୍ଧି ଉପରେ ଅନେକ ଉଦାହରଣ ଦେଇ ଅତିଥି ମାନେ  ଉତ୍ସାହିତ କରି ଥିଲେ l  ବିକାଶ ଗ୍ରୁପ  ର ପୀୟୁଷ ସିଂହ,  ମିଷ୍ଟର ଜନସନ ଯୋଗ ଦେଇ  ସହଯୋଗ କରିଥିଲେ ଲ

ଅନିତା ମେହେର, ସତ୍ୟ ଜିତ ପଧାନ, ଶ୍ରୀୟା ରାଣୀ ପଧାନ,  ଅଙ୍କୁଶ ମେହେର, ଅଙ୍କିତା ପ୍ରଧାନ, ସୁଶିଲ ପଧାନ, ଶୁଭମ୍ ତରିଆ, ନିଶା ରାଣୀ ସେଠି, ସିଲୁ ସାହୁ, ଜ୍ୟୋତିର୍ମୟ ମହାକୁଡ ପ୍ରମୁଖ ୧୦ ଜଣ ଛାତ୍ର ଛାତ୍ରୀ ଙ୍କୁ  ସମ୍ବର୍ଧିତ କରାଯାଇଥିଲା l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ରମେଶ ନାଏକ ଙ୍କୁ ବିକାଶ ଗ୍ରୁପ ପକ୍ଷରୁ ଅତିଥି ଶ୍ରୀ ତ୍ରିପାଠୀ ଙ୍କ ଦ୍ବାରା ଗରୁ ଶ୍ରେଷ୍ଠ ସମ୍ମାନ ରେ ସମ୍ବର୍ଧିତ କରାଯାଇଥିଲା l ୮୨ ବର୍ଷ ବୟସ ରେ ବି ଗୋଟେ ପ୍ରତିଷ୍ଠିତ ବିଦ୍ୟାଳୟ ର ଗୁରୁ ଦାୟିତ୍ବ ବହନ ସହ ଶିକ୍ଷା ଦାନ କରୁଥିବା ବିଷୟ ଓ ଶ୍ରୀ ନାୟକ ଙ୍କ ଦୃଢ଼ ମନୋବଳ କୁ  ଶ୍ରୀ ତ୍ରିପାଠୀ ଭୂୟସୀ ପ୍ରଶଂସା କରି ଯୁବ ପିଢ଼ି ଙ୍କ ପାଇଁ ଶ୍ରୀ ନାୟକ ଏକ ଅନନ୍ୟ ଉଦାହରଣ ବୋଲି କହି ଥିଲେ  l ଏହି ପରୀକ୍ଷା ରେ ସେଣ୍ଟ ଆନି କନଭେଣ୍ଟ ସ୍କୁଲ ର ୫ ଜଣ ଓ କିଡ୍ସ ଇଂଲିଶ ମିଡିଅମ୍ ସ୍କୁଲ ର ୩ ଜଣ କୃତି ଛାତ୍ର ଛାତ୍ରୀ ଙ୍କୁ ମଧ୍ଯ  ସମ୍ବର୍ଧିତ କରାଯାଇ ଉତ୍ସାହିତ କରା ଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like