-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ ସ୍ତରୀୟ ପରାମର୍ଶ ଦାତା ଓରିଏନଟେସନ

25-Nov-2025



ବିନିକା  ବ୍ଳକସ୍ତରୀୟ ଜୁନିଅର୍ ରେଡକ୍ରସ କାଉନ୍‌ସେଲର୍ ପ୍ରଶିକ୍ଷଣ ଶିବିର ଆୟୋଜିତ 
ବିନିକା, ତା.୨୫/୧୧:ନିକା ବ୍ଳକ୍ ର ବ୍ରଜ ବିହାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ଶଙ୍କରା ରେ ଆଜି (ତା ୨୫.୧୧.୨୦୨୫)  ରେ ଆୟୋଜିତ ହୋଇଯାଇଛି।  ଜିଲ୍ଲା ଜୁନିୟର ରେଡ କ୍ରସ୍ ଅଫିସର  ରବିଚନ୍ଦ୍ର ପଶାୟତ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ଦିନିକିଆ ଦିଗଦର୍ଶନ ଶିବିର ର ଉଦଘାଟନୀ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହେମସାଗର କାଲସେ ଏବଂ ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ  ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପଣ୍ଡା, ବରିଷ୍ଠ ସଂସ୍କୃତ ଶିକ୍ଷକ ସୁଶୀଲ ବିଶି ଯୋଗ ଦେଇଥିଲେ  । ବିଦ୍ୟାଳୟର ପ୍ରଧାନଶିକ୍ଷକ ଦେବାଶିଷ ମହାରଣାଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି ସଭାରେ ବ୍ଲକ ସଂଯୋଜକ  ଶ୍ରୀଯୁକ୍ତ ପବିତ୍ର ବାରିକ  ସ୍ଵାଗତ  ଭାଷଣ ଦେଇଥିଲେ। Resource person ହୃଷିକେଷ ଡାଙ୍ଗ ସଭା ପରିଚାଳନା କରିଥିଲେ ଏବଂ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଭକ୍ତରାମ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । 

ରେଡକ୍ରସର ଇତିହାସ, ବିପର୍ଯ୍ୟୟ ପରିଚାଳନା, ରକ୍ଷକ, ବିଦ୍ୟାଳୟ କାର୍ଯ୍ୟକଳାପ ଓ ପ୍ରାଥମିକ ଚିକିତ୍ସା ଉପରେ ସାଧନ କର୍ମୀ 
ହୃଷିକେଶ ଡାଙ୍ଗ, ନିମାଇଁ ଚରଣ ମଲ୍ଲିକ, ଶେଷଦେବ ଛତ୍ର, ତପସ୍ଵିନୀ ଦାସ ପ୍ରଶିକ୍ଷଣ ଦେଇଥିଲେ ।


ଏହି ପ୍ରଶିକ୍ଷଣ ଶିବିରରେ ବ୍ଳକର ୩୩ ଗୋଟି ବିଦ୍ୟାଳୟର କାଉନ୍ସେଲର ଭାଗ ନେଇଥିଲେ । ବିଦ୍ୟାଳୟର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ  ଏବଂ ରେଡକ୍ରସ ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମ ରେ ସକ୍ରିୟ ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

ଏହି ପ୍ରଶିକ୍ଷଣ ଶିବିରରେ ବ୍ଳକର ୩୩ ଗୋଟି ବିଦ୍ୟାଳୟର କାଉନ୍ସେଲର ଭାଗ ନେଇଥିଲେ । ବିଦ୍ୟାଳୟର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ  ଏବଂ ରେଡକ୍ରସ ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମ ରେ ସକ୍ରିୟ ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like