-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ପିକଅପ ଗାଡି ସହ ଗଞ୍ଜେଇ ଜବତ୍, ୨ଅଭିଯୁକ୍ତ କୋର୍ଟ ଚାଲାଣ

25-Nov-2025



କଣ୍ଟାମାଳ(ଜୟକୁମାର ମହାରଣା): କଣ୍ଟାମାଳ ଥାନା ପଛପଟ କଣ୍ଟାମାଳ ହାଇସ୍କୁଲ ପଡିଆରୁ ଏକ ଟାଟା ଏସିଇ ପିକଅପ ଗାଡି ସହ ୬୦ କେଜି ଗଞ୍ଜେଇ ଜବତ୍ କରିଛି କଣ୍ଟାମାଳ ପୁଲିସ  l ମାମଲାରେ ଗିରଫ ୨ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ପୁଲିସ ସୂତ୍ରରୁ ପ୍ରକାଶ | ମିଳିଥିବା ସୂଚନା ଅନୁଯାୟୀ  କଣ୍ଟାମାଳ ଥାନାଧିକାରୀ ରଞ୍ଜିତ କୁମାର ମୁନିଙ୍କ ନତୃତ୍ୱରେ ଏକ ପୋଲିସ ଟିମ ପେଟ୍ରୋଲିଙ୍ଗ କରୁଥିବା ସମୟରେ  ଥାନା ପଛପଟ ତଥା କଣ୍ଟାମାଳ ହାଇସ୍କୁଲ ସମ୍ମୁଖ ପଡିଆରୁ ଏକ ଟାଟା ଏସିଇ ପିକଅପ ଗାଡି ନମ୍ବର ଓଡ଼ି ୩୧ଏଲ -୬୯୩୬କୁ ସନ୍ଦେରେ ଅଟକାଇ ଯାଞ୍ଚ କରିଥିଲା  l   ଯାଞ୍ଚ ସମୟରେ ଗାଡି ଭିତରୁ  ଗଞ୍ଜେଇ ଜବତ୍ କରିଥିବାବେଳେ ଘଟଣାରେ ୨ଅଭିଯୁକ୍ତଙ୍କୁ ଗିରଫ କରିଥିଲା କଣ୍ଟାମାଳ ପୁଲିସ l ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇ କୁ ଓଜନ କରିବାରୁ ତାହାର ଓଜନ ୬୦କେଜି ହୋଇଥିଲା  l  ଗିରଫ ଅଭିଯୁକ୍ତମାନେ ମନମୁଣ୍ଡା ଥାନା ପଲସାଗୋରା ଗ୍ରାମର  ଧ୍ରୁବ ଚରଣ ନାୟକ ଓ ଅର୍ଜୁନ ନାୟକ ବୋଲି ତଦନ୍ତରୁ ଜଣାପଡିଥିଲା  l   ଏ ସମ୍ପର୍କରେ କଣ୍ଟାମାଳ ଥାନାରେ  କେସ ନମ୍ବର ୨୪୭/୨୫ରେ ଏକ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଥିବା ନେଇ କଣ୍ଟାମାଳ ଥାନାଧିକାରୀ  ରଞ୍ଜିତ କୁମାର ମୁନି ସୂଚନା ଦେଇଛନ୍ତି  |


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026

You Might Also Like