-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ପରିସରରେ ଜାତୀୟ ପୋଲିଓ ଦିବସ ର ଶୁଭାରମ୍ଭ

31-Jan-2021



ବଲାଙ୍ଗିର,(ପ୍ରେରଣା ଖବର): ଆଜି ଜାତୀୟ ଟୀକାକରଣ ପୋଲିଓ ଦିବସ ବଲାଙ୍ଗିର ଜିଲ୍ଲା ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ପରିସରରେ ଜାତୀୟ ପୋଲିଓ ଦିବସର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାପାଳ  ଚଂଚଳ ରାଣା ଏବର୍ଷ ର ଜିଲ୍ଲା  ପୋଲିଓ ଅଭିଯାନ କୁ ଉଦଘାଟନ କରି ପାଞ୍ଚ ବର୍ଷ ରୁ କମ ଶିଶୁ ମାନଙ୍କୁ ପୋଲିଓ ଖୁଆଇଥିଲେ l

ଦିନ ଥିଲା ପୋଲିଓ ରୋଗ ଏକ ମହାମାରୀ ପରି ବ୍ୟାପି ଚାଲିଥିଲା। ଜୀବନ ନେଉନଥିବା ଭଳି ବିକଳାଙ୍ଗ କରି ଦେଉଥିଲା ମଣିଷଙ୍କୁ। ପରେ କ‌ରୋନା ପରି ଏହାକୁ ନିୟନ୍ତ୍ରଣ କରିବା ପାଇଁ ଆରମ୍ଭ ହୋଇଥିଲା ଟୀକାଦାନ ଅଭିଯାନ । ଯାହାକି ରୋଗ ନିୟନ୍ତ୍ରଣରେ ସକ୍ଷମ ହୋଇଛି। ତଥାପି ଆଜି ଲୋକେ ଏହାକୁ ନେଇ ସଂପୂର୍ଣ୍ଣ ସଚେତନ ହୋଇ ନାହାନ୍ତି ବୋଲି ଜିଲ୍ଲାପାଳ ଶ୍ରୀ ରlଣା ମତ ଦେଇଥିଲେ l
ସୂଚନା ଅନୁସାରେ ପ୍ରାୟ ପ୍ରତି ଗାଁରେ ଗୋଟିଏ ଦିନ ପୋଲିଓ ବୁଥରେ ଟୀକାଦାନ ହୋଇଥିବା ବେଳେ ଅନ୍ୟ ଦୁଇ ଦିନ ଆଶା,ଅଙ୍ଗନୱାଡିକ କର୍ମୀ ଓ ସ୍ବାସ୍ଥ୍ୟକର୍ମୀ ଘରକୁ ଘର ବୁଲି ଆଜି ଠୁଁ  ଟୀକା ପ୍ରଦାନ କରିବେ । ଏହି ଅଭିଯାନ ବର୍ଷକୁ ୩ ଦିନ ଧରି ଅନୁଷ୍ଠିତ ହେଉଥିଲେ ବି ଅନେକ ‌ଲୋକ ଟୀକା କର୍ମଚାରୀଙ୍କ ଘରକୁ ବାରଣ କରୁଥିବା ବେଳେ ପୋଲିଓ ବୁଥକୁ ଆସୁନାହାନ୍ତି। ଏପରିକି ପୋଲିଓ ଦ୍ବାରା ଶିଶୁ ଅସୁସ୍ଥ ହେବା ଭୟରେ ଅନେକ ଏଥିରୁ ନିବୃତ ରହୁଛନ୍ତି। ତେଣୁ ଏହି ଅଭିଯାନ ମାଧ୍ୟମ ରେ ପ୍ରତ୍ୟେକ ପରିବାର ର ପାଞ୍ଚ ବର୍ଷ ରୁ କମ  ଛୋଟ ଶିଶୁ ମାନଙ୍କୁ ସାମିଲ କରି ଅଭିଯାନ କୁ ବଳିଷ୍ଠ କରିବା ଆବଶ୍ୟକ ରହିଛି l ତେଣୁ ଏହାକୁ ସମସ୍ତ ପରିବାର ମାନଙ୍କ ସହଯୋଗ କରିବା ଆବଶ୍ୟକ ବୋଲି ଶ୍ରୀ  ରlଣl ଘୋଷଣା  କରିଥିଲେ l

ଉକ୍ତ ଅଭିଯାନ କାର୍ଯ୍ୟକ୍ରମ ରେ ବଲାଙ୍ଗୀର ଜିଲ୍ଲା ଜିଲ୍ଲାପାଳ ଶ୍ରୀଯୁକ୍ତ ଚଞ୍ଚଳ ରାଣା, ଡ଼ା ସୁଭାଶିଷ ମହାନ୍ତି (Jont director VBD Nodal officer for IPPI) ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଭୀମ ସାହୁ DPM-NHM ସଞ୍ଜୟ  ମୁଣ୍ଡ, ଡ଼ା. ସୁଧା ଵାଲା (ADMO),

ଡ଼ା ସତୀଶ ପତି (DPHO), ଗୁରୁଦେବ କୁମ୍ଭାର (DM.RCH)ରାମାନୁଜ ପଣ୍ଡା (APM. NHM). ସତ୍ୟ ରଞ୍ଜନ ମିଶ୍ର (ନିର୍ଦେଶକ)ନାସନାଲ ପିସ ୟୁନିସନ, ରବି ରଞ୍ଜନ ପୂଜାରୀ (Chairman.NPU), ଡ଼ା ସ୍ୱାଧୀନ ମିଶ୍ର (ସ୍ତ୍ରୀ ଓ ପଶୁତି ବିଶେଷଜ୍ଞ୍ ତଥା ମେଡିକାଲ ଅଫିସର (ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ) ଓ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ର କର୍ମକର୍ତ୍ତା ଗଣ ତଥା ଶ୍ରୀ ଗୌରବ ପଧାନ, ନାଫିସା କୁମାର, ଭାଗ୍ୟ ପଧାନ, ଡ଼ା ଦୀକ୍ଷା ପୁରୋହିତ, ଯତୀନ ପଶୟତ ଇତ୍ୟାଦି ଅଭିଯାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026

You Might Also Like