-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||     

HOME   ଜିଲ୍ଲା

ବାଇକ ଦୁର୍ଘଟଣା : ୩ ମୃତ

26-Nov-2025



 

ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର -ବରଗଡ ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ବୁଢ଼ୀପଦର ପଞ୍ଚାୟତ ସମ୍ମୁଖ ରେ ସୋମବାର ରାତିରେ ଦୁଇ ଗ୍ଲେମର ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଭୟଙ୍କର ଦୁର୍ଘଟଣା ରେ ଦୁଇ ବାଇକ୍ ରେ ଥିବା ୩ଜଣ ଯୁବକ ଙ୍କ ମୃତ୍ୟୁ ଘଟିଛି। ମୃତକ ମାନେ ହେଲେ ଲୋଇସିଂହା ନୂଆପଡ଼ା ର ଚନ୍ଦ୍ରଶେଖର ଲୁହାର, ବରଗଡ ଜିଲା ଗାଇସିଲାଟ ଥାନା ଜାମୁଟବାହାଲ ଗାଁର ସୁରଜ୍ ତମୁଲିଆ (୪୨) ଓ    ପ୍ରଧାନଟିକ୍ରା ଝସକେତନ ବରିହା (୩୪)। ଲୋଇସିଂହା ପୋଲିସ ମୃତ ଦେହକୁ ଜବତ କରି ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲ ଶବ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।ଲୋଇସିଂହା ପୋଲିସ ଦୁର୍ଘଟଣା ଗ୍ରସ୍ତ ଦୁଇ ବାଇକ୍ କୁ ଦୁର୍ଘଟଣା ସ୍ଥଳ ରୁ ଜବତ କରିବା ସହ ଥାନା କେସ ନଂ ୩୩୧। ୨୫ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳେଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026

You Might Also Like