-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

*ପୋଡ଼ାଗଡ଼ ଭୈରବ ମନ୍ଦିର ଠାରୁ ଜିଲ୍ଲା ସ୍ତରୀୟ ମଣ୍ଡେଇ ଉତ୍ସବର ଶୁଭାରମ୍ଭ*

26-Nov-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଉମରକୋଟ ବ୍ଳକ  ପୋଡ଼ାଗଡ଼ ଭୈରବ ମନ୍ଦିରରୁ 
ପୂଜାର୍ଚ୍ଚନା ପରେ ମଶାଲ ଯାତ୍ରା ଅନୁଷ୍ଠିତ ହୋଇଥିଲା l  ମଶାଲ ଯାତ୍ରା ବାହାରି ପୋଡ଼ାଗଡ଼ ହାଟ ପଦାରେ ହୋଇଥିବା ମଣ୍ଡପ ନିକଟରେ ଶିରା, ପୂଜାରୀ ଙ୍କ ସହ ଲାଠି, କରୁଚି,ପାଲିଙ୍କି ବାଦ୍ୟ ନାଦ  ସହିତ ନାଚି ନାଚିପହଞ୍ଚି ଥିଲେ l ସେଠାରେ ନବରଙ୍ଗପୁର ମଣ୍ଡେଇ ଉତ୍ସବ କମିଟିର ସଭାପତି ତଥା ନବରଙ୍ଗପୁର ଜିଲ୍ଲାପାଳ ଡାଃ ମହେଶ୍ଵର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ସମ୍ମାନୀତ ଅତିଥିମାନେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ,  ବିଧାୟକ ଝରିଗାଁ ନରସିଂ ଭତ୍ରl, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ,ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ତଥା ଓଡିଶା ରାଜ୍ଯ ସ୍ଵାଧୀନତା ସଂଗ୍ରାମୀ ଶହିଦ ସଂସଦ କାର୍ଯ୍ୟକାରିଣୀ ସଭାପତି ମୁନା ତ୍ରିପାଠୀ, ପୋଡ଼ାଗଡ଼ ଚେରୀ ଟେବୁଲ ଟ୍ରଷ୍ଟ ର ସଭାପତି ଉଦ୍ଧବ ନାୟକ ଓ ପରିବେଶବିତ ତଥା ବରିଷ୍ଠ ପରାମର୍ଶଦାତା ଡାଃ କୈଳାଶ ଚନ୍ଦ୍ର ବେହେରା ସହ ଅନେକ ଜନପ୍ରତିନିଧି ଏବଂ ଜିଲ୍ଲାସ୍ତରୀ ଅଧିକାରୀ ଯୋଗଦେଇଥିଲେ ଏହି କାର୍ଯ୍ୟକ୍ରମ।ସମସ୍ତ ଅତିଥି ମାନଙ୍କ ଦ୍ଵାରା ସାଂସ୍କୃତିକ ଲୋକ ମହୋତ୍ସବ ମଣ୍ଡେଇ-୨୦୨୫ ଆଦିବାସୀ ମାନଙ୍କର ସଂସ୍କୃତି, ପରମ୍ପରା, କ୍ରୀଡା ଓ ବିଭିନ୍ନ କ୍ଷେତ୍ରରେ ଲୁକ୍କାୟିତ ପ୍ରତିଭା କୁ ଲୋକ ଲୋଚନକୁ ଆଣି ବିକଶିତ ଓ ସଂରକ୍ଷିତ କରିବା ପ୍ରଚେଷ୍ଟା ନେଇ ମଣ୍ଡେଇ-୨୦୨୫ ଉପରେ ନିଜ ନିଜର ବକ୍ତବ୍ୟ ରଖି ଥିଲେ l ପ୍ରଥମେ ଏହି ମଣ୍ଡେଇ ୨୦୦୨ ରେ ଆରମ୍ଭ ହୋଇଥିଲା

ଏହି ସ୍ଥାନରୁ ଶୁଭ ଉଦଘାଟନ ବାହାରି ଥିଲା, ଆଜି ପୁଣି ଥରେ ୨୦୨୫ ରେ ଏହି ପବିତ୍ର ସ୍ଥାନରୁ ଶୁଭ ଉଦଘାଟନ ହେଲା l ଜିଲ୍ଲାରେ ହେବାକୁ ଥିବା ଡିସେମ୍ବର ମାସ ୧୨,୧୩,୧୪, ୧୫,୧୬ ଏଇ ପାଞ୍ଚଦିନ ବହୁ ସଂଖ୍ୟାରେ ଯୋଗ ଦେବାକୁ ଜିଲ୍ଲା ପ୍ରଶାସନ ଆହ୍ଵାନ କରିବା ସହ ମନ୍ତ୍ରୀ ବିଧାୟକ ମଧ୍ୟ ସମସ୍ତ ଜନସାଧାରଣ ଉପସ୍ଥିତ ହେବାକୁ ପରାମର୍ଶ ଦେଇଥିଲେ lସମସ୍ତ ଅତିଥି, ଜନସାଧାରଣ ମାନଙ୍କୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ପୌର ପରିଷଦ ଉମରକୋଟ ଆଲୋକ କୁମାର ଅନୁଗୁଳିଆ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ଇଂ ଚନ୍ଦନା ମଲ୍ଲିକ ବେଶ୍ ସୁନ୍ଦର ଭାବେ ମଞ୍ଚ ପରିଚାଳନା କରିଥିଲେ l ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ରଙ୍ଗାରଙ୍ଗ ଅନୁଷ୍ଠିତ ହୋଇ ଥିଲା,ଯାହାକି ଉପସ୍ଥିତ ଅନ୍ୟୁନ ୨୦ ହଜାରରୁ ଉର୍ଦ୍ଧ୍ବ ଜନସାଧାରଣ ଙ୍କ ମନ ଆନନ୍ଦିତ କରାଇଥିଲା  |


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like